Browsing Category

ଦେଶ- ବିଦେଶ

ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ: ବୁଧବାର ସକାଳେ ପ୍ରୟାଗରାଜର କେପି କଲେଜ ପଡ଼ିଆ ପଛରେ ଥିବା ଏକ ପୋଖରୀରେ ଦୁଇ ଆସନ ବିଶିଷ୍ଟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ତାଲିମ ସମୟରେ ଏହି ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟବଶତଃ, ଏଥିରେ ଥିବା ଉଭୟ ପାଇଲଟ୍ ସୁରକ୍ଷିତ ଅଛନ୍ତି। ଘଟଣା
Read More...

ଦେଢ଼ଲକ୍ଷ ଟପିଲା ସୁନା

ନୂଆଦିଲ୍ଲୀ- ଦେଶରେ ସୁନା ଓ ରୁପା ଦାମ୍ ଥମିବାର ନାଁ ନେଉନି । ଗତକାଲି ଅପେକ୍ଷା ଆଜି ଦେଶରେ ସୁନା ଦାମ୍ ଗ୍ରାମ ପିଛା ୭୪୮ ଟଙ୍କା ବୃଦ୍ଧି ପାଇ ଦେଢ଼ ଲକ୍ଷ ପାର୍ କରିଛି । ରୂପା ଦାମ୍ ମଧ୍ୟ ୧୦ ଗ୍ରାମ ପିଛା ୧୦୦ଟଙ୍କା ବୃଦ୍ଧି ହୋଇଛି ।ଆଜିର ସୁନା ଓ ରୂପା ଦର ଅନୁସାରେ ସୁନା ପ୍ରଥମ ଥର
Read More...

ବିଜେପିର ରାଷ୍ଟ୍ରୀୟ ସଭାପତି ଭାବେ ଦାୟିତ୍ୱ ଗ୍ରହଣ କଲେ ନୀତିନ ନବୀନ

ନୂଆଦିଲ୍ଲୀ: ବିଜେପିର ରାଷ୍ଟ୍ରୀୟ ସଭାପତି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ନୀତିନ ନବୀନ । କାର୍ଯ୍ୟକାରୀ ସଭାପତିରୁ ସେ ପୂର୍ଣ୍ଣକାଳୀନ ସଭାପତି ହୋଇଛନ୍ତି । ଗତକାଲି ନିର୍ବାଚନ ପ୍ରକ୍ରିୟା ପରେ ଆଜି ନୀତିନଙ୍କୁ ଦାୟିତ୍ୱ ପ୍ରଦାନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।
Read More...

ଟ୍ରମ୍ପଙ୍କୁ ନିଜର ନୋବେଲ ପୁରସ୍କାର ଦେଲେ ମାଚାଡୋ

ନୂଆଦିଲ୍ଲୀ,୧୬/୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଲେ ଭେନେଜୁଏଲାର ବିରୋଧୀ ନେତା ତଥା ନୋବେଲ ପୁରସ୍କାର ବିଜେତା ମାରିଆ କୋରିନା ମାଚାଡୋ । ଏହି ବୈଠକ ଉପରେ ସମସ୍ତଙ୍କ ନଜର ରହିଥିବା ବେଳେ ମାଚାଡୋ ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି। ସେ କହିଛନ୍ତି ଯେ, ସେ ସାକ୍ଷାତ
Read More...

ଆସୁଛି ମୁମ୍ବଇ ପୌର ନିର୍ବାଚନ ଫଳାଫଳ: ଜାଣନ୍ତୁ କାହା ସପକ୍ଷରେ ଯାଉଛି ଜନମତ

ମୁମ୍ବଇ: ମହାରାଷ୍ଟ୍ରର ୨୯ଟି ନଗର ନିଗମର ନିର୍ବାଚନ ଫଳାଫଳ ଆଜି ଘୋଷଣା କରାଯିବ। ସକାଳ ପ୍ରାୟ ୧୦ଟାରେ ଗଣନା ଆରମ୍ଭ ହୋଇଛି । ପ୍ରାରମ୍ଭିକ ଭୋଟ ଗଣତିରେ ୫୫୧ସିଟରେ ବିଜେପି ଆଗୁଆ ରହିଥିବା ସୂଚନା ମିଳିଛି । ଆଜି ସନ୍ଧ୍ୟା ସୁଦ୍ଧା ପ୍ରତ୍ୟେକ ନଗର ନିଗମରେ କିଏ ବିଜୟୀ ହୋଇଛି ତାହା ସ୍ପଷ୍ଟ
Read More...

ପୁଣି ବଡ ପରଦାରେ ଧମାକା କରିବେ ଅଲ୍ଲୁ ଅର୍ଜୁନ

ମୁମ୍ୱାଇ: 'ପୁଣି ବଡ ପରଦାରେ ଧମାକା କରିବାକୁ ଯାଉଛନ୍ତି ସାଉଥ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ । ମକର ସଂକ୍ରାନ୍ତିରେ ଅଭିନେତାଙ୍କ ନୂଆ ଫିଲ୍ମ ''AA 23'' ଘୋଷଣା ହୋଇଛି । ଯାହାର ନିର୍ଦ୍ଦେଶନା ଦେବେ ନିର୍ଦ୍ଦଶଖ ଲୋକେଶ କନାଗରାଜ । ତେବେ  ଜାନୁଆରୀ ୧୪ ରେ, ମୈଥ୍ରୀ ମୁଭି ମେକର୍ସ ସେମାନଙ୍କର
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା, ଚାଲିଗଲା 7ଜଣଙ୍କ ଜୀବନ

ନୂଆଦିଲ୍ଲୀ: ରାଜସ୍ଥାନର ଫତେପୁର ଶେଖାବତୀରେ ଭୟଙ୍କର ସଡକ ଦୁର୍ଘଟଣା ଘଟିଛି। ଏଥିରେ ଗୋଟିଏ ପରିବାରର ୭ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ୫୨ ନଂ ଜାତୀୟ ରାଜପଥର ହର୍ସଭା ଗାଁ ନିକଟରେ ଏଭଳି ହୃଦୟା ବିଦାରକ ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ ଦ୍ରୁତ ଗତିରେ ଯାଉଥିବା କାରଟି
Read More...

ଚଳନ୍ତା ଟ୍ରେନ ଉପରେ ଖସିଲା କ୍ରେନ୍: ୨୨ ମୃତ

ବ୍ୟାଙ୍କକ: ଥାଇଲାଣ୍ଡର ରାଜଧାନୀ ବ୍ୟାଙ୍କକରେ ଏକ ଟ୍ରେନ୍ ଲାଇନଚ୍ୟୁତ ହେବା ଯୋଗୁ ୨୨ ଜଣଙ୍କର ମୃତ୍ୟୁ ଘଟିଛି। ପୁଲିସ କହିଛି ଯେ, ଏହି ଦୁର୍ଘଟଣାରେ ୩୦ ଜଣ ଆହତ ହୋଇଛନ୍ତି। ନିର୍ମାଣକାର୍ଯ୍ୟରେ ନିୟୋଜିତ କ୍ରେନ୍ ବଗି ଉପରେ ଖସିପଡ଼ିବା ଯୋଗୁ ବ୍ୟାଙ୍କକ୍‌ରୁ ଉତ୍ତର-ପୂର୍ବ ଥାଇଲାଣ୍ଡକୁ
Read More...

କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଛନ୍ତି। କେନ୍ଦ୍ରମନ୍ତ୍ରୀ ଏଲ୍. ମୁରୁଗନଙ୍କ ଦିଲ୍ଲୀ ଘରେ ପୋଙ୍ଗଲ ପାଳିବା ସହ ପୂଜାର୍ଚ୍ଚନା କରିଛନ୍ତି। ଏପରିକି କିଛି ଗାଈ ମାନଙ୍କୁ ଖାଇବାକୁ ମଧ୍ୟ ଦେଇଛନ୍ତି। ଏହି ଅବସର​‌ରେ ପ୍ରଧାନମନ୍ତ୍ରୀ
Read More...

୧୭ରୁ ଗଡ଼ିବ ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନ୍

ନୂଆଦିଲ୍ଲୀ: କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା । ଜାନୁଆରୀ ୧୭ରୁ କୋଲକାତା ଏବଂ ଗୌହାଟି ମଧ୍ୟରେ ଚାଲିବ ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନ୍ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ମାଲଦା ଟାଉନରେ ଏହାର ଉଦଘାଟନ କରିବେ । କାମାକ୍ଷା ଏବଂ ହାୱଡ଼ା ଜଙ୍କସନ
Read More...