୧୫ରୁ ରାଜ୍ୟରେ ଇକମୋ ସେବା
ଭୁବନେଶ୍ବର ୭।୮: ରାଜ୍ୟରେ ଅଗଷ୍ଟ ୧୫ତାରିଖରୁ ଆରମ୍ଭ ହେବ ଇକମୋ ସେବା । ଏଥିଲାଗି କଟକ ଏସସିବି ମେଡିକାଲରେ ୯ଟି ମେସିନ ରଖାଯାଇଥିବା କହିଛନ୍ତି ଡିଏମଇଟି ସିବିକେ ମହାନ୍ତି । ଏଥିପାଇଁ ଆବଶ୍ୟକ ମାନବ ସମ୍ବଳଙ୍କୁ ମଧ୍ୟ ନିଯୁକ୍ତି ଦିଆଯାଇ ସରିଛି । ଗୋଟିଏ ଟିମ୍ କଲିକତାରୁ ଟ୍ରେନିଂ ନେଇ!-->…
Read More...
Read More...