Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ- ବିଦେଶ
ସମଲିଙ୍ଗୀ ସମ୍ପର୍କ ପ୍ରସଙ୍ଗରେ ବଡ ବୟାନ ଦେଲେ ମୁଖ୍ୟ ବିଚାରପତି
ନୂଆଦିଲ୍ଲୀ: ସମଲିଙ୍ଗୀ ସମ୍ପର୍କକ ପ୍ରସଙ୍ଗରେ ବଡ ବୟାନ ଦେଇଛନ୍ତି ଭାରତର ମୁଖ୍ୟ ବିଚାରପତି, ଧନଞ୍ଜୟ ଚନ୍ଦ୍ରଚୂଡ । କହିଛନ୍ତି, ସମଲିଙ୍ଗୀ ସମ୍ପର୍କକୁ ଅପରାଧ ବୋଲି କରାଯାଇପାରିବ ନାହିଁ । ସାତ ଦଶକ ପରେ ସମଲିଙ୍ଗୀ ସମ୍ପର୍କକୁ ଅପରାଧ ଶ୍ରେଣୀରୁ ବାଦ ଦିଆଯାଇଛି । ଆମ ସମାଜରେ!-->…
Read More...
Read More...
୧୩ ରାଜ୍ୟପାଳଙ୍କୁ ନିଯୁକ୍ତି ଦେଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ: ବଦଳିଲେ ୧୨ ରାଜ୍ୟର ରାଜ୍ୟପାଳ। ୧୨ ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଛତିଶଗଡ଼ର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ଏହାପୂର୍ବରୁ ବିଶ୍ୱଭୂଷଣ ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ଦାୟିତ୍ୱ!-->…
Read More...
Read More...
ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା, ଅଂଶଗ୍ରହଣ କଲେ ବିଜେଡି ସାଂସଦ ମାନସ ମଙ୍ଗରାଜ
ନୂଆଦିଲ୍ଲୀ : ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବକୁ ସମର୍ଥନ କରି ମିଳିତ ସଂସଦ ଅଧିବେଶନରେ ଓଡ଼ିଶାର ପୁଣି ହକ ମାଗିଛି ବିଜେଡି । ଦଳୀୟ ସାଂସଦ ମାନସ ମଙ୍ଗରାଜ ଏ ନେଇ ଅନେକ ପ୍ରସଙ୍ଗ ଗୃହରେ ଉଠାଇଛନ୍ତି । ସେ କହିଛନ୍ତି ଓଡିଶା ଦେଶର ଦ୍ରୁତତମ ଅଭିବୃଦ୍ଧି କରୁଥିବା ରାଜ୍ୟ!-->…
Read More...
Read More...
ବଢ଼ିଲା ରେପୋ ରେଟ୍, ପୁଣି ବଢିବ ଇଏମଆଇ ସୁଧ ହାର
ନୂଆଦିଲ୍ଲୀ: ପୁଣି ବଢିବ ଇଏମଆଇ ସୁଧ ହାର । ମହଙ୍ଗା ହେବ ଋଣ । ପୁଣି ରେପୋ ରେଟ ବଢାଇଲା ଆରବିଆଇ । ବୁଧବାର ରେପୋ ରେଟ୍ ଶୂନ୍ୟ ଦଶମିକ ୨୫ ପ୍ରତିଶତ ବଢାଇଛି ଭାରତୀୟ ରିଜର୍ଭ ବ୍ୟାଙ୍କ । ଫଳରେ ରେପୋ ରେଟର ୬ ଦଶମିକ ୫ ପ୍ରତିଶତ ଛୁଇଁଛି ।
ରେପୋ ରେଟ ବଢିବା ଯୋଗୁଁ ହୋମ,!-->!-->!-->…
Read More...
Read More...
ଭୟଙ୍କର ଭୂକଂପ, ମୃତ୍ୟୁସଂଖ୍ୟା ୪ହଜାର ଟପିଲା
ନୂଆଦିଲ୍ଲୀ: ତୁର୍କୀରେ ତାଣ୍ଡବ ରଚିଲା ପ୍ରକୃତି । ୨୪ ଘଣ୍ଟା ମଧ୍ୟରେ ତିନି ତିନିଟି ଭୂମିକମ୍ପରେ ଥରହର ହେଲା ତୁର୍କୀ। ଗତକାଲି ଅନୁଭୂତ ହୋଇଥିବା ଶକ୍ତିଶାଳୀ ଭୂମିକମ୍ପ ଯୋଗୁ ଏଯାଏଁ ୪ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏବେବି ଆହୁରି ଅନେକ ଭଗ୍ନାବଶେଷ ତଳେ ଚାପି!-->…
Read More...
Read More...
୫ ନୂଆ ବିଚାରପତିଙ୍କୁ ଶପଥ ପାଠ କରାଇଲେ ସିଜେଆଇ
ନୂଆଦିଲ୍ଲୀ: ସୁପ୍ରିମ୍ କୋର୍ଟ ପାଇଁ ନବ ନିଯୁକ୍ତ ୫ଜଣ ବିଚାରପତିଙ୍କୁ ଆଜି ଭାରତର ପ୍ରଧାନ ବିଚାରପତି ଡି. ୱାଇ. ଚନ୍ଦ୍ରଚୂଡ଼ ଶପଥ ପାଠ କରାଇଛନ୍ତି।
ଆଜି ଶପଥ ଗ୍ରହଣ କରିଥିବା ନୂଆ ବିଚାରପତିମାନେ ହେଲେ, ଜଷ୍ଟିସ୍ ପଙ୍କଜ ମିଥଲ୍, ଜଷ୍ଟିସ୍ ସଞ୍ଜୟ କରୋଲ୍, ଜଷ୍ଟିସ୍ ପି. ଭି.!-->!-->!-->…
Read More...
Read More...
ତୁର୍କୀ ଓ ସିରିୟାରେ ଭୂମିକମ୍ପ: ୧୦୦ରୁ ଅଧିକ ମୃତ
ନୂଆଦିଲ୍ଲୀ: ଆଜି ପାହାନ୍ତାରେ ଦକ୍ଷିଣ ତୁର୍କୀରେ ସଂଘଠିତ ଭୀଷଣ ଭୂମିକମ୍ପ ଯୋଗୁଁ ଅନେକ ଅଟ୍ଟାଳିକା ଧୂଳିସାତ୍ ହେବା ସହିତ ୧୦୦ରୁ ଅଧିକ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା କଥା ଏପର୍ଯ୍ୟନ୍ତ ଜଣାପଡ଼ିଛି। ବାସଗୃହର ଭଙ୍ଗାରୁଜା ସ୍ତୂପ ତଳେ ଅନେକ ଲୋକ ପୋତି ହୋଇ ପଡ଼ିଥିବାରୁ ମୃତ୍ୟୁସଂଖ୍ୟା!-->…
Read More...
Read More...
ବଜେଟ ଉପସ୍ଥାପନ କରୁଛନ୍ତି କେନ୍ଦ୍ରମନ୍ତ୍ରୀ ନିର୍ମଳା ସୀତାରମଣ, ରେଳ ପାଇଁ ୨.୪୦ ଲକ୍ଷ କୋଟି ଘୋଷଣା
ନୂଆଦିଲ୍ଲୀ: ସବୁ କଳ୍ପନାଜଳ୍ପନାର ଅନ୍ତଃ ଘଟିଛି । ବୁଧବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ସଂସଦରେ ଦିନ ୧୧ଟା ବେଳେ ବଜେଟ ଉପସ୍ଥାପନ କରିଛନ୍ତି । ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଏହା ମୋଦୀ ସରକାରଙ୍କ ଶେଷ ତଥା ପୂର୍ଣ୍ଣାଙ୍ଗ ବଜେଟ । ତେବେ ଚଳିତ ବଜେଟରେ!-->…
Read More...
Read More...
ବିମୁଦ୍ରାୟନ ପ୍ରକ୍ରିୟାରେ କୌଣସି ତ୍ରୁଟି ନ ଥିଲା : ସୁପ୍ରିମକୋର୍ଟ
ନୂଆଦିଲ୍ଲୀ : ୨୦୧୬ ନଭେମ୍ବର ୮ରେ ଦେଶରେ କାର୍ଯ୍ୟକାରୀ କରାଯାଇଥିବା ବିମୁଦ୍ରାୟନ ନିଷ୍ପତ୍ତି ଠିକ୍ ଥିଲା ବୋଲି ସୁପ୍ରିମକୋର୍ଟଙ୍କ ରାୟ ଶୁଣାଇଛନ୍ତି । ସୁପ୍ରିମକୋର୍ଟଙ୍କ ପାଞ୍ଚଜଣିଆ ସାମ୍ବିଧାନିକ ପୀଠ ସୋମବାର ନିଜ ରାୟରେ ବିମୁଦ୍ରାୟନ ନିଷ୍ପତ୍ତି ଠିକ୍ ଥିଲା ବୋଲି କହିଛନ୍ତି ।!-->…
Read More...
Read More...
ବସ୍-ଏସ୍ୟୁଭି ଧକ୍କା; ୯ ମୃତ, ୨୮ ଆହତ
ନୂଆଦିଲ୍ଲୀ: ଆଜି ପ୍ରତ୍ୟୁଷରେ ଗୁଜରାଟର ନବସାରୀ ଜିଲ୍ଲାରେ ଗୋଟାଏ ବସ୍ ଓ ଏସ୍ୟୁଭି ପରସ୍ପର ସହିତ ଧକ୍କା ଖାଇବାରୁ ୯ଜଣ ଲୋକଙ୍କର ମୃତ୍ୟୁ ଘଟିଛି ଓ ଆଉ ୨୮ଜଣ ଆହତ ହୋଇଥିବା କଥା ପୁଲିସ କହିଛି।
ସଂଗୃହୀତ ସୂଚନା ଅନୁସାରେ, ସୁରତରେ ଅନୁଷ୍ଠିତ ‘ପ୍ରମୁଖ ସ୍ବାମୀ ମହାରାଜ ଶତାବ୍ଦୀ!-->!-->!-->…
Read More...
Read More...