Browsing Category

ଦେଶ- ବିଦେଶ

ଜମ୍ମୁ ବିମାବନ୍ଦରର ଟେକ୍ନିକାଲ ଅଂଚଳରେ ବିସ୍ଫୋରଣ

ଶ୍ରୀନଗର : ଜାମ୍ମୁ କାଶ୍ମୀରରେ ଏୟାରପୋର୍ଟ ପରିସରରେ ବିସ୍ଫୋରଣ । ଜମ୍ମୁ ବିମାବନ୍ଦରର ଟେକ୍ନିକାଲ ଅଂଚଳରେ ବିସ୍ଫୋରଣ ହୋଇଥିବା ରିପୋର୍ଟରୁ ଜଣାଯାଇଛି । ବିସ୍ଫୋରଣ ସଂପର୍କିତ ସୂଚନା ମିଳିବା ପରେ ଫରେନସିକ ଟିମ୍ ଏବଂ ବିଶେଷଜ୍ଞ ଦଳ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ କରୁଛନ୍ତି । ବିଳମ୍ୱିତ…
Read More...

ଆନ୍ଧ୍ରପ୍ରଦେଶ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଚେତାବନୀ, ଯଦି ଗୋଟିଏ ବି ମୃତ୍ୟୁ ହୁଏ, ତେବେ …

ନୂଆଦିଲ୍ଲୀ: ଦ୍ୱାଦଶ ପରୀକ୍ଷା କରିବା ପାଇଁ ଆନ୍ଧ୍ରପ୍ରଦେଶ ସରକାରଙ୍କ ନିଷ୍ପତ୍ତି ଉପରେ ସୁପ୍ରିମକୋର୍ଟ ପ୍ରଶ୍ନ ଉଠାଇଛନ୍ତି । ଫାଇଲ ନୋଟିସ ଦାଖଲ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । କିଏ ଏହି ନିଷ୍ପତ୍ତି ନେଇଛନ୍ତି ବୋଲି କୋର୍ଟ ପ୍ରଶ୍ନ କରିଛନ୍ତି । ନିଷ୍ପତ୍ତି ନେବା ପୂର୍ବରୁ…
Read More...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ୨ କୋଟି ଜରିମାନା

ବେଙ୍ଗାଲୁରୁ: ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ ଡି ଦେବଗୌଡାଙ୍କୁ ୨ କୋଟି ଟଙ୍କାର ଜରିମାନାଦେବାକୁ ନିର୍ଦ୍ଦେଶ। ବେଙ୍ଗାଲୁରୁର ଏକ କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ୧୦ ବର୍ଷ ତଳେ ଏକ ଟିଭି ସାକ୍ଷାତକାରରେ ନନ୍ଦି ଇନଫ୍ରାଷ୍ଟକଚର କୋରିଡର ଏଣ୍ଟରପ୍ରାଇଜେସ ବିରୋଧରେ ଦେବଗୌଡା ଆପତ୍ତି ଜନକ…
Read More...

ଘରେ ରହି ଅନ୍ତର୍ଜାତୀୟ ଯୋଗ ଦିବସ ପାଳିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୧/୬ – ସୁସ୍ଥ ଜୀବନଯାପନ ପାଇଁ ପ୍ରତିଦିନ ‘ଯୋଗ’ କରିବା ଗୁରୁତ୍ୱପୂର୍ଣ୍ଣଅଟେ । ବିଶେଷ ଭାବରେ ସାଂପ୍ରତିକ ସମୟରେ ଯୁବଗୋଷ୍ଠୀମାନେ ‘ଯୋଗ’ କରିବା ପାଇଁ ଆଗେଇ ଆସିବାଦରକାର ବୋଲି ସୋମବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଟ୍ୱିଟ୍‌ ଯୋଗେ ଆହ୍ୱାନ…
Read More...

ସ୍ମୃତି ଇରାନୀଙ୍କ ସଫଳ ଯାତ୍ରା: ମିସ୍ ଇଣ୍ଡିଆର ଫାଇନାଲରେ ପହଂଚିଥିଲେ କିନ୍ତୁ…

ନୂଆଦିଲ୍ଲୀ : କେନ୍ଦ୍ର ମନ୍ତ୍ରୀ ତଥା ପୂର୍ବତନ ଟିଭି ଅଭିନେତ୍ରୀ ସ୍ମୃତି ଇରାନୀ ଆଜିର ଦିନରେ ମୋଟାପଣ କମାଇବା କାରଣରୁ ଚର୍ଚ୍ଚାରେ ଅଛନ୍ତି । ସୋସିଆଲ ମିଡିଆରେ ଆସିଥିବା ଚିତ୍ରଗୁଡ଼ିକରେ ସ୍ମୃତିଙ୍କ ଓଜନ ବହୁତ କମ୍‌ ଥିବା ଦେଖିବାକୁ ମିଳୁଛି । ଆସନ୍ତୁ ଜାଣିବା ସ୍ମୃତିଙ୍କ ଜୀବନର କିଛି…
Read More...

ମାଇକ୍ରୋସଫ୍ଟର ନୂଆ ଚେୟାରମ୍ୟାନ୍ ହେଲେ ସତ୍ୟ ନାଡେଲା

ନୂଆଦିଲ୍ଲୀ: ଭାରତୀୟ ବଂଶୋଦ୍ଭବ ତଥା ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲାଙ୍କୁ ବୁଧବାର ଦିନ କମ୍ପାନୀର ଚେୟାରମ୍ୟାନ୍ ଭାବେ ଦାୟିତ୍ୱ ପ୍ରଦାନ କରାଯାଇଛି । ସେ ଜନ୍ ଥମ୍ପସନଙ୍କ ସ୍ଥାନ ନେବାକୁ ଯାଉଛନ୍ତି । ଏନେଇ କମ୍ପାନୀ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ବିଜ୍ଞପ୍ତିରେ କୁହାଯାଇଛି…
Read More...

ଏହି ରେଷ୍ଟୁରାଣ୍ଟରେ ଟିକା ନେଇଥିବା ଲୋକଙ୍କୁ ମିଳୁଛି ସ୍ପେଶାଲ ଡିସ୍‌କାଉଣ୍ଟ

ନୂଆଦିଲ୍ଲୀ : କରୋନାରୁ ରକ୍ଷା ପାଇବା ପାଇଁ ସମସ୍ତେ ଏବେ ଟିକା ନେବାକୁ ଉଦ୍ୟମ କରୁଛନ୍ତି । ଏହି ସମୟ ମଧ୍ୟରେ ଦିଲ୍ଲୀରେ ଅନଲକ୍‌ ପ୍ରକ୍ରିୟା ଆରମ୍ଭ ହୋଇଛି । ରେଷ୍ଟୁରାଣ୍ଟ ମଧ୍ୟ ଖୋଲିବା ଆରମ୍ଭ କରିଛି । ଦିଲ୍ଲୀର ଏକ ରେଷ୍ଟୁରାଣ୍ଟ ଏକ ନିଆରା ପଦକ୍ଷେପ ଆରମ୍ଭ କରିଛି, ଯାହା ଦ୍ୱାରା…
Read More...

ଡେଲଟା ପ୍ରଜାତି ସଂକ୍ରମଣ ପରିବାର ଭିତରେ ବେଶି ବ୍ୟାପୁଛି

ହାଇଦ୍ରାବାଦ: କୋଭିଡ-୧୯ ର ଚଳିତ ଦ୍ୱିତୀୟ ଲହର ସଂକ୍ରମଣ ବେଳେ ପୂର୍ବ ଲହର ତୁଳନାରେ ପରିବାରମାନଙ୍କରେ ହିଁ ଏକାଧିକ ସଂକ୍ରମିତ ବାହାରୁଥିବା ଜଣାଯାଇଛି । ତେବେ ଏହାର କାରଣ ଖୋଜିବା ପାଇଁ ୟୁକେ ସରକାରଙ୍କ ଜନସ୍ୱାସ୍ଥ୍ୟ ବିଭାଗ ଚଳାଇଥିବା ସର୍ବେକ୍ଷଣରୁ ସମସ୍ତଙ୍କୁ ଚକିତ କଲା ଭଳି ନିର୍ଯାସ…
Read More...

ଟିକା ନେବା ପରେ ସାର୍ଟିଫିକେଟ ସେୟାର କରୁଛନ୍ତି କି ?

ନୂଆଦିଲ୍ଲୀ : ଯଦି ଆପଣ ଟିକା ନେବା ପରେ ସୋସିଆଲ ମିଡିଆରେ ସରକାର ଦେଇଥିବା ଟିକା ପ୍ରମାଣପତ୍ରକୁ ମଧ୍ୟ ସେୟାର କରିଛନ୍ତି, ତେବେ ସାବଧାନ ରୁହନ୍ତୁ, କାରଣ ଏହା ଆପଣଙ୍କ ବ୍ୟକ୍ତିଗତ ତଥ୍ୟ ଲିକ କରିପାରେ । ଏଇଥି ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଏକ ସତର୍କ ସୂଚନା ଜାରି କରିଛି ।ଟିକାକରଣ…
Read More...

ନଫ୍‌ତାଲି ବେନେଟ୍ ହେଲେ ଇସ୍ରାଏଲର ନୂଆ ପ୍ରଧାନମନ୍ତ୍ରୀ, ଶୁଭେଚ୍ଛା ଜଣାଇଲେ ମୋଦୀ

ନୂଆଦିଲ୍ଲୀ: ଇସ୍ରାଏଲ୍ର ନୂଆ ପ୍ରଧାନମନ୍ତ୍ରୀ ଭାବେ ନଫ୍‌ତାଲି ବେନେଟ ଶପଥ ନେଇଛନ୍ତି । ଏହା ସହିତ ୧୨ ବର୍ଷ ହେବ ପ୍ରଧାନମନ୍ତ୍ରୀ ପଦରେ କବଜା କରିଥିବା ନେତାନ୍ୟାହୁଙ୍କ ଯୁଗ ଶେଷ ହୋଇଛି । ବେଞ୍ଜାମିନଙ୍କ ଐତିହାସିକ ୧୨ ବର୍ଷର ଶାସନ ପରେ ଇସ୍ରାଏଲର ନୂତନ ପ୍ରଧାନମନ୍ତ୍ରୀ ଭାବରେ ନଫ୍‌ତାଲି…
Read More...