Browsing Category

ଦେଶ- ବିଦେଶ

ରାଜ କୁନ୍ଦ୍ରାଙ୍କ ଜାମିନ ଆବେଦନ ଖାରଜ

ମୁମ୍ବାଇ : ଅଶ୍ଳିଳ ଭିଡିଓ ମାମଲାରେ ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରାଙ୍କୁ ଆହୁରି କିଛି ଦିନ ଜେଲରେ ରହିବାକୁ ପଡ଼ିବ । ବମ୍ବେ ହାଇକୋର୍ଟ ଆଜି ତାଙ୍କର ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି । ଏହା ପୂର୍ବରୁ ଜାମିନ ପାଇଁ କୁନ୍ଦ୍ରା ଏକ…
Read More...

ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ

ନୂଆଦିଲ୍ଲୀ : ବିନା ପରୀକ୍ଷାରେ ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ । cbseresults.nic.in ଓ୍ୱେବସାଇଟରେ ଉପଲବ୍ଧ ହେଉଛି ରେଜଲ୍ଟ । CBSEର ବିକଳ୍ପ ମୂଲ୍ୟାୟନ ପଦ୍ଧତିରେ ରେଜଲ୍ଟ ପ୍ରକାଶ ପାଇଛି । ପରୀକ୍ଷା ପାଇଁ ପଞ୍ଜୀକରଣ କରିଥିଲେ ୧୦ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ । ଏଗୁଡିକ ବ୍ୟତୀତ…
Read More...

ପ୍ରଧାନମନ୍ତ୍ରୀଙ୍କ ବଡ ଘୋଷଣା: ମେଡିକାଲ ଶିକ୍ଷାରେ ଓବିସିଙ୍କୁ ସଂରକ୍ଷଣ

ନୂଆଦିଲ୍ଲୀ : ଡାକ୍ତରୀ ପଢିବାକୁ ଇଚ୍ଛୁକ ଛାତ୍ରଛାତ୍ରୀଙ୍କ ପାଇଁ ବଡ ଘୋଷଣା କରିଛନ୍ତି ମୋଦି ସରକାର । ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି) ଏବଂ ଆର୍ଥିକ ଅନଗ୍ରସର ବର୍ଗ(ଇଡବ୍ଲୁଏସ)ଙ୍କ ପାଇଁ ନୂଆ ଆରକ୍ଷଣ ନିୟମ ଲାଗୁ କରାଯାଇଛି । ଏହି କ୍ରମରେ ଏଣିକି ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି)ଙ୍କ ପାଇଁ…
Read More...

କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବୋମାଇ

ବାଙ୍ଗାଲୋର : ବିଏସ୍‌ ୟେଦ୍ୟୁରପ୍ପାଙ୍କ ଇସ୍ତଫା ପରେ କର୍ଣ୍ଣାଟକର ନୂତନ ମୁଖ୍ୟମନ୍ତ୍ରୀ ଭାବେ ବାସବରାଜ ବୋମାଇ ଶପଥ ଗ୍ରହଣ କରିଛନ୍ତି । ବୁଧବାର ସକାଳ ୧୧ ଟାରେ କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବରେ ବାସବରାଜ ବୋମାଇ ଶପଥ ଗ୍ରହଣ କରିଥିଲେ । ସିଏମ୍‌ ଭାବରେ ଶପଥ ଗ୍ରହଣ କରିବାକୁ…
Read More...

ରିମାଣ୍ଡ ଶେଷ, ଜେଲ୍‌ ଗଲେ ରାଜ କୁନ୍ଦ୍ରା

ଭୁବନେଶ୍ୱର : ଶେଷରେ ଶିଳ୍ପା ସେଟ୍ଟୀଙ୍କ ସ୍ୱାମୀ ତଥା ବିଶିଷ୍ଟ ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କୁ ଜେଲ ପଠାଇ ଦିଆଯାଇଛି  । ପର୍ଣ୍ଣ ସିନେମା ମାମଲାରେ ତାଙ୍କୁ ଗିରଫ କରାଯାଇଥିଲା  । ଅଧିକ ତଥ୍ୟ ହାସଲ ପାଇଁ ରାଜ କୁନ୍ଦ୍ରାଙ୍କୁ ପୁଲିସ ରିମାଣ୍ଡରେ ଆଣିଥିବାବେଳେ ରିମାଣ୍ଡ ଅବଧି ଆଜି ଶେଷ…
Read More...

ସିଏମ୍‌ ପଦରୁ ଇସ୍ତଫା ଦେଲେ ୟେଦ୍ୟୁରପ୍ପା

ବାଙ୍ଗାଲୋର : କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌ ୟେଦ୍ୟୁରପ୍ପା ସୋମବାର ସିଏମ୍‌ ପଦରୁ ଇସ୍ତଫା ଦେଇଛନ୍ତି । ସେ ରାଜ୍ୟପାଳଙ୍କୁ ଭେଟି ତାଙ୍କର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି । ଆଜି ରାଜ୍ୟରେ ବିଜେପି ସରକାର ଦୁଇ ବର୍ଷ ପୂରଣ କରିଛି । କିଛି ସମୟ ପୂର୍ବରୁ ସେ ଇସ୍ତଫା ଦେବା ବିଷୟରେ…
Read More...

କାନ୍ଦି ପକାଇଲେ ୟେଦ୍ୟୁରପ୍ପା,ସିଏମ୍‌ ପଦରୁ ଇସ୍ତଫା ଦେବେ

ବାଙ୍ଗାଲୋର : କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌ ୟେଦ୍ୟୁରପ୍ପା ସୋମବାର ସିଏମ୍‌ ପଦରୁ ଇସ୍ତଫା ଦେବାକୁ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ମଧ୍ୟାହ୍ନ ଭୋଜନ ପରେ ମୁଁ ରାଜ୍ୟପାଳଙ୍କୁ ଭେଟି ଇସ୍ତଫା ପତ୍ର ତାଙ୍କ ନିକଟରେ ଦାଖଲ କରିବି । ଆଜି ରାଜ୍ୟରେ ବିଜେପି ସରକାର ଦୁଇ ବର୍ଷ ପୂରଣ…
Read More...

ଟ୍ରାକ୍ଟର ଚଳାଇ ସଂସଦକୁ ଆସିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ :ସୋମବାର ଦିନ କଂଗ୍ରେସର ପୂର୍ବ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ସମସ୍ତଙ୍କୁ ଚକିତ କରିଦେଇଛନ୍ତି । ସୋମବାର ସକାଳେ ସେ ଯେତେବେଳେ ଦିଲ୍ଲୀ ସଡକରେ ଟ୍ରାକ୍ଟର ଚଳାଇ ସଂସଦ ଭବନରେ ପହଂଚିଥିଲେ, ଏହାକୁ ଦେଖି ସାଧାରଣ ଲୋକଙ୍କ ଠାରୁ ସାଂସଦ ପର୍ଯ୍ୟନ୍ତ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ ।…
Read More...

ଆଜି କାର୍ଗିଲ ବିଜୟ ଦିବସ : ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଆଜି କାର୍ଗିଲ ବିଜୟ ଦିବସ । ଦେଶ ଆଜି ୨୨ ତମ କାର୍ଗିଲ ବିଜୟ ଦିବସ ପାଳନ କରୁଛି । ଏହି ଅବସରରେ ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦ୍ରାସ କାର୍ଗିଲ ୱାର ମେମୋରିଆଲରେ ସହିଦ ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ । କାରଗିଲ ୱାର ମେମୋରିଆଲରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ…
Read More...