ପୁଣି ହଜାରେ ପାର୍ ହେଲା ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୧,୦୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୦୫ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ । ବାକି ୪୩୬ଟି ହେଉଛି ଲୋକାଲ୍ କେସ୍ । ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୪ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର । ଏହା ସହିତ!-->…
Read More...
Read More...