ପୁଣିରେ ରାଜ୍ୟରେ ୧୨୧୫ ପଜିଟିଭ ଚିହ୍ନଟ, ପୁଣି ୭ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର ୨୨ ।୭: ରାଜ୍ୟରେ ଦିନକୁ କରୋନା ବେକାବୁ ହେବାରେ ଲାଗିଛି ।ଗତ ୨୪ ଘଣ୍ଟା ମଧ୍ୟରେ ୧୨୧୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୧୦୭ରେ ପହଞ୍ଚିଛି । ସେହିପରି ଏହି ସମୟ ମଧ୍ୟରେ ରାଜ୍ୟରେ ୭ କରୋନା ସଂକ୍ରମିତଙ୍କ!-->…
Read More...
Read More...