ଆଜି ବୌଦ୍ଧରେ ୨୨ କରୋନା ପଜିଟିଭ ଚିହ୍ନଟ
ବୌଦ୍ଧ,୭/୯ - ଆଜି ବୌଦ୍ଧଜିଲ୍ଲାରେ ପୁଣି ୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ସିଡିଏମଓ ଡାକ୍ତର ତ୍ରିଲୋଚନ ପ୍ରଧାନଙ୍କ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଆଜି ଚିହ୍ନଟ ହୋଇଥିବା ପଜିଟିଭ ମାନଙ୍କ ମଧ୍ୟରେ ବୌଦ୍ଧ!-->…
Read More...
Read More...