ପୁଣି ୨ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର: ଶନିବାର ରାଜ୍ୟରେ ଆଉ ୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୦ରେ ପହଞ୍ଚିଛି। ଚିହ୍ନଟ ଦ୍ୱୟ କୋରାପୁଟ ଓ ବାଲେଶ୍ୱର ଜିଲାର ବେଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉଭୟେ ପଶ୍ଚିମବଙ୍ଗରୁ ଫେରିିଥିବା!-->…
Read More...
Read More...