Browsing Category

ବାଣିଜ୍ୟ

ପାରଳାଖେମୁଣ୍ଡି ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ୱାଗତ ଉତ୍ସବ ପାଳିତ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ରୀଙ୍କ ନିମନ୍ତେ ସ୍ୱାଗତ ମହୋତ୍ସବ ମହାସମାରୋହରେ ପାଳିତ ହେଇଯାଇଅଛି । ଉତ୍ସବ ଆରମ୍ଭରେ ଅନୁଷ୍ଠାନର ଅଧ୍ୟକ୍ଷା ଶ୍ରୀମତୀ ଅମ୍ବିକା ଦେବୀ ସ୍ୱାଗତ…
Read More...

ଆପୋଲୋ ହସ୍ପିଟାଲ ଭୁବନେଶ୍ୱରର ଠାରେ ଟ୍ରାନ୍ସ ଜୁଗୁଲାର ଇଂଟ୍ରାହେପାଟିକ୍‌ ପୋର୍ଟ୍‌ ସିଷ୍ଟମିକ୍‌ ଷ୍ଟଂଟ୍‌ ପଦ୍ଧତିରେ…

ଭୁବନେଶ୍ୱର: ଆପୋଲୋ ହସ୍ପିଟାଲ ଭୁବନେଶ୍ୱର ଠାରେ ରାଜ୍ୟର ପ୍ରଥମ ଟ୍ରାନ୍ସ ଜୁଗୁଲାର ଇଂଟ୍ରାହେପାଟିକ୍‌ ପୋର୍ଟ୍‌ ସିଷ୍ଟମିକ୍‌ ଷ୍ଟଂଟ୍‌ - ଟିଆଇପିଏସ୍‌ଏସ୍‌ ଚିକିତ୍ସା ପଦ୍ଧତିରେ ସଫଳତା ପୂର୍ବକ କାର୍ଯ୍ୟକାରୀ ହୋଇଛି । ଆପୋଲୋ ହସ୍ପିଟାଲ୍‌ ଭୁବନେଶ୍ୱରର ବରିଷ୍ଠ କନସଲଟାଂଟ୍‌ ଡାକ୍ତର ମାନସ…
Read More...

୧୨ଟଙ୍କା ହ୍ରାସ ହୋଇପାରେ ପେଟ୍ରୋଲ୍‌ ଓ ଡିଜେଲ୍‌ ଦର

ମୁମ୍ୱାଇ,୧୮/୯: ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ ପାଇବାରେ ଲାଗିଛି । ଗତ ୩ ମାସ ମଧ୍ୟରେ, ଆନ୍ତର୍ଜାତୀୟ ବଜାରରେ ୨୫-୩୦ ଡଲାର ଶସ୍ତା ହୋଇଛି । ଅଶୋଧିତ ତୈଳ ବର୍ତ୍ତମାନ ବ୍ୟାରେଲ ପିଛା ପ୍ରାୟ ୯୧ ଡଲାରରେ ଟ୍ରେଣ୍ଡ କରୁଛି । କିନ୍ତୁ ତଥାପି ଦେଶରେ ପେଟ୍ରୋଲ ଏବଂ ଡିଜେଲ…
Read More...

ଶିଶୁର ସିଙ୍ଗଲ ୟୁନିଟ୍‌ କିଡ୍‌ନି ୨ ବୟସ୍କଙ୍କ ଶରୀରରେ ପ୍ରତିରୋପଣରେ ଆପୋଲୋ ହସ୍ପିଟାଲର ବିରଳ ସଫଳତା

ଭୁବନେଶ୍ୱର, ୧୫/୦୯: ଅଙ୍ଗ ପ୍ରତିରୋପଣ କ୍ଷେତ୍ରରେ ଏକ ନୂଆ ଅଧ୍ୟାୟ ଯୋଡିଛି ଆପୋଲୋ ହସ୍ପିଟାଲ,ଭୁବନେଶ୍ୱର । ପ୍ରଥମଥର ପାଇଁ ଜଣେ ବାଳକଙ୍କ ଶରୀରର କିଡ୍‌ନି ଦୁଇ ଜଣ ବୟସ୍କ ବ୍ୟକ୍ତିଙ୍କ ଶରୀରରେ ସଫଳତାପୂର୍ବକ ପ୍ରତିରୋପଣ କରାଯାଇଛି । ଆପୋଲୋ ହସ୍ପିଟାଲ ଭୁବନେଶ୍ୱର ଠାରେ ଚିକିତ୍ସିତ…
Read More...

ସଡ଼କ ଦୁର୍ଘଟଣାରେ ଟାଟା ସନ୍ସର ପୂର୍ବତନ ମୁଖ୍ୟ ସାଇରସ ମିସ୍ତ୍ରୀଙ୍କ ମୃତ୍ୟୁ

ମୁମ୍ବାଇ : ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ସାଇରସ ମିସ୍ତ୍ରୀଙ୍କର ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି । ମୃତ୍ୟୁବେଳକୁ ତାଙ୍କୁ ମାତ୍ର ୫୪ ବର୍ଷ ହୋଇଥିଲା । ପାଲଘର ଜିଲ୍ଲାରେ ତାଙ୍କ କାର ଦୁର୍ଘଟଣାଗ୍ରସ୍ତ ହେବାରୁ ସେ ଗୁରୁତରଭାବେ ଆହତ ହୋଇଥିଲେ । ତାଙ୍କୁ ଡାକ୍ତରଖାନା…
Read More...

ଖାଉଟିଙ୍କୁ ବଡ଼ ଆଶ୍ୱସ୍ତି :
୧୦୦ ଟଙ୍କା ଯାଏଁ ଶସ୍ତା ହେଲା ଗ୍ୟାସ୍‌

ନୂଆଦିଲ୍ଲୀ,୧/୯: ବିଭିନ୍ନ ସାମଗ୍ରୀର ଦରବୃଦ୍ଧିକୁ ନେଇ ସାଧାରଣ ଖାଉଟୀ ଅତିଷ୍ଠ ଓ ଜର୍ଜରିତ ହୋଇ ଉଠିଥିବା ବେଳେ ଆଜି ଗ୍ୟାସ କ୍ଷେତ୍ରରେ ସେମାନଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି । କମିଛି ରୋଷେଇ ଗ୍ୟାସ ସିଲିଣ୍ଡର ମୂଲ୍ୟ । ସେପ୍ଟେମ୍ବର ୧ ଅର୍ଥାତ ଆଜିଠାରୁ ଗ୍ୟାସ୍‌ ସିଲିଣ୍ଡରର ଦାମ୍‌ ହ୍ରାସ…
Read More...

ରିଲାଏନ୍ସ ଜିଓର ବଡ ଘୋଷଣା, ଦିୱାଲିରୁ ଆରମ୍ଭ ହେବ ୫-ଜି ସେବା

ନୂଆଦିଲ୍ଲୀ : ୫-ଜି ଇଣ୍ଟରନେଟକୁ ଅପେକ୍ଷା କରୁଥିବା ଉପଭୋକ୍ତାମାନଙ୍କ ପାଇଁ ଏକ ଖୁସି ଖବର ଆସିଛି । ଆଜି ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ର ବାର୍ଷିକ ସାଧାରଣ ସଭାରେ ୫ଜି ସେବା ଆରମ୍ଭ ବିଷୟରେ ମୁକେଶ ଅମ୍ବାନୀ ଏକ ବଡ ଘୋଷଣା କରିଛନ୍ତି । ମୁକେଶ ଅମ୍ବାନୀ କହିଛନ୍ତି ଯେ ଚଳିତ ବର୍ଷ ଦିୱାଲୀରେ…
Read More...

ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରକୁ ଦୁଇଟି ବର୍ଗରେ ଜାତୀୟ ସିଏସ୍ଆର୍ ପୁରସ୍କାର – ୨୦୨୦

ନୂଆଦିଲ୍ଲୀ/ଭୁବନେଶ୍ବର:କର୍ପୋରେଟ୍ ସାମାଜିକ ଦାଇତ୍ଵ (ସିଏସ୍ଆର୍) କାର୍ଯ୍ୟ ନିମନ୍ତେ ଭାରତ ସରକାରଙ୍କ କର୍ପୋରେଟ ବ୍ୟାପାର ମନ୍ତ୍ରଣାଳୟ ଦ୍ଵାରା ପ୍ରଦାନ କରାଯାଉଥିବା ସମ୍ମାନଜନକ ଜାତୀୟ ସିଏସ୍ଆର୍ ପୁରସ୍କାର – ୨୦୨୦ ପାଇଁ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି) କୁ ଦୁଇଟି ବର୍ଗରେ…
Read More...

୫-ଜି ଲଞ୍ଚ୍‌ ପ୍ରସ୍ତୁତି ପାଇଁ ଟେଲିକମ୍‌ କମ୍ପାନିଙ୍କୁ କେନ୍ଦ୍ରର ନିର୍ଦ୍ଦେଶ

ନୂଆଦିଲ୍ଲୀ: ଦେଶରେ ‘୫ଜି’ର ଶୁଭାରମ୍ଭ ପାଇଁ ପ୍ରସ୍ତୁତି କରିବା ଲାଗି ଆଜି କେନ୍ଦ୍ର ସରକାର ଟେଲିକମ କଂପାନିମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । କେନ୍ଦ୍ର ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବେଷ୍ଣବ ଟେଲିଯୋଗାଯୋଗ ସେବା ପ୍ରଦାନକାରୀଙ୍କୁ ଏହି ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ…
Read More...

ବଢିଲା ରେପୋରେଟ;ପ୍ରଭାବିତ ହେବ ଋଣ ଓ ଇଏମଆଇ

ମୁମ୍ବାଇ : ଦେଶରେ ଦରଦାମ ବୃଦ୍ଧି ତଥା ମୁଦ୍ରାସ୍ଫୀତିକୁ ନେଇ ଦେଶରେ କଂଗ୍ରେସର ଯୋରଦାର ଆନ୍ଦୋଳନ ଚାଲିଥିବା ବେଳେ,ଆଜି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ)ମୁଦ୍ରାସ୍ପିତି ହାରକୁ ନିୟନ୍ତ୍ରଣ ପାଇଁ କେତେକ ବଳିଷ୍ଠ ପଦକ୍ଷେପ ଗ୍ରହଣ କରିଛନ୍ତି । ରିଜର୍ଭ ବ୍ୟାଙ୍କ ଆଜି ମୁଦ୍ରା ନୀତି ସମୀକ୍ଷା…
Read More...