Browsing Category

ଦେଶ- ବିଦେଶ

ଭୟଙ୍କର ଦୁର୍ଘଟଣା; ଖାତକୁ ଖସିଲା ଯାତ୍ରୀବାହୀ ବସ, ୧୬ ମୃତ

କୁଲ୍ଲୁ: ହିମାଚଳ ପ୍ରଦେଶ କୁଲ୍ଲୁରେ ଆଜି ସକାଳୁ ସକାଳୁ ଭୟଙ୍କ ଦୁର୍ଘଟଣା ଘଟିଛି । ଗୋଟିଏ ଯାତ୍ରୀବାହୀ ଘରୋଇ ବସ୍‌ ଖାତକୁ ଖସି ପଡିବାରୁ ୧୬ ଜଣଙ୍କ ଜୀବନ ଯାଇଛି । ମୃତକଙ୍କ ମଧ୍ୟରେ କିଛି ସ୍କୁଲ ପିଲା ମଧ୍ୟ ରହିଛନ୍ତି । ୨୦ରୁ ଅଧିକ ଲୋକ ଘଟଣାରେ ଗୁରୁତର ଆହତ ହୋଇଥିବାରୁ ସେମାନଙ୍କୁ
Read More...

ଦଳର ଭବିଷ୍ୟତ ନେଇ ଏମିତି କହିଲେ ଶାହ

ହାଇଦ୍ରାବାଦ: ଆସନ୍ତା ୩୦ରୁ ୪୦ ବର୍ଷ ପର୍ଯ୍ୟନ୍ତ ବିଜେପିର ଯୁଗ ଜାରି ରହିବ। ଅର୍ଥାତ କେନ୍ଦ୍ରରେ ବିଜେପିର କ୍ଷମତା କାଏମ ରହିବ। ଦଳର ଭବିଷ୍ୟତ ନେଇ ଏମିତି କିଛି ଆକଳନ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ୍। ଖାଲି ଆକଳନ କରିନାହାନ୍ତି ଭାରତ ବିଶ୍ୱଗୁରୁ ହେବ ବୋଲି ଶାହ କହିଛନ୍ତି।
Read More...

ନରୱେକର ହେଲେ ମହାରାଷ୍ଟ୍ର ବାଚସ୍ପତି

ମୁମ୍ବାଇ: ବିଜେପି ବିଧାୟକ ରାହୁଲ ନରୱେକର ହେଲେ ମହାରାଷ୍ଟ୍ର ବାଚସ୍ପତି । ଆଜି ବସିଥିବା ବିଧାନସଭା ଦୁଇ ଦିନିଆ ସ୍ୱତନ୍ତ୍ର ଅଧିବେଶନର ପ୍ରଥମ ଦିନରେ ରାହୁଲଙ୍କୁ ବାଚସ୍ପତି ଭାବେ ନିର୍ବାଚିତ କରାଯାଇଛି । ଶିବେସନା ବିଦ୍ରୋହୀ ନେତା ସିନ୍ଦେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାର ମାତ୍ର ଗୋଟିଏ
Read More...

ଫାଟିଲା ଗ୍ୟାସ୍ ସିଲିଣ୍ଡର, ଚାଲିଗଲା ୪ ଜୀବନ

ନୂଆଦିଲ୍ଲୀ:  ଉତ୍ତରପ୍ରଦେଶରେ ଶାହଜାହାନପୁରରେ ଗ୍ୟାସ ସିଲିଣ୍ଡର ଫାଟି ୪ଜଣଙ୍କ ଜୀବନ ଯାଇଥିବା ବେଳେ ୩ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି । ସୂଚନାନୁସାରେ, ୟୁପି ଶାହାଜାହାନପୁରର ବିକ୍ରମପୁର ଗାଁରେ ଏକ ବିବାହ ଭୋଜି ଚାଲିଥିବା ବେଳେ ଗ୍ୟାସ୍ ସିଲିଣ୍ଡର ଫାଟି ଯାଇଥିଲା ।
Read More...

ଦେଶରେ ଉପରମୁହାଁ କୋରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ଉପରମୁହାଁ ରହିଛି କୋରୋନା ସଂକ୍ରମଣ । କିଛି ଦିନ ହେବ ସଂକ୍ରମଣ ୧୫ ହଜାର ଉପରେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ୍ ୧୭,୦୭୦ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜି ୨୩ ଜଣଙ୍କ ଜୀବନ ନେଇଛି ମହାମାରୀ । ଏଯାବତ ଦେଶରେ ୫ ଲକ୍ଷ୨୫ ହଜାର ୧୩୯
Read More...

ନୂପୁର ଶର୍ମାଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଦେଶବାସୀଙ୍କ କ୍ଷମା ମାଗିବାକୁ କହିଲେ

ନୂଆଦିଲ୍ଲୀ: ପ୍ରଫେଟ ମହମ୍ମଦଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଥିବା ବିଜେପିର ପୂର୍ବତନ ରାଷ୍ଟ୍ରୀୟ ମୁଖପାତ୍ର ନୂପୁର ଶର୍ମାଙ୍କୁ ସୁପ୍ରିମକୋର୍ଟ କଡା ନିନ୍ଦା କରିଛନ୍ତି। ନୂପୁର ଶର୍ମା ଟିଭି ସାମ୍ନାକୁ ଆସି ସମଗ୍ର ଦେଶବାସୀଙ୍କୁ କ୍ଷମା ମାଗିବାକୁ କହିଛନ୍ତି ସର୍ବୋଚ୍ଚ
Read More...

ସିନ୍ଦେ ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ, ସଂଧ୍ୟାରେ ନେବେ ଶପଥ

ମୁମ୍ବାଇ : ମହାରାଷ୍ଟ୍ରର ନୂତନ ମୁଖ୍ୟମନ୍ତ୍ରୀ ହେବେ ବିଦ୍ରୋହୀ ଶିବସେନା ନେତା ଏକନାଥ ସିନ୍ଦେ । ରାଜ୍ୟର ପୂର୍ବତନ ସିଏମ ଦେବେନ୍ଦ୍ର ଫଡନାଭିସ୍‌ ଏହି ଆଶ୍ଚର୍ଯ୍ୟଜନକ ଘୋଷଣା କରିଛନ୍ତି । ଏକନାଥ ସିନ୍ଦେ ଡେପୁଟି ସିଏମଙ୍କ ଏବଂ ଫଡନାଭିସ୍‌ ମୁଖ୍ୟମନ୍ତ୍ରୀ ହେବେ ଶପଥ ନେବେ ବୋଲି ବିଶ୍ୱାସ
Read More...

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଉଦ୍ଧବ ଠାକରେ

ମୁମ୍ବାଇ : ଗୁରୁବାର ଦିନ ହେବାକୁ ଥିବା ଆସ୍ଥାଭୋଟର ସମ୍ମୁଖୀନ ହେବା ପୂର୍ବରୁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଇସ୍ତଫା ଦେଇଛନ୍ତି । ଏହା ସହିତ ମହାରାଷ୍ଟ୍ରରେ ଗତ ଅଢେଇ ବର୍ଷ ଧରି ଶାସନ କରୁଥିବା ମହାବିକାଶ ଅଘାଡି (ଏମଭିଏ) ସରକାରର ପତନ ହୋଇଛି । ବୁଧବାର ରାତିରେ ଏକ
Read More...

ଉଦ୍ଧବଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା : ଗୁରୁବାର ହେବ ଆସ୍ଥା ଭୋଟ

ନୂଆଦିଲ୍ଲୀ : ଗୁରୁବାରଦିନ ମହାରାଷ୍ଟ୍ର ବିଧାନସଭାରେ ଉଦ୍ଧବ ସରକାରଙ୍କ ବିରୋଧରେ ଆସ୍ଥା ଭୋଟ ଅନୁଷ୍ଠିତ ହେବ । ଏ ନେଇ ମହାରାଷ୍ଟ୍ର ରାଜ୍ୟପାଳ ଦେଇଥିବା ନିର୍ଦ୍ଦେଶ ଉପରେ କୌଣସି ପ୍ରକାର ହସ୍ତକ୍ଷେପ କରିବାକୁ ମନା କରିଦେଇଛନ୍ତି ସୁପ୍ରିମକୋର୍ଟ । ଜଷ୍ଟିସ ସୂର୍ଯ୍ୟକାନ୍ତ ଓ ଜଷ୍ଟିସ ଜେବି
Read More...

ଆବୁଧାବିରେ ମୋଦୀଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା

ଆବୁଧାବି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜର୍ମାନୀ ଗସ୍ତ ଶେଷ କରି ଆଜି ୟୁଏଇରେ ପହଞ୍ଚିଛନ୍ତି । ଏଠାରେ ପ୍ରଧାନମନ୍ତ୍ରୀଙ୍କ ସ୍ୱାଗତ ପାଇଁ ୟୁଏଇର ରାଷ୍ଟ୍ରପତି ନିଜେ ବିମାନ ବନ୍ଦରରେ ପହଞ୍ଚିଥିଲେ । ସବୁ ପ୍ରୋଟକଲକୁ ଭାଙ୍ଗି ରାଷ୍ଟ୍ରପତି ଶେଖ ମହମ୍ମଦ ବିନ ଜାୟଦ ଅଲ ନାହୟାନ
Read More...