ଲଞ୍ଚ ହେଲା ଟାଟା ସିଏରାର ୨୪ ଭାରିଆଣ୍ଟ

0 21

ନୂଆଦିଲ୍ଲୀ: ଟାଟା ସିଏରା ହେଉଛି ଏକ ୫-ସିଟ୍ ବିଶିଷ୍ଟ ମଡେଲ । ଏହି ଟାଟା କାରଟି ୨୦୨୫ ନଭେମ୍ବର ୨୫ରେ ଭାରତୀୟ ବଜାରରେ ଲଞ୍ଚ୍ ହୋଇଥିଲା। ଲଞ୍ଚ୍ ସମୟରେ କେବଳ ସିଏରାର ମୂଳ ମଡେଲର ମୂଲ୍ୟ ପ୍ରକାଶ କରାଯାଇଥିଲା। ଏବେ ଟାଟା ମୋଟର୍ସ ସିଏରାର ୨୪ ପ୍ରକାର ମଡେଲ ଲଞ୍ଚ ହୋଇଛି ଏବଂ ସେମାନଙ୍କର ମୂଲ୍ୟ ମଧ୍ୟ ପ୍ରକାଶ ପାଇଛି। ଟାଟା ସିଏରାର ଏକ୍ସ-ଶୋରୁମ୍ ମୂଲ୍ୟ ୧୧.୪୯ ଲକ୍ଷରୁ ଆରମ୍ଭ ହୋଇ ୧୮.୪୯ ଲକ୍ଷ ପର୍ଯ୍ୟନ୍ତ ରହିଛି। ଆସନ୍ତୁ ଟାଟା ସିଏରାର ସମସ୍ତ ଭାରିଆଣ୍ଟ ଏବଂ ସେମାନଙ୍କର ମୂଲ୍ୟ ଉପରେ ନଜର ପକାଇବା ।

hiranchal ad1
Leave A Reply

Your email address will not be published.

8 + 19 =