Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ- ବିଦେଶ
ଦେଶର ପ୍ରଥମ ଘରୋଇ ରକେଟ୍ ଉନ୍ମୋଚନ କଲେ ମୋଦୀ
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶର ପ୍ରଥମ ଘରୋଇ ରକେଟ ବିକ୍ରମ-୧ ଉନ୍ମୋଚନ କରିଛନ୍ତି । ମୋଦୀ ହାଇଦ୍ରାବାଦରେ ସ୍କାଏରୁଟ୍ ଏରୋସ୍ପେସର ଇନଫିନିଟି କ୍ୟାମ୍ପସ୍ ଉଦଘାଟନ କରିଛନ୍ତି ଏବଂ ବିକ୍ରମ-୧ ଉନ୍ମୋଚନ କରିଛନ୍ତି । ଏହା ଭାରତର ପ୍ରଥମ ଘରୋଇ ରକେଟ ଯାହା କକ୍ଷପଥରେ!-->…
Read More...
Read More...
ଏଣିକି ଦ୍ୱିତୀୟ ବିବାହ କଲେ ୧୦ ବର୍ଷ ଜେଲ୍
ନୂଆଦିଲ୍ଲୀ- ଏଣିକି ଦ୍ୱିତୀୟ ବିବାହ କଲେ ଆପଣ ୧୦ ବର୍ଷ କାରାଦଣ୍ଡ ଭୋଗିବେ । ଆସାମ ସରକାର ବହୁବିବାହ ବିରୋଧୀ ବିଲ୍ ଆଗତ କରିଛନ୍ତି ଯେଉଁଥିରେ ଦ୍ୱିତୀୟ ବିବାହ ପାଇଁ ୧୦ବର୍ଷ ପର୍ଯ୍ୟନ୍ତ ଜେଲ୍ ବ୍ୟବସ୍ଥା ପ୍ରସ୍ତାବ କରିଛନ୍ତି । ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ମଙ୍ଗଳବାର ଦିନ ଆସାମ!-->…
Read More...
Read More...
ବିଧାନସଭା ନିର୍ବାଚନ ପୂର୍ବରୁ ହିନ୍ଦୁମାନଙ୍କୁ ମନାଇବାର ପ୍ରୟାସ ? ମମତାଙ୍କ କ୍ୟାବିନେଟ୍ ସିଲିଗୁଡ଼ିରେ ମହାକାଳ…
ନୂଆଦିଲ୍ଲୀ- କ୍ୟାବିନେଟ୍ ବୈଠକ ପରେ ଅର୍ଥ ରାଷ୍ଟ୍ରମନ୍ତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ଗଣମାଧ୍ୟମକୁ ନିଷ୍ପତ୍ତି ବିଷୟରେ ସୂଚନା ଦେଇଥିଲେ। ସେ ଘୋଷଣା କରିଥିଲେ ଯେ ରାଜ୍ୟ ସରକାର ମାଟିଗାରାର ଲକ୍ଷ୍ମୀ ଟାଉନସିପ୍ ଅଞ୍ଚଳରେ ଥିବା 25.15 ଏକର ଜମି ଅଧିଗ୍ରହଣ କରିବେ।ପଶ୍ଚିମବଙ୍ଗ କ୍ୟାବିନେଟ୍!-->…
Read More...
Read More...
ଅଯୋଧ୍ୟା ରାମ ମନ୍ଦିରରେ ଧ୍ଵଜା ଆରୋହଣ କଲେ ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ- ଅଯୋଧ୍ୟା ରାମ ମନ୍ଦିରରେ ଧ୍ଵଜା ଆରୋହଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପୂର୍ବରୁ ନିର୍ଦ୍ଧାରିତ ଅନୁସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଯୋଧ୍ୟା ରାମ ମନ୍ଦିରରେ ଧ୍ଵଜା ଆରୋହଣ କରିଛନ୍ତି । ପ୍ରଥମେ ଅଯୋଧ୍ୟାରେ ପହଞ୍ଚି ପ୍ରଧାନମନ୍ତ୍ରୀ ମୋଦୀ ସପ୍ତମନ୍ଦିରରେ!-->…
Read More...
Read More...
ଦୁଇ ବସ୍ ମୁହାଁମୁହିଁ ଧକ୍କା; ୬ ଜଣଙ୍କର ମୃତ୍ୟୁ, ୨୮ ଜଣ ଆହତ
ନୂଆଦିଲ୍ଲୀ: ତାମିଲନାଡୁର ଟେନକାସି ଜିଲ୍ଲାରେ ଦୁଇଟି ଘରୋଇ ବସ୍ ମଧ୍ୟରେ ଭୟଙ୍କର ଭାବେ ଧକ୍କା ହୋଇଛି । ଏହି ଘଟଣାରେ ଛଅ ଜଣଙ୍କର ମୃତ୍ୟୁ ଏବଂ ୨୮ ଜଣ ଗୁରୁତର ଆହତ ହୋଇଛନ୍ତି। ପ୍ରାରମ୍ଭିକ ତଦନ୍ତରୁ ଜଣାପଡିଛି ଯେ ଦୁର୍ଘଟଣାଟି ଦ୍ରୁତ ଗତି ଏବଂ ଡ୍ରାଇଭରଙ୍କ ଅବହେଳା ଯୋଗୁଁ!-->…
Read More...
Read More...
ସିଜେଆଇ ଭାବେ ଶପଥ ନେଲେ ଜଷ୍ଟିସ୍ ସୂର୍ଯ୍ୟକାନ୍ତ
ନୂଆଦିଲ୍ଲୀ: ଭାରତର ୫୩ତମ ପ୍ରଧାନ ବିଚାରପତି (ସିଜେଆଇ) ଭାବେ ଜଷ୍ଟିସ ସୂର୍ଯ୍ୟକାନ୍ତ ଶପଥ ଗ୍ରହଣ କରିଛନ୍ତି । ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ଉତ୍ସବରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।
PM attends the oath taking!-->!-->!-->…
Read More...
Read More...
ଦିଲ୍ଲୀ ପ୍ରଦୂଷଣ ପାଇଁ ବଡ ନିଷ୍ପତ୍ତି ନେଲେ ସରକାର
ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ବଢ଼ୁଥିବା ପ୍ରଦୂଷଣକୁ ଦୃଷ୍ଟିରେ ରଖି, ଦିଲ୍ଲୀ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ନଭେମ୍ବର ଏବଂ ଡିସେମ୍ବର ପାଇଁ ଦିଲ୍ଲୀର ସ୍କୁଲ ଏବଂ କଲେଜରେ ସମସ୍ତ କ୍ରୀଡା କାର୍ଯ୍ୟକଳାପକୁ ସ୍ଥଗିତ ରଖାଯାଇଛି।
ରିପୋର୍ଟ ଅନୁଯାୟୀ, ପ୍ରଦୂଷଣ!-->!-->!-->…
Read More...
Read More...
ମୁଖ୍ୟମନ୍ତ୍ରୀ ଭାବେ୧୦ମ ଥର ପାଇଁ ଶପଥ ନେଲେ ନୀତୀଶ
ପାଟନା-ଆଜି ବିହାରରେ ୧୦ମ ଥର ପାଇଁ ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ । ଶପଥ ଉତ୍ସବରେ ପ୍ରଧାନମମନ୍ତ୍ରୀ ମୋଦିଙ୍କ ସମେତ କେନ୍ଦ୍ରମନ୍ତ୍ରୀ ଓ ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନେ ଉପସ୍ଥିତ ଥିଲେ । ନୀତିଶ କୁମାରଙ୍କ ସହ ବିଜେପିର ସମ୍ରାଟ ଚୌଧୁରୀ ଏବଂ ବିଜୟ ସିହ୍ନା!-->…
Read More...
Read More...
ସମ୍ରାଟ ଚୌଧୁରୀ ଓ ବିଜୟ ସିହ୍ନା ଉପମୁଖ୍ୟମନ୍ତ୍ରୀ ନିର୍ବାଚିତ
ପାଟନା- ବିହାରରେ ନୂତନ ସରକାର ଗଠନ ପ୍ରକ୍ରିୟା ବୈଠକରେ ବଡ ନିଷ୍ପତ୍ତି ନିଆଯାଇଛି । ଏନଡିଏ ବିଧାୟକ ଦଳ ନେତା ଭାବେ ନୀତିଶ କୁମାର ନିର୍ବାଚିତ ହେବ ପରେ ବିଜେପି ବିଧାୟକ ଦଳର ନେତା ଭାବେ ସମ୍ରାଟ ଚୌଧୁରୀ ଓ ଉପନେତା ଭାବେ ବିଜଯ ସିହ୍ନା ନିର୍ବାଚିତ ହୋଇଛନ୍ତି । ସେଇଭଳି ସମ୍ରାଟ ଚୌଧୁରୀ ଓ!-->…
Read More...
Read More...
ନୀତିଶ ଜେଡିୟୁର ବିଧାୟକ ଦଳ ନେତା ନିର୍ବାଚିତ
ପାଟନା- ବିହାରରେ ନୂତନ ସରକାର ଗଠନ ପାଇଁ ଆଜି ଏନଡିଏର ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ନୀତିଶ ଜେଡିୟୁର ବିଧାୟକ ଦଳ ନେତା ଭାବେ ନିର୍ବାଚିତ ହୋଇଛନ୍ତି । ସଂଖ୍ୟା ଗରିଷ୍ଠତା ପାଇଁ ପୁଣି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ସ୍ଥିର ହୋଇଛି । ଆଗାମୀ କାର୍ଯ୍ୟସୂଚୀ ଅନୁସାରେ ଆଜି ରାଜ୍ୟପାଳ!-->…
Read More...
Read More...