Browsing Category

ରାଜନୀତି

ପ୍ରଦୀପ ଓ ଜୟଦେବଙ୍କୁ ରାଜ୍ୟସଭା ଟିକଟ ନ ମିଳିବାରୁ ନବରଙ୍ଗପୁରବାସୀ ନିରାଶ

ନବରଙ୍ଗପୁର: ବରିଷ୍ଠ ଆଦିବାସୀ ନେତା ପୂର୍ବତନ ସାଂସଦ ପ୍ରଦୀପ ମାଝୀଙ୍କୁ ମିଳିଲାନି ରାଜ୍ୟସଭା ସାଂସଦ ଟିକଟ । ଫଳରେ ନବରଙ୍ଗପୁର ଜିଲ୍ଲାବାସୀ ନିରାଶ ହୋଇଛନ୍ତି । ପ୍ରଦୀପ ପ୍ରଦେଶ କଂଗ୍ରେସ କମିଟିର କାର୍ଯ୍ୟକାରୀ ସଭାପତି ପଦ ଛାଡି ବିଜୁ ଜନତା ଦଳରେ ସାମିଲ ହୋଇଥିଲେ । ତାଙ୍କୁ ବିଜେଡିର
Read More...

ରାଜ୍ୟସଭା ପ୍ରାର୍ଥୀ ମାନସ ମଙ୍ଗରାଜଙ୍କୁ ହୀରାଞ୍ଚଳ ପରିବାର ପକ୍ଷରୁ ଅଭିନନ୍ଦନ

ଭୁବନେଶ୍ୱର : ସମସ୍ତ କଳ୍ପନଜଳ୍ପନା,ସସ୍‌ପେନ୍ସ ଓ ପ୍ରତୀକ୍ଷାର ଅନ୍ତ ଘଟିଛି । ପରିଶେଷରେ ୪ଟି ରାଜ୍ୟସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ବିଜେଡି । ଯେଉଁମାନଙ୍କ ଉପରେ ସୁନାକଳସ ଢାଳିଛନ୍ତି ବିଜେଡି ସୁପ୍ରିମୋ ତଥା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,ସେମାନେ ହେଲେ ଦଳର
Read More...

କଂଗ୍ରେସକୁ ବଡ ଝଟ୍‌କା : ଦଳ ଛାଡିଲେ କପିଲ ସିବଲ, ସପା ସମର୍ଥନରେ ଭରିଲେ ରାଜ୍ୟସଭା ପ୍ରାର୍ଥୀପତ୍ର

ନୂଆଦିଲ୍ଲୀ : ଦୀର୍ଘ ଦିନ ଧରି କଂଗ୍ରେସରେ ବିଦ୍ରୋହୀ ସ୍ୱର ଉତ୍ତୋଳନ କରିଥିବା ପୂର୍ବତନ କେନ୍ଦ୍ର ମନ୍ତ୍ରୀ କପିଲ ସିବଲ ଦଳରୁ ଇସ୍ତଫା ଦେଇଛନ୍ତି । ସମାଜବାଦୀ ପାର୍ଟିର ସମର୍ଥନରେ ସେ ରାଜ୍ୟସଭା ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିବା ପରେ ସେ ଏହା ପ୍ରକାଶ କରିଥିଲେ ।
Read More...

ଶରତ ପଟ୍ଟନାୟକ ହେଲେ ନୂଆ ପିସିସି ସଭାପତି

ଭୁବନେଶ୍ୱର : ବରିଷ୍ଠ ଓ ଅଭିଜ୍ଞ କଂଗ୍ରେସ ନେତା ଶରତ ପଟ୍ଟନାୟକଙ୍କୁ ଓଡିଶା ପ୍ରଦେଶ କଂଗ୍ରେସ ନୂତନ ସଭାପତି ଭାବେ ନିଯୁକ୍ତ କରାଯାଇଛି । ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ପକ୍ଷରୁ ଆଜି ଜାରି ହୋଇଥିବା ପ୍ରେସ ରିଲିଜରେ ଏହି ସୂଚନା ଦିଆଯାଇଛି । ଏଥିରେ କୁହାଯାଇଛି ଯେ, ପ୍ରଦେଶ
Read More...

ବିଜେପିରେ ଯୋଗ ଦେଲେ ସୁନୀଲ ଜାଖର

ଭୁବନେଶ୍ୱର: ପୂର୍ବତନ ଲୋକସଭା ବାଚସ୍ପତି ବରାମ ଜାଖରଙ୍କ ପୁଅ ସୁନୀଲ ଜାଖର ବିଜେପି ଯୋଗ ଦେଇଛନ୍ତି । ସୁନିଲ ଆଜି ବିଜେପି ସଭାପତି ଜେପି ନଡ୍ଡାଙ୍କ ଉପସ୍ଥିତରେ ବିଜେପିରେ ଯୋଗ ଦେଇଛନ୍ତି । ସୁନିଲ ଜାଖର ପଞ୍ଜାବର ପୂର୍ବତନ ପିସିସି ସଭାପତି ଥିଲେ । ନିକଟରେ ସେ କଂଗ୍ରେସରୁୁ ଇସ୍ତଫା
Read More...

କଂଗ୍ରେସ ଛାଡ଼ିଲେ ହାର୍ଦ୍ଧିକ ପଟେଲ

ନୂଆଦିଲ୍ଲୀ: କଂଗ୍ରେସ ଛାଡ଼ିଛନ୍ତି ଗୁଜରାଟ ପଟିଦାର ନେତା ହାର୍ଦ୍ଧିକ ପଟେଲ । ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫାଦେଇଥିବା ଜଣାଯାଇଛି । ସୋନିଆ ଗାନ୍ଧୀଙ୍କ ନିକଟକୁ ହାର୍ଦ୍ଦିକ ଇସ୍ତଫା ପତ୍ର ପଠାଇଛନ୍ତି । ମୋ ନିଷ୍ପତ୍ତିକୁ ଜନତା ସ୍ୱାଗତ କରିବେ ବୋଲି ମୋର
Read More...

ବ୍ରଜରାଜନଗର ଉପନିର୍ବାଚନ : ପ୍ରକାଶ ପାଇଲା ବିଜେଡିର ଷ୍ଟାର ପ୍ରଚାରକ ତାଲିକା

ଭୁବନେଶ୍ୱର : ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେଡିର ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ । ୪୦ ଜଣିଆ ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ କଲା ବିଜୁ ଜନତା ଦଳ । ଏହି ତାଲିକାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରଣବ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ପ୍ରସନ୍ନ ଆଚାର୍ଯ୍ୟ,
Read More...

ବ୍ରଜରାଜନଗର ଉପନିର୍ବାଚନ: ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କଲା ବିଜେପି

ଭୁବନେଶ୍ୱର: ମୋଦି ସରକାର ଶାସନ କ୍ଷମତାକୁ ଆସିବା ପରେ ଓଡିଶାକୁ ପୂର୍ବପେକ୍ଷା ବହୁ ମାତ୍ରାରେ କେନ୍ଦ୍ରୀୟ ଅନୁଦାନର ସହାୟତା ମିଳୁଛି । ମୋଦି ସରକାରଙ୍କ ଅନେକ ଜନକଲ୍ୟାଣ ଯୋଜନାର ସୁଫଳ ପାଇବାକୁ ବଂଚିତ ହେଉଛନ୍ତି ଓଡିଶାବାସୀ । ବର୍ତମାନ ଦୁର୍ନୀତି ଓ ଭ୍ରଷ୍ଟାଚାର ରାଜ୍ୟରେ ମୁଖ୍ୟ ପ୍ରସଙ୍ଗ
Read More...

ବ୍ରଜରାଜନଗର ଉପନିର୍ବାଚନ ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି କଲା କଂଗ୍ରେସ

ଭୁବନେଶ୍ୱର: ବ୍ରଜରାଜନଗର ଉପନିର୍ବାଚନ ପାଇଁ କଂଗ୍ରେସ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଗୁରୁବାର ଜାରି କରିଛି । ଏଥିରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସମେତ ଛତିଶଗଡର ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ, ସ୍ୱାସ୍ଥ୍ୟ ମନ୍ତ୍ରୀ ଟି.ଏସ. ସିଂହଦେଓ, କହ୍ନେୟା କୁମାର,
Read More...

ପଶ୍ଚିମ ଓଡିଶା ନେତା ହୋଇପାରନ୍ତି ପିସିସି ସଭାପତି

ନୂଆଦିଲ୍ଲୀ: ନୂଆଦିଲ୍ଲୀ ୧୨ ତୁଗଲକ ଲେନ ରାହୁଲ ଗାନ୍ଧୀଙ୍କ ଘରେ କଂଗ୍ରେସର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି । ସମସ୍ତଙ୍କ ସହିତ ଆଲୋଚନା କରିଛନ୍ତି ରାହୁଲ । ରାଜ୍ୟ ପିସିସିକୁ ଖୁବଶୀଘ୍ର ମିଳିବ ନୂଆ ଚେହେରା । ରାଜ୍ୟ ପିସିସି ପରିବର୍ତ୍ତନ ସହ ସାଂଗଠନିକ ସ୍ଥିତି ନେଇ ଚର୍ଚ୍ଚା ହୋଇଛି ।
Read More...