ବୁଲୁଣ୍ଡା କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ

ଦଶପଲ୍ଲା,୧୨/୬ : - ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ, ଭୋଗବାଡି ଗ୍ରାମପଂଚାୟତର ଆଦିବାସୀ ଅଧ୍ୟୁଷିତ ବୁଲୁଣ୍ଡା ଗ୍ରାମରେ ଚାଲିଥିବା କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି । ଏହି ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଦଶପଲ୍ଲା ଅଂଚଳର ବିଶିଷ୍ଟ ସମାଜସେବୀ ଶ୍ରୀହରି ନାୟକ,
Read More...

ଆସନ୍ତା ୧୪ରେ ପାତାଳି ଶ୍ରୀକ୍ଷେତ୍ରରେ ଦେବସ୍ନାନ ପୂର୍ଣ୍ଣିମା ଓ ମହାପ୍ରଭୁଙ୍କ ଗଜାନନବେଶ

ସୁବର୍ଣ୍ଣପୁର,୧୨/୬- ଆସନ୍ତା ୧୪ତାରିଖ ମଙ୍ଗଳବାର ଦିନ ଜିଲ୍ଲାର କୋଟସମଲାଇ ସ୍ଥିତ ପାତାଳି ଶ୍ରୀକ୍ଷେତ୍ରରେ ସ୍ନାନଯାତ୍ରା କରାଯିବା ସହ ଗଜାନନ ବେଶ ଅନୁଷ୍ଠିତ କରାଯିବାପାଇଁ ସମସ୍ତ ପ୍ରସ୍ତୁତି ସରିଛି । ଏଥିପାଇଁ ଭୋରସକାଳ ୫ଟାରେ ମଙ୍ଗଳ ଆଳତି,୯ଘଣ୍ଟା ରେ ଧାଡ଼ି ପହଣ୍ଡି, ପୂର୍ବାହ୍ନ
Read More...

ପଲସର ବାଇକ ଦୁର୍ଘଟଣାଗ୍ରସ୍ତ, ଚାଳକ ଗୁରୁତର

ଘୁ ଉଦୟଗିରି,୧୨/୬: ସ୍ଥାନୀୟ ବ୍ଲକ ଅଧିନରେ ଥିବା କଳିଙ୍ଗା ପଞ୍ଚାୟତର ରାଇପଦା ନିକଟ ବୁଲାଣିରେ ଏକ ପଲସର୍‌ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଦେଖିବାକୁ ମିଳିଛି । ବାଇକ ଚାଳକ ଜଣକ ହେଲେ ଅଜୟ ମହାରଣା ବ୍ରହ୍ମପୁର ଲୋଚାପଡାରେ ତାଙ୍କ ଘର । ସେ କଲେକସନ୍‌ କାମରେ ଘୁ.ଉଦୟଗିରି ଆସି
Read More...

କଲେଜ ଆକାଉଣ୍ଟରୁ ୭୦ ଲକ୍ଷ ଗାଏବ ଘଟଣା: ସନ୍ଦେହ ଘେରରେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୂମିକା

ସୁବର୍ଣ୍ଣପୁର,୧୨/୬- ସୋନପୁର କଲେଜ ଆକାଉଣ୍ଟରୁ ଜାଲି ଚେକ ମାଧ୍ୟମରେ ୭୦ ଲକ୍ଷ ୪୨ ହଜାର ୯୦୦ ଟଙ୍କା ଗାଏବ ଘଟଣାରେ ଖୋଳତାଡ ଜାରିରଖିଛି ସୋନପୁର ପୁଲିସ୍‌ । ସୋନପୁର ଥାନାରେ ଏସ୍‌ପି ଅମରେଶ ପଣ୍ଡା ଉପସ୍ଥିତ ରହି ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରଖିଛନ୍ତି । ଘଟଣାର ମାଷ୍ଟର ମାଇଣ୍ଡକୁ
Read More...

ଜିଲ୍ଲାସ୍ତରୀୟ ଶିଶୁ ଶ୍ରମିକ ନିରାକରଣ ସଭା

ଗଜପତି,୧୧/୬- “ଶିଶୁଶ୍ରମ ମୁକ୍ତ ଓଡିଶା ଆମର ସଙ୍କଳ୍ପ” ଏହି ଉଦ୍ଦେଶ୍ୟ ନେଇ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ଓଡିଶା ସରକାରଙ୍କ ଦ୍ୱାରା ପ୍ରତ୍ୟେକ ଜିଲ୍ଲାରେ ସଭା, ଶୋଭାଯାତ୍ରା, ସଚେତନା ସନ୍ଦେଶ ପ୍ରଦାନ କରାଯାଉଛି । ଆଜି ଗଜପତି ଜିଲ୍ଲାରେ ଶ୍ରମ କାର୍ଯ୍ୟାଳୟ ତରଫରୁ ସଚେତନା ସଭା
Read More...

କୋଶଳ ଆବାସିକ ବିଦ୍ୟାଳୟରେ ତିନିଦିନିଆ ଆଚାର୍ଯ୍ୟ ପ୍ରଶିକ୍ଷଣ ଶିବିର ଉଦଘାଟିତ

ସୁବର୍ଣ୍ଣପୁର,୧୧/୬- ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା ସୋନପୁରସ୍ଥିତ କୋଶଳ ଆବାସିକ ବିଦ୍ୟାଳୟର ସମ୍ମିଳନୀ କକ୍ଷରେ ଆଜି ପ୍ରଥମ ଆଚାର୍ଯ୍ୟ ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଯାଇଛି । ଆଜିର ଏହି ଉଦଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବରେ ସୋନପୁର ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରତାପ
Read More...

ରାଜ୍ୟସରକାରଙ୍କ ନୂତନ ଶିକ୍ଷାନୀତି ଅନୁଯାୟୀ ସରକାରୀ ବିଦ୍ୟାଳୟର ନବୀକରଣ

ଗଜପତି,୧୧/୬- ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଦ୍ୱିତୀୟ ପର୍ଯ୍ୟାୟ ଭିତ୍ତିରେ ୫ଟି ଅନ୍ତର୍ଭୁକ୍ତ ହାଇସ୍କୁଲ ରୁପାନ୍ତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ପର୍ଯ୍ୟାୟରେ ଗଜପତିର ୩୧ଟି ରୁପାନ୍ତରିତ ହାଇସ୍କୁଲ ଭିଡିଓ କନଫରେନ୍ସ ମାଧ୍ୟମରେ ମାନ୍ୟବର ମୁଖ୍ୟମନ୍ତ୍ରୀ
Read More...

ପାଣ-ଗଣ୍ଡା ବିକାଶ ପରିଷଦ ତରଫରୁ ସାତ ଦଫା ଦାବିପତ୍ର

ବୌଦ୍ଧ,୧୧/୬:- ବିଭିନ୍ନ ଦାବି ନେଇ ବୌଦ୍ଧ ଜିଲ୍ଲା ପାଣ - ଗଣ୍ଡା ସମାଜ ବିକାଶ ପରିଷଦ ପକ୍ଷରୁ ସାଧାରଣ ସଂପାଦକ ସୁଧାଂଶୁ ଡାଙ୍ଗଙ୍କ ନେତୃତ୍ୱରେ ଏବଂ ସଭାପତି ବଟକୃଷ୍ଣ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପୃଥକ୍‌ ପୃଥକ୍‌ ଭାବେ ହରଭଂଗା ବ୍ଲକ୍‌ ଏବଂ ତହସିଲ୍‌ କାର୍ଯ୍ୟାଳୟ ଘେରାଉ
Read More...

ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ, ୨୪ ତାରିଖରେ ସଭାପତି ଆସନ ପାଇଁ ଭୋଟ୍‌

ଘୁ. ଉଦୟଗିରି,୧୧/୬:- ସାରା ରାଜ୍ୟରେ ଥିବା ସମସ୍ତ ସମବାୟ ସମିତି ଗୁଡିକରେ ନିର୍ବାଚନ ନିମନ୍ତେ ଦିନ ଧାର୍ଯ୍ୟ ହେବା ପରେ ନିର୍ବାଚନ ନିମନ୍ତେ ସମସ୍ତ ପ୍ରକ୍ରିୟା କାର୍ଯ୍ୟକାରୀ ହେବାର ଦେଖିବାକୁ ମିଳିଛି । ଘୁ. ଉଦୟଗିରି ଠାରେ ଥିବା ବୃହଦାକାର ବହୁମୂଖୀ ସମବାୟ ସମିତିର ବିଭିନ୍ନ ପଦ ପଦବୀ
Read More...

ବୌଦ୍ଧ ମୁଖ୍ୟ ଚିିକିତ୍ସାଳୟରେ ଏଣିକି ମିଳିବ ସମସ୍ତ ପ୍ରକାର ଅଲଟ୍ରାସାଉଣ୍ଡ ସୁବିଧା

ବୌଦ୍ଧ,୧୧/୬: ଆଧୁନିକ ଚିକିତ୍ସା ବ୍ୟବସ୍ଥାରେ ସରକାର ସମସ୍ତ ପ୍ରକାର ଚିକିତ୍ସା ସେବା ସାଧାରଣଲୋକଙ୍କୁ ଯୋଗାଇଦେବା ପାଇଁ ପ୍ରତିଶୃତିବଦ୍ଧ ହୋଇଥିବାବେଳେ ବୌଦ୍ଧବାସୀଙ୍କ ପାଇଁ ଜିଲାପ୍ରଶାସନ ପକ୍ଷରୁ ଏଣିକି ସମସ୍ତ ପ୍ରକାର ଅଲଟ୍ରାସାଉଣ୍ଡ ସୁବିଧା ସଂପୂର୍ଣ୍ଣ ମାଗଣାରେ ଯୋଗାଇଦେବାର
Read More...