ଦେଶରେ ୭୦ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ନୂଆଦିଲ୍ଲୀ : ସମସ୍ତ ପ୍ରକାର ସତର୍କତା ଓ କଟକଣା ସତ୍ତ୍ୱେ ଦେଶରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା କ୍ଷୀପ୍ର ବେଗରେ ବଢ଼ିଚାଲିଛି । ପ୍ରତିଦିନ ଏବେ ହଜାର ହଜାର ଲୋକ ପଜିଟିଭ୍ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ୩୫୦୦ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହ ରୋଗୀ ସଂଖ୍ୟା ୭୦!-->…
Read More...
Read More...