Browsing Category

ଦେଶ- ବିଦେଶ

ଭୟଙ୍କର ଭୂକଂପ, ମୃତ୍ୟୁସଂଖ୍ୟା ୪ହଜାର ଟପିଲା

ନୂଆଦିଲ୍ଲୀ: ତୁର୍କୀରେ ତାଣ୍ଡବ ରଚିଲା ପ୍ରକୃତି । ୨୪ ଘଣ୍ଟା ମଧ୍ୟରେ ତିନି ତିନିଟି ଭୂମିକମ୍ପରେ ଥରହର ହେଲା ତୁର୍କୀ। ଗତକାଲି ଅନୁଭୂତ ହୋଇଥିବା ଶକ୍ତିଶାଳୀ ଭୂମିକମ୍ପ ଯୋଗୁ ଏଯାଏଁ  ୪ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏବେବି ଆହୁରି ଅନେକ ଭଗ୍ନାବଶେଷ ତଳେ ଚାପି
Read More...

୫ ନୂଆ ବିଚାରପତିଙ୍କୁ ଶପଥ ପାଠ କରାଇଲେ ସିଜେଆଇ

ନୂଆଦିଲ୍ଲୀ: ସୁପ୍ରିମ୍‌ କୋର୍ଟ ପାଇଁ ନବ ନିଯୁକ୍ତ ୫ଜଣ ବିଚାରପତିଙ୍କୁ ଆଜି ଭାରତର ପ୍ରଧାନ ବିଚାରପତି ଡି. ୱାଇ. ଚନ୍ଦ୍ରଚୂଡ଼ ଶପଥ ପାଠ କରାଇଛନ୍ତି। ଆଜି ଶପଥ ଗ୍ରହଣ କରିଥିବା ନୂଆ ବିଚାରପତିମାନେ ହେଲେ, ଜଷ୍ଟିସ୍‌ ପଙ୍କଜ ମିଥଲ୍‌, ଜଷ୍ଟିସ୍‌ ସଞ୍ଜୟ କରୋଲ୍‌, ଜଷ୍ଟିସ୍‌ ପି. ଭି.
Read More...

ତୁର୍କୀ ଓ ସିରିୟାରେ ଭୂମିକମ୍ପ: ୧୦୦ରୁ ଅଧିକ ମୃତ

ନୂଆଦିଲ୍ଲୀ: ଆଜି ପାହାନ୍ତାରେ ଦକ୍ଷିଣ ତୁର୍କୀରେ ସଂଘଠିତ ଭୀଷଣ ଭୂମିକମ୍ପ ଯୋଗୁଁ ଅନେକ ଅଟ୍ଟାଳିକା ଧୂଳିସାତ୍‌ ହେବା ସହିତ ୧୦୦ରୁ ଅଧିକ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା କଥା ଏପର୍ଯ୍ୟନ୍ତ ଜଣାପଡ଼ିଛି। ବାସଗୃହର ଭଙ୍ଗାରୁଜା ସ୍ତୂପ ତଳେ ଅନେକ ଲୋକ ପୋତି ହୋଇ ପଡ଼ିଥିବାରୁ ମୃତ୍ୟୁସଂଖ୍ୟା
Read More...

ବଜେଟ ଉପସ୍ଥାପନ କରୁଛନ୍ତି କେନ୍ଦ୍ରମନ୍ତ୍ରୀ ନିର୍ମଳା ସୀତାରମଣ, ରେଳ ପାଇଁ ୨.୪୦ ଲକ୍ଷ କୋଟି ଘୋଷଣା

ନୂଆଦିଲ୍ଲୀ: ସବୁ କଳ୍ପନାଜଳ୍ପନାର ଅନ୍ତଃ ଘଟିଛି । ବୁଧବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ସଂସଦରେ ଦିନ ୧୧ଟା ବେଳେ ବଜେଟ ଉପସ୍ଥାପନ କରିଛନ୍ତି । ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଏହା ମୋଦୀ ସରକାରଙ୍କ ଶେଷ ତଥା ପୂର୍ଣ୍ଣାଙ୍ଗ ବଜେଟ । ତେବେ ଚଳିତ ବଜେଟରେ
Read More...

ବିମୁଦ୍ରାୟନ ପ୍ରକ୍ରିୟାରେ କୌଣସି ତ୍ରୁଟି ନ ଥିଲା : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ୨୦୧୬ ନଭେମ୍ବର ୮ରେ ଦେଶରେ କାର୍ଯ୍ୟକାରୀ କରାଯାଇଥିବା ବିମୁଦ୍ରାୟନ ନିଷ୍ପତ୍ତି ଠିକ୍ ଥିଲା ବୋଲି ସୁପ୍ରିମକୋର୍ଟଙ୍କ ରାୟ ଶୁଣାଇଛନ୍ତି । ସୁପ୍ରିମକୋର୍ଟଙ୍କ ପାଞ୍ଚଜଣିଆ ସାମ୍ବିଧାନିକ ପୀଠ ସୋମବାର ନିଜ ରାୟରେ ବିମୁଦ୍ରାୟନ ନିଷ୍ପତ୍ତି ଠିକ୍ ଥିଲା ବୋଲି କହିଛନ୍ତି ।
Read More...

ବସ୍‌-ଏସ୍‌ୟୁଭି ଧକ୍କା; ୯ ମୃତ, ୨୮ ଆହତ

ନୂଆଦିଲ୍ଲୀ: ଆଜି ପ୍ରତ୍ୟୁଷରେ ଗୁଜରାଟର ନବସାରୀ ଜିଲ୍ଲାରେ ଗୋଟାଏ ବସ୍‌ ଓ ଏସ୍‌ୟୁଭି ପରସ୍ପର ସହିତ ଧକ୍କା ଖାଇବାରୁ ୯ଜଣ ଲୋକଙ୍କର ମୃତ୍ୟୁ ଘଟିଛି ଓ ଆଉ ୨୮ଜଣ ଆହତ ହୋଇଥିବା କଥା ପୁଲିସ କହିଛି। ସଂଗୃହୀତ ସୂଚନା ଅନୁସାରେ, ସୁରତରେ ଅନୁଷ୍ଠିତ ‘ପ୍ରମୁଖ ସ୍ବାମୀ ମହାରାଜ ଶତାବ୍ଦୀ
Read More...

ପ୍ରଧାନମନ୍ତ୍ରୀ ମୋଦିଙ୍କ ମାଆଙ୍କ ଶେଷକୃତ୍ୟ ସଂପନ୍ନ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଗାନ୍ଧୀନଗର: ଆଜି ପୂର୍ବାହ୍ନରେ ଗାନ୍ଧୀନଗରସ୍ଥିତ ଶ୍ମଶାନରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ମାଆ ହୀରାବେନ୍‌ ମୋଦୀଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ମାଆଙ୍କ ଚିତାରେ ନିଆଁ ଦେବା ପରେ ଯୋଡ଼ହସ୍ତ କରି ଶେଷ ସମ୍ମାନ ପ୍ରଦର୍ଶନ କରିଥିଲେ। ଶୋକାଭିଭୂତ ପ୍ରଧାନମନ୍ତ୍ରୀଙ୍କ ପାଖରେ ଥିଲେ ତାଙ୍କ
Read More...

ଡାକ୍ତରଖାନାରେ ଭର୍ତ୍ତି ହେଲେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ମାଆ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାଆ ହୀରବେନ୍‌‌ଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମଙ୍ଗଳବାର ବିଳମ୍ବିତ ରାତିରେ ତାଙ୍କୁ ଅହମ୍ମଦାବାଦର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପ୍ରଥମ ରିପୋର୍ଟ ଅନୁଯାୟୀ, ନିୟମିତ ସ୍ୱାସ୍ଥ୍ୟ
Read More...

ଦୁର୍ଘଟଣାରେ ୧୬ ଯବାନଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଭାରତ-ଚୀନ ସୀମାରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଭାରତୀୟ ସେନାର ଯବାନଙ୍କୁ ନେଇ ଯାଉଥିବା ଏକ ଗାଡି ଦୁର୍ଘଟଣାଗ୍ରସ୍ତ ହେବାରୁ ୧୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ଗୁରୁତରଙ୍କୁ ବେଙ୍ଗଲ ଆର୍ମି ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଛି ।
Read More...

ଯୁଦ୍ଧ ଶେଷ କରିବାକୁ ସଙ୍କେତ ଦେଲେ ପୁଟିନ

ମସ୍କୋ: ରୁଷ ଏବେ ନିଜର ଆଭିମୁଖ୍ୟ ବଦଳାଇବାକୁ ସଙ୍କେତ ଦେଇଛି । ୟୁକ୍ରେନ ଭଳି ଗୋଟିଏ ଛୋଟିଆ ଦେଶକୁ ଯୁଦ୍ଧରେ ପରାସ୍ତ ନ କରିପାରି ରୁଷ ରାଷ୍ଟ୍ରପତି ଭ୍ଲାଦିମର ପୁଟିନ ସତେ ଯେମିତି ହତାଶ ହୋଇପଡିଲେଣି । ସମ୍ଭବତଃ ଏହି କାରଣ ପାଇଁ ସେ ୟୁକ୍ରେନ ସହ ଚାଲିଥିବା ଯୁଦ୍ଧକୁ ଯଥାଶୀଘ୍ର ଶେଷ
Read More...