ଗଜପତି ବିଜେପି ପକ୍ଷରୁ ଆମ୍ବେଦକର ଜୟନ୍ତୀ ପାଳିତ ଓ ଗଣମାଧ୍ୟମକୁ ସାନିଟାଇଜର ପ୍ରଦାନ
ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ବିଜେପି କାର୍ଯ୍ୟାଳୟ ଠାରେ ଆଜି ଆମ୍ବେଦକର ଜୟନ୍ତୀ ପାଳିତ ହୋଇଯାଇଛି।ପାରଳା ବିଧାୟକ କେ ନାରାୟଣ ରାଓଙ୍କ ଅଧ୍ୟକ୍ଷତାରେଆମ୍ବେଦକରଙ୍କ ଫୋଟ ଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ କରିଥିଲେ। ଅନ୍ୟତମ ଅତିଥି ଭାବେ ପୂର୍ବତନ ବିଜେପି ସଭାପତି ମୁରଲୀ ଗୋପାଳ!-->…
Read More...
Read More...