ରାଜ୍ୟରେ ପୁଣି ୨୨୩୯ ନୂଆ ପଜିଟିଭ ଚିହ୍ନଟ, କରୋନା ନେଲା ୯ ଜୀବନ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୨୨୩୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୪୫୩୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ!-->…
Read More...
Read More...