ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା : କର୍ମଚାରୀଙ୍କୁ ମାସ୍କ ଓ ସାନିଟାଇଜର ବାଣ୍ଟିଲେ ଯୁବ ସମାଜସେବୀ
ବାଲିଗୁଡ଼ା: ଯୁବ ସମାଜସେବୀ ଜିତେନ୍ଦ୍ର କୁମାର ପାତ୍ର(ଜିତୁ) ଙ୍କ ସ୍ବାଗତଯୋଗ୍ୟ ପଦକ୍ଷେପ । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦର ଏନ୍ଏସି ଅଧ୍ୟକ୍ଷ ଲୋକନାଥ ପାଢ଼ୀ ଓ କାର୍ଯ୍ୟନିର୍ବାହୀ ଅଧିକାରୀ ଜୟଦେବ ଷଢଙ୍ଗି ଙ୍କ ଉପସ୍ଥିତିରେ ନିଜ ସହଯୋଗୀଙ୍କ ସହ ମିଶି କାର୍ଯ୍ୟରତ!-->…
Read More...
Read More...