Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ- ବିଦେଶ
କେଦାରନାଥରେ ହେଲିକପ୍ଟର କ୍ରାସ୍, ପାଇଲଟଙ୍କ ସମେତ ୭ ମୃତ
କେଦାରନାଥ : ଉତ୍ତରାଖଣ୍ଡରେ ବଡ ଧରଣର ଦୁର୍ଘଟଣା । କେଦାରନାଥ ନିକଟରେ ହେଲିକପ୍ଟର କ୍ରାସ୍ ହୋଇଛି । ତେବେ ଏହି ଦୁର୍ଘଟଣାରେ ପାଇଲଟଙ୍କ ସମେତ ୭ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି ।
କୁହାଯାଉଛି କି ଏହି ଘଟଣା, କେଦାରନାଥ ଠାରୁ ୨ କିଲୋମିଟର ଦୂର ଗରୁଡଚଟ୍ଟିରେ ଘଟିଛି ଏହି ଦୁର୍ଘଟଣା ।!-->!-->!-->…
Read More...
Read More...
ଖୁବଶୀଘ୍ର ଶେଷ ହେବ ଖୋର୍ଦ୍ଧା-ବଲାଙ୍ଗୀର ରେଳ ଲାଇନ କାମ : ଅଶ୍ୱିନୀ ବୈଷ୍ଣବ
ଭୁବନେଶ୍ୱର : ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । ଆସନ୍ତା ବର୍ଷଠୁ ଓଡିଶାରେ ଆରମ୍ଭ ହେବ ୫ଜି ସେବା । ଆଜି ଭୁବନେଶ୍ୱରରେ ରେଳ ଓ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହି ସୂଚନା ଦେଇଛନ୍ତି ।ଶ୍ରୀ ବୈଷ୍ଣବଙ୍କ ସୂଚନା ଅନୁଯାୟୀ, ୨୦୨୩ ମାର୍ଚ୍ଚ ଶେଷ ସୁଦ୍ଧା ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୮ଟି!-->…
Read More...
Read More...
ଭାରତୀୟ ଛାତ୍ରଙ୍କୁ ୧୧ ଥର ଛୁରାମାଡ଼; ଜଣେ ଗିରଫ
ଲକ୍ଷ୍ନୌ: ଗତ ସପ୍ତାହରେ ଅଷ୍ଟ୍ରେଲିଆର ସିଡ୍ନିରେ ୧୧ ଥର ଛୁରି ଭୁଷାଖାଇ ସାଙ୍ଘାତିକ ଅସୁସ୍ଥ ହୋଇପଡ଼ିଥିବା ଆଗ୍ରା ନିବାସୀ ଜଣେ ଭାରତୀୟ ଛାତ୍ର ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି। ଏହା ବର୍ଣ୍ଣବୈଷମ୍ୟ ଆକ୍ରମଣ ବୋଲି ଛାତ୍ରଙ୍କର ପରିବାର ଲୋକେ କହିଛନ୍ତି।
ସଂଗୃହୀତ ସୂଚନା!-->!-->!-->…
Read More...
Read More...
ତନ୍ତ୍ର ମନ୍ତ୍ର ଦ୍ୱାରା ବଞ୍ଚାଇ ଦେବାର ଆଶା ରଖିଥିଲା…ନବରାତ୍ରୀରେ ଝିଅକୁ ବଳି ଦେଲା ବାପା !
ସୁରାଟ : ଗୁଜୁରାଟର ଗିର୍ ସୋମନାଥ ଜିଲ୍ଲାରେ ନରବଳିର ଏକ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି । ଅଭିଯୋଗ ହୋଇଛି ଯେ ନବରାତ୍ରୀ ସମୟରେ ଜଣେ ପିତା ନିଜର ୧୪ ବର୍ଷର ଝିଅକୁ ବଳିଦାନ ଦେଇଛନ୍ତି । ସେ ତନ୍ତ୍ରମନ୍ତ୍ର ଦ୍ୱାରା ପୁନର୍ଜୀବିତ କରିଦେବେ ବୋଲି ଆଶା କରିଥିଲେ । କିନ୍ତୁ ବଳିଦାନ ଦେବା!-->…
Read More...
Read More...
ଜଷ୍ଟିସ ଚନ୍ଦ୍ରଚୂଡ ହେବେ ପରବର୍ତ୍ତୀ ପ୍ରଧାନ ବିଚାରପତି
ନୂଆଦିଲ୍ଲୀ : ଦେଶର ପ୍ରଧାନ ବିଚାରପତି ୟୁୟୁ ଲଲିତ ତାଙ୍କ ଉତ୍ତରାଧିକାରୀ ଭାବରେ ଜଷ୍ଟିସ ଚନ୍ଦ୍ରଚୂଡଙ୍କ ନାମ ସୁପାରିଶ କରିବାକୁ ଯାଉଛନ୍ତି । ଆଜି ସେ ଜଷ୍ଟିସ୍ ଡି.ଇ ଚନ୍ଦ୍ରଚୂଡଙ୍କୁ ଏକ ଚିଠି ହସ୍ତାନ୍ତର କରିବାକୁ ଯାଉଛନ୍ତି ଯେଉଁଥିରେ ତାଙ୍କୁ ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି!-->…
Read More...
Read More...
ୟୁପିରେ ବନ୍ୟା ବିତ୍ପାତ,ଗଲାଣି ୩୫ ଜୀବନ
ଲକ୍ଷେ୍ନø : ଉତ୍ତରପ୍ରଦେଶରେ ଲଗାଣ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ଉଦ୍ବେଗନକ ହୋଇପଡ଼ିଛି । ବନ୍ୟାରେ ପ୍ରାୟ ଏଯାବତ ୩୫ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ରାଜଧାନୀ ଲକ୍ଷେ୍ନø ସମେତ ୪୫ ଜିଲ୍ଲାକୁ ପ୍ରବଳ ବର୍ଷା ଆଲର୍ଟ କରାଯାଇଛି । ବିଭିନ୍ନ ଜିଲ୍ଲାରେ ସ୍କୁଲ ବନ୍ଦ ରଖିବାକୁ!-->…
Read More...
Read More...
ସହରୀ ନକ୍ସଲଙ୍କ ପଛରେ ଅଛି ବିଦେଶୀ ଶକ୍ତି : ମୋଦୀ
ନୂଆଦିଲ୍ଲୀ : ସହରୀ ନକ୍ସଲମାନେ ବର୍ତ୍ତମାନ ଯୁବପିଢିମାନଙ୍କୁ ଏକ ନୂଆ ରୂପରେ ବିଭ୍ରାନ୍ତ କରିବାକୁ ଚେଷ୍ଟା କରୁଛନ୍ତି । ଅନେକ ରାଜ୍ୟରେ ନକ୍ସଲମାନେ ଯୁବପିଢିମାନଙ୍କୁ ଅସ୍ତ୍ରଶସ୍ତ୍ର ହସ୍ତାନ୍ତର କରି ସେମାନଙ୍କ ଭବିଷ୍ୟତକୁ ନଷ୍ଟ କରିଦେଇଛନ୍ତି । ସହରୀ ନକ୍ସଲମାନଙ୍କ ପଛରେ ବିଦେଶୀ ଶକ୍ତି!-->…
Read More...
Read More...
ଅର୍ଥନୀତିରେ ୩ ଜଣଙ୍କୁ ନୋବେଲ ପୁରସ୍କାର
ନୂଆଦିଲ୍ଲୀ: ଆଜି ଅର୍ଥନୀତି ପାଇଁ ନୋବେଲ ପୁରସ୍କାର ଘୋଷଣା ହୋଇଛି । ଏହି ଅବସରରେ ୩ ଅର୍ଥନୀତିଜ୍ଞଙ୍କୁ ମିଳିତ ଭାବେ ଏହି ନୋବେଲ ପୁରସ୍କାର ମିଳିଛି । ସେମାନେ ହେଲେ ବେନ୍ ବେର୍ଣ୍ଣାଙ୍କ, ଡଗଲାସ୍ ଡାଇମଣ୍ଡ ଓ ଫିଲିପ୍ ଡିଭିଗ୍ । ବ୍ୟାଙ୍କ ଓ ଆର୍ଥିକ ସଂକଟ ବିଷୟରେ ଗବେଷଣା ପାଇଁ ଏହି!-->…
Read More...
Read More...
ପରଲୋକରେ ମୁଲାୟମ ସିଂ ଯାଦବ
ଗୁରୁଗ୍ରାମ : ପରଲୋକରେ ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ତଥା ପୂର୍ବତନ ୟୁପି ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବ । ୮୨ ବର୍ଷ ବୟସରେ ମେଦାନ୍ତ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି ।ଗତ ୧୦ ଧରି ସେ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଆଇସିୟୁ ଲାଇଫ ସପୋର୍ଟ ସିଷ୍ଟମରେ ରହି ଚିକିତ୍ସା!-->…
Read More...
Read More...
ଆଇସିୟୁରେ ଭର୍ତ୍ତି ହେଲେ ମୁଲାୟମ
ନୂଆଦିଲ୍ଲୀ : ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରତର ହୋଇଛି । ତାଙ୍କୁ ଗୁରୁଗ୍ରାମର ମେଦାନ୍ତ ହସପିଟାଲରେ ଆଇସିୟୁରେ ଭର୍ତ୍ତି କରାଯାଇଛି । ସେ ଏହା ପୂର୍ବରୁ ବାରମ୍ବାର ନିଜର ସ୍ୱାସ୍ଥ୍ୟଗତ!-->…
Read More...
Read More...