ଦେଶରେ ରେକଡର଼୍ ଭାଙ୍ଗୁଛି କରୋନା: ଦିନକରେ ସର୍ବାଧିକ ୨୪ ହଜାରରୁ ଅଧିକ ଆକ୍ରାନ୍ତ
ନୂଆଦିଲ୍ଲୀ : ଦେଶରେ କରୋନାର ଦୈନିକ ସଂକ୍ରମଣ ସ୍ଥିତି ଏବେ ଆହୁରି ସାଙ୍ଘାତିକ ହୋଇଛି । ଏହା ୨୪ ହଜାର ଅତିକ୍ରମ କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ମୋଟ ୨୪ ହଜାର ୮୫୦ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୬ ଲକ୍ଷ ୭୩ ହଜାର ୧୬୫ରେ ପହଞ୍ଚିଛି ।!-->…
Read More...
Read More...