Browsing Category

ଦେଶ- ବିଦେଶ

ଇନଷ୍ଟାଗ୍ରାମରେ ମୋଦିଙ୍କ ରେକର୍ଡ

ନୂଆଦିଲ୍ଲୀ: ଇନଷ୍ଟାଗ୍ରାମରେ ମୋଦିଙ୍କ ରେକର୍ଡ । ୧୦୦ ମିଲିୟନ ଛୁଇଁଲା ଫଲୋଅର୍ସ ସଂଖ୍ୟା। ପ୍ରଥମ ବିଶ୍ୱନେତା ଭାବେ ରଚିଲେ ଇତିହାସ । ଇନଷ୍ଟାରେ ସବୁଠୁ ଲୋକପ୍ରିୟ ନେତା ଭାବେ ସେ ରେକର୍ଡ କରିଛନ୍ତି ।ପଛରେ ପଡିଗଲେ ବିଶ୍ୱର ଟପ୍ ନେତା ।ଗତ ୧୨ ବର୍ଷ ହେଲା ତାଙ୍କ ପ୍ରୋଫାଇଲ୍ ଏବଂ ଆକାଉଣ୍ଟ…
Read More...

ଇସ୍ରାଏଲ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଇସ୍ରାଏଲ ଗସ୍ତକୁ ନେଇ ପ୍ରବଳ ଉତ୍ସାହ ରହିଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ନିମନ୍ତ୍ରଣରେ ପ୍ରଧାନମନ୍ତ୍ରୀ ମୋଦୀ ଆଜି ଦୁଇ ଦିନିଆ ଇସ୍ରାଏଲ ଗସ୍ତରେ ଯାଉଛନ୍ତି। ଏହି ଐତିହାସିକ ସ୍ୱାଗତ ପାଇଁ ଇସ୍ରାଏଲ ସଂସଦ,…
Read More...

ନଦୀକୁ ଖସିଲା ବସ୍ , ୧୮ ମୃତ

ନୂଆଦିଲ୍ଲୀ : ବିଳମ୍ବିତ ରାତିରେ ନେପାଳର ଧାଡିଂ ଜିଲ୍ଲାରେ ଏକ ବସ୍ ହାଇୱେରୁ ନଦୀକୁ ଖସି ପଡ଼ିଛି। ଦୁର୍ଘଟଣାରେ ୧୮ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨୫ ଜଣ ଆହତ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ଜଣେ ପୁରୁଷ ଏବଂ ଜଣେ ବିଦେଶୀ ନାଗରିକ ମହିଳା ରହିଛନ୍ତି। ସେମାନେ କେଉଁ ଦେଶର ଏବଂ…
Read More...

ବେଙ୍ଗଲବାସୀଙ୍କୁ ଚିଠି ଲେଖିଲେ ମୋଦୀ, ରାଜନୀତି ସରଗରମ

ନୂଆଦିଲ୍ଲୀ: ଚଳିତ ବର୍ଷ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀ ପଶ୍ଚିମବଙ୍ଗ ଜନସାଧାରଣଙ୍କୁ ସମ୍ବୋଧିତ କରି ଏକ ଚିଠି ଲେଖିଛନ୍ତି। ଏହାକୁ ନିର୍ବାଚନ ପ୍ରଚାରର ଶୁଭାରମ୍ଭ ମଧ୍ୟ ବିବେଚନା କରାଯାଇପାରିବ। ପ୍ରଧାନମନ୍ତ୍ରୀ ମୋଦୀ ବଙ୍ଗଳା…
Read More...

ଦକ୍ଷିଣ ଭାରତରେ ପ୍ରବଳ ବର୍ଷା ସମ୍ଭାବନା

ନୂଆଦିଲ୍ଲୀ: ସାରା ଦେଶରେ ଗ୍ରୀଷ୍ମ ଋତୁ ଆସିସାରିଛି । ବର୍ତ୍ତମାନ ସୂର୍ଯ୍ୟ କିରଣ ଧୀରେ ଧୀରେ ପ୍ରଚଣ୍ଡ ହେଉଥିବାରୁ ଗରମ ଅନୁଭୂତ ହେଉଛି। ଏହି ସମୟରେ, ଦିଲ୍ଲୀ, ପଞ୍ଜାବ ଏବଂ ହରିୟାଣାରେ ବର୍ଷା ପରେ, ଅନ୍ୟ ରାଜ୍ୟକୁ ବର୍ଷା ନେଇ ସତର୍କ କରାଯାଇଛି । ବର୍ତ୍ତମାନ ଦକ୍ଷିଣ ଭାରତରେ ପ୍ରବଳ…
Read More...

ଦୋଳ ପୂର୍ଣ୍ଣିମାରେ ପଡିବ ୨୦୨୬ର ପ୍ରଥମ ଚନ୍ଦ୍ର ଗ୍ରହଣ।

ନୂଆଦିଲ୍ଲୀ; ୨୦୨୬ର ପ୍ରଥମ ଚନ୍ଦ୍ର ଗ୍ରହଣ। ପୁଣି ବଡ଼ ଗ୍ରହଣ ଏ ଏଥର ଦୋଳ ପୂର୍ଣ୍ଣିମା ଫାଲଗୁନ ପୂର୍ଣ୍ଣିମାରେ ପଡ଼ୁଛି । ଧାର୍ମିକ ଓ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏହାକୁ ଗୁରୁତ୍ବପୂର୍ଣ୍ଣ କୁହାଯାଉଛି । ଏହି ଗ୍ରହଣ ଭାରତର କିଛି ସ୍ଥାନରେ ଦୃଶ୍ୟମାନ ହେବ । ତେଣୁ ଏହାର ଘାତ ସମୟ କେବେ…
Read More...

ଏଆଇ ଇମ୍ପାକ୍ଟ ସମ୍ମିଳନୀ ଉଦଘାଟନ କଲେ ମୋଦୀ

ନୂଆଦିଲ୍ଲୀ: ଦିଲ୍ଲୀର ଭାରତ ମଣ୍ଡପମରେ ଅନୁଷ୍ଠିତ ହେଉଥିବା ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ ଆଜି ଆନୁଷ୍ଠାନିକ ଭାବରେ ଉଦଘାଟନ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ସମିଟ୍ ଉଦଘାଟନ କରି ବିଶ୍ୱର ବିଭିନ୍ନ ସ୍ଥାନରୁ ଆସିଥିବା ଅତିଥିମାନଙ୍କୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦୀ…
Read More...

ପୁଣି କମିଲା ସୁନା ଓ ରୂପା ଦର

ନୂଆଦିଲ୍ଲୀ: ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି । ଗତକାଲି ପରି ଆଜି ବି କମିଲା ସୁନା ଓ ରୂପା ଦର । ଆଜି ୨୪କ୍ୟାରେଟ ସୁନାର ଦାମ୍‌ ୧୦ଗ୍ରାମ୍‌ ପ୍ରତି ୧୫୩୦ଟଙ୍କା ହ୍ରାସ ପାଇ ୧ଲକ୍ଷ ୫୫ହଜାର ୬୦୦ଟଙ୍କାରେ ପହଞ୍ଚିଛି । ଗତକାଲି ୨୪କ୍ୟାରେଟ ସୁନାର ଦାମ୍‌ ୧ଲକ୍ଷ ୫୬ହଜାର ୫୯୦ଟଙ୍କା ରହିଥିଲା ।…
Read More...

ଏପ୍ରିଲ ୨୨ରେ କେଦାରନାଥ, ୨୩ରେ ଖୋଲିବ ବଦ୍ରିନାଥ ମନ୍ଦିର

ଡେରାଡୁନ: ଆସନ୍ତା ଏପ୍ରିଲ ୨୨ରେ ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଜିଲାରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ କେଦାରନାଥ ମନ୍ଦିର ଏବଂ ଏପ୍ରିଲ ୨୩ରେ ବଦ୍ରିନାଥ ମନ୍ଦିର ଭକ୍ତଙ୍କ ପାଇଁ ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ରବିବାର ଘୋଷଣା କରିଛନ୍ତି। ଅପରପକ୍ଷରେ ଏପ୍ରିଲ ୧୯ରେ…
Read More...

ଜୟରାମ ରମେଶଙ୍କୁ ଭର୍ତ୍ସନା କଲେ ସିଜେଆଇ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ରାଜ୍ୟସଭା ସାଂସଦ ଜୟରାମ ରମେଶଙ୍କ ଆବେଦନର ଶୁଣାଣି କରିବାକୁ ମନା କରିଦେଇଛନ୍ତି। ସୁପ୍ରିମକୋର୍ଟରେ, ସିଜେଆଇ ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଖଣ୍ଡପୀଠ ଅସନ୍ତୋଷ ପ୍ରକାଶ କରି କଂଗ୍ରେସ ସାଂସଦ ଜୟରାମ ରମେଶଙ୍କୁ ଭର୍ତ୍ସନା କରିଛନ୍ତି। ସିଜେଆଇ ସୂର୍ଯ୍ୟକାନ୍ତ…
Read More...