ଲକ୍ ଡାଉନ୍‌ ସତ୍ତ୍ୱେ ଥମୁନି ସଂକ୍ରମଣ : ୨୪ ଘଣ୍ଟାରେ ଦେଶରେ ୧୪୯ କରୋନା ପଜେଟିଭ

ନୂଆଦିଲ୍ଲୀ : କରୋନା ଭୂତାଣୁ ଲାଗି ସାରା ଦେଶ ଏବେ ଲକ୍ ଡାଉନ୍‌ରେ। ତଥାପି ଥମୁନି ସଂକ୍ରମଣ। ଗତ ୨୪ ଘଣ୍ଟାରେ ସଂକ୍ରମିତଙ୍କ ୧୪୯ଟି ନୂଆ ମାମଲା ସାମ୍ନାକୁ ଆସିଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯୧୮ରେ ପହଞ୍ଚିଛି। ସେହିଭଳି ଦେଶରେ ଶନିବାର ୨ଟି କରୋନା ମୃତ୍ୟୁ ହୋଇଥିବା ବେଳେ
Read More...

କରୋନା ଭାଇରସ ଭଳି ହେଲମେଟ୍‌ ପିନ୍ଧି ସଚେତନତା ସୃଷ୍ଟି କଲେ ପୋଲିସ

ଚେନ୍ନାଇ: କରୋନା ଭାଇରସ ସଂକ୍ରମଣ ସମୟରେ ଘରେ ରହିବା କେତେ ଜରୁରୀ ତାହା ଏପର୍ଯ୍ୟନ୍ତ ଅଧିକାଂଶ ଲୋକେ ବୁଝି ପାରି ନ ଥିବା କୁହାଯାଏ। ସବୁ ରାଜ୍ୟରେ ପୋଲିସ ବାହାରକୁ ବାହାରୁଥିବା ଲୋକଙ୍କୁ ଏ ସମ୍ପର୍କରେ ବୁଝାଉଥିବା ବେଳେ ଅନେକ ଲୋକ କିନ୍ତୁ ଏପର୍ଯ୍ୟନ୍ତ ଏହାକୁ ବୁଝି ପାରୁ ନ ଥିବା
Read More...

୧୧୨ଜଣଙ୍କ ସଂସ୍ପର୍ଶରେ ଆସିଛନ୍ତି ତୃତୀୟ କରୋନା ଆକ୍ରାନ୍ତ : ବାଗଚୀ

ଭୁବନେଶ୍ୱର: ଭୁବନେଶ୍ୱର ତୃତୀୟ ‘କରୋନା’ ଆକ୍ରାନ୍ତ ୧୧୨ ଜଣଙ୍କ ସଂସ୍ପର୍ଶରେ ଆସିଛନ୍ତି। ସେମାନଙ୍କ ଭିତରୁ ବର୍ତ୍ତମାନ ସୁଦ୍ଧା ୧୫ ଜଣଙ୍କ ପତ୍ତା ମିଳିନି। ତେବେ ଚିହ୍ନଟ ହୋଇଥିବା ସନ୍ଦିଗ୍ଧଙ୍କ ଭିତରୁ ୧୧ ଜଣଙ୍କ ରକ୍ତ ନମୂନା ପରୀକ୍ଷା ପାଇଁ ପଠାଇଛି। ଜଣଙ୍କର ନେଗେଟିଭ୍‌ ଆସିଥିବା ବେଳେ
Read More...

ଦିଲ୍ଲୀପ ପଣ୍ଡା ହେଲେ ବିଜେପୁରରୁ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର: ବିଜେପୁର ଉପନିର୍ବାଚନ ପାଇଁ ଦିଲ୍ଲୀପ କୁମାର ପଣ୍ଡାଙ୍କୁ କଂଗ୍ରେସ ନିଜର ପ୍ରାର୍ଥୀ କରିବ। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି ଏହି ନାଁ ଘୋଷଣା କରିଛନ୍ତି । ଏହାସହିତ ବିଜେପୁରରୁ ଦଳୀୟ ପ୍ରାର୍ଥୀ ହେବାକୁ ଆଶା ବାନ୍ଧିଥିବା ବରିଷ୍ଠ ନେତା ରିପୁନାଥ ସେଠ୍ ଓ ତାଙ୍କ ପୁଅ
Read More...

କାଦପଡା ଜୟ ଜଗନ୍ନାଥ ୟୁଥ୍ ଆସୋସିଏସନ ପକ୍ଷରୁ ହାଇସ୍କୁଲ ପରିସରରେ ସଫେଇ କାର୍ଯ୍ୟକ୍ରମ

ଆଠମଲ୍ଲିକ : ଅନୁଗୋଳ ଜିଲ୍ଲା ଆଠମଲ୍ଲିକ ବ୍ଲକ କାଦପଡା ଜୟ ଜଗନ୍ନାଥ ୟୁଥ୍ ଆସୋସିଏସନ ପକ୍ଷରୁ କିଆକଟା ହାଇସ୍କୁଲ ପରିସରରେ ଏକ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସ୍ୱଚ୍ଛ ବିଦ୍ୟାଳୟ ଗଠନ ପାଇଁ ଆସୋସିଏସନର ସଦସ୍ୟମାନେ ସଂକଳ୍ପ ନେଇଥିଲେ । ସେହିପରି
Read More...

କାଦପଡା ଜଗନ୍ନାଥ ୟୁଥ୍ ଆସୋସିଏସନର ନୂତନ କର୍ମକର୍ତ୍ତା ଚୟନ ଓ ସଫେଇ କାର୍ଯ୍ୟକ୍ରମ

ଆଠମଲ୍ଲିକ: ଅନୁଗୋଳ ଜିଲ୍ଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ କାଦପଡା ଗ୍ରାମର ଜୟ ଜଗନ୍ନାଥ ୟୁଥ୍ ଆସୋସିଏସନର ନୂତନ କର୍ମକର୍ତ୍ତା ଚୟନ ହୋଇଯାଇଛି । ଗତ ୧୦ ତାରିଖ ଦିନ ପୂର୍ବତନ ସଭାପତି ଅଗସ୍ତି ପ୍ରଧାନଙ୍କ ଅଧ୍ୟକ୍ଷତାରେ କାଦପଡା ଗୋଷ୍ଠୀକେନ୍ଦ୍ରରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି
Read More...

ଉପଦେଷ୍ଟାଭାବେ ଦାୟିତ୍ୱ ଗ୍ରହଣ କଲେ ମାନସ ମଙ୍ଗରାଜ : ନିଷ୍ଠାର ସହ ଦାୟିତ୍ୱ ତୁଲାଇବି

ଭୁବନେଶ୍ୱର : ଓଡ଼ିଶା ସରକାରଙ୍କ ଉପଦେଷ୍ଟା ଭାବେ ବିଜେଡ଼ିର ଯୁବ ନେତା ମାନସ ମଙ୍ଗରାଜ ବୁଧବାର ଦାୟିତ୍ୱଗ୍ରହଣ କରିଛନ୍ତି । ସୂଚନା ଓ ଲୋକସମ୍ପର୍କ ବିଭାଗ କାର୍ଯ୍ୟାଳୟରେ ସେ ଆନୁଷ୍ଠାନିକ ଭାବେ ଏହି ଦାୟିତ୍ୱ ଗ୍ରହଣ କରିବା ପରେ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ ଏକ
Read More...

ପାକ୍ ବଜାର ସ୍ଥିତି ସାଂଘାତିକ : କ୍ଷୀର ଲିଟର ଏତିକି ?

କରାଚୀ : ପାକିସ୍ତାନରେ ବଜାର ପରିସ୍ଥିତି ବର୍ତ୍ତମାନ ସାଂଘାତିକ ସ୍ଥିତିରେ ପହଞ୍ଚିଛି । ଦରଦାମ ଏଭଳି ହୋଇଛି ଯେ, କୌଣସି ଜିନିଷରେ ହାତ ମାରିବା ପୂର୍ବରୁ ୧୦୦ ଥର ଚିନ୍ତା କରିବାକୁ ପଡୁଛି । ପନିପରିବାଠୁ ଆରମ୍ଭ କରି ଅନ୍ୟାନ୍ୟ ଅତ୍ୟାବଶ୍ୟକୀୟ ସାମଗ୍ରୀର ଦର ବହୁଗୁଣା ହୋଇଛି । କ୍ଷୀର ଲିଟର
Read More...

କାଦପଡ଼ା ଜଗନ୍ନାଥ ୟୁଥ୍ ଆସୋସିଏସନ ପକ୍ଷରୁ ଗଣେଶ ପୂଜା

ଆଠମଲ୍ଲିକ : ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ କାଦପଡା ଗ୍ରାମର ଜଗନ୍ନାଥ ୟୁଥ୍ ଆସୋସିଏସନ ଆନୁକୂଲ୍ୟରେ ଗଣେଶ ପୂଜା ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । କମିଟି ପକ୍ଷରୁ ଏକ ଆକର୍ଷଣୀୟ ତୋରଣ ତିଆରି କରି ଶ୍ରୀଗଣେଶଙ୍କୁ ପୂଜା କରାଯାଉଛି । ଆଜି ପୂର୍ବାହ୍ନ ୧.୩୦ ମିନିଟରେ ପୂଜକ ହରିହର
Read More...

ଶାଶୂର ନାକ କାମୁଡି ଦେଲା ଜ୍ୱାଇଁ ; କାନ କାଟିଦେଲେ ସମୁଦି, କାରଣ ପଢନ୍ତୁ

ବରେଲି : ବରେଲି ଜିଲ୍ଲାର ନାକାତିଆ ଅଂଚଳରେ ଯୋ÷÷ତୁକ ମାମଲାକୁ ନେଇ ଏକ ବିଚିତ୍ର ଓ ଅଭାବନୀୟ ଘଟଣା ଘଟିଛି । ଦାବି ମୁତାବକ ଅତିରିକ୍ତ ଯୋ÷÷ତୁକ ଟଙ୍କା ନମିଳିବାରୁ ଜ୍ୱାଇଁ ଶାଶୂର ନାକ କାମୁଡି ଦେଇଥିବା ବେଳେ ସମୁଦି ଏକ ଛୁରିରେ କାନ କାଟି ଦେଇଛନ୍ତି । ରକ୍ତାକ୍ତ ଅବସ୍ଥାରେ ଏହି
Read More...