Browsing Category

ରାଜନୀତି

ପଞ୍ଚାୟତ ନିର୍ବାଚନ : ଦ୍ୱିତୀୟ ଦିନରେ ୧୩,୩୫୬ ପ୍ରାର୍ଥୀ ଦାଖଲ କଲେ ପ୍ରାର୍ଥୀପତ୍ର

ଭୁବନେଶ୍ୱର : ପଂଚାୟତ ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲର ଦ୍ୱିତୀୟ ଦିନରେ ୧୩,୩୫୬ ଜଣ ପ୍ରାର୍ଥୀ ନିଜର ନାମାଙ୍କନ ଦାଖଲ କରିଛନ୍ତି । ମଙ୍ଗଳବାର ଦିନ ଜିଲ୍ଲା ପରିଷଦ ପାଇଁ ମୋଟ ୪୨ ଜଣଙ୍କ ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ ସମିତି ସଭ୍ୟ ପାଇଁ ୧୦୩୪, ସରପଞ୍ଚ ପାଇଁ ୧୫୪୬ ଜଣଙ୍କ
Read More...

ପ୍ରଥମ ଦିନରେ ୭ଜଣ ୱାର୍ଡ ମେମ୍ବର ପ୍ରାର୍ଥୀ ଦାଖଲ କଲେ ପ୍ରାର୍ଥୀପତ୍ର

ଘୁ ଉଦୟଗିରି : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆଜି ପ୍ରାର୍ଥୀ ପତ୍ର ଦାଖଲର ପ୍ରଥମ ଦିନରେ ଘୁ.ଉଦୟଗିରି ବ୍ଲକର ୮ଗୋଟି ପଞ୍ଚାୟତରୁ କେବଳ ୪ଗୋଟି ପଞ୍ଚାୟତରେ ମାତ୍ର ୭ଜଣ ୱାର୍ଡ ମେମ୍ବର ପାଇଁ ନିଜ ନିଜ ପ୍ରାର୍ଥୀପତ୍ର ନିର୍ବାଚନ ଅଧିକାରୀ ତଥା ସ୍ଥାନୀୟ ବିଡିଓ ଆଶିଶ ତ୍ରିପାଠୀଙ୍କ
Read More...

ପୌର ପରିଷଦ ଓ ପଞ୍ଚାୟତ ନିର୍ବାଚନ ପରିଚାଳନା କମିଟି ଗଠନ କଲା କଂଗ୍ରେସ

ଭୁବନେଶ୍ୱର : କଂଗ୍ରେସ ଦଳ ଆଗାମୀ ପୌର ପରିଷଦ ଓ ପଂଚାୟତ ନିର୍ବାଚନର ସୁପରିଚାଳନା ନିମନ୍ତେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ ଏକ ରାଜ୍ୟସ୍ତରୀୟ ପୌର ପରିଷଦ ଓ ପଂଚାୟତ ନିର୍ବାଚନ ପରିଚାଳନା କମିଟି କରିଛନ୍ତି । ଏହି କମିଟି ନିର୍ବାଚନର ପରିଚାଳନା କରିବା ସହ
Read More...

ପଞ୍ଚାୟତ ନିର୍ବାଚନ : ପ୍ରଥମ ଦିନରେ ୮୭୭୨ ପ୍ରାର୍ଥୀ ନାମାଙ୍କନପତ୍ର କଲେ ଦାଖଲ

ଭୁବନେଶ୍ୱର:ପଞ୍ଚାୟତ ନିର୍ବାଚନ ପାଇଁ ଆଜିଠାରୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହୋଇଛି । ପଞ୍ଚାୟତ ନିର୍ବାଚନ ପାଇଁ ବିଭିନ୍ନ ପଦପଦବୀ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି ପ୍ରାର୍ଥୀ । ନାମାଙ୍କନପତ୍ର ଦାଖଲର ଆଜି ପ୍ରଥମ ଦିନ ହୋଇଥିବା ବେଳେ ଗୋଟିଏ ଦିନରେ ୮୭୭୨ ଜଣ ପ୍ରାର୍ଥୀ ନାମାଙ୍କନପତ୍ର
Read More...

ବିଜେପି ସମସ୍ତ ନିଲମ୍ବିତ କାର୍ଯ୍ୟକର୍ତ୍ତାଙ୍କ ନିଲମ୍ବନ ପ୍ରତ୍ୟାହାର

ଭୁବନେଶ୍ୱର : ଭାରତୀୟ ଜନତା ପାର୍ଟି ବିଗତ ନିର୍ବାଚନ ମାନଙ୍କରେ ନିଲମ୍ବିତ କରାଯାଇଥିବା ସମସ୍ତ କାର୍ଯ୍ୟକର୍ତ୍ତା ମାନଙ୍କର ନିଲମ୍ବନ ପ୍ରତ୍ୟାହାର କରିଛି । ପାର୍ଟୀ ପକ୍ଷରୁ ଏକ ପ୍ରେସ ବିଜ୍ଞପ୍ତି ଜାରୀ କରି ଏହି ସୂଚନା ଦିଆଯାଇଛି ।
Read More...

ସରପଞ୍ଚ ପ୍ରାର୍ଥୀ ପାଇଁ ମାଳମାଳ ଆଶୟୀ, ଜିଲ୍ଲା ପରିଷଦ ପ୍ରାର୍ଥୀ ହେବାକୁ ମିଳୁନାହାନ୍ତି ନେତା

ଘୁ ଉଦୟଗିରି: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ବିଗୁଲ ବାଜି ରଣକ୍ଷେତ୍ର ପ୍ରସ୍ତୁତ ହୋଇଗଲାଣି । ଆଜିଠାରୁ ପ୍ରାର୍ଥୀପତ୍ର ଦାଖଲ ଆରମ୍ଭ ହେଉଥିବା ବେଳେ ଜିଲ୍ଲାପରିଷଦ ପ୍ରାର୍ଥୀ ପାଇଁ ରାଜନୈତିକ ଦଳଙ୍କୁ ପ୍ରାର୍ଥୀ ଖୋଜିବାକୁ ପଡୁଛି । ଜିଲ୍ଲା ପରିଷଦ ପ୍ରାର୍ଥୀ ହେବାକୁ ସମସ୍ତେ
Read More...

ପଂଚାୟତ ନିର୍ବାଚନ ପରିଚାଳନା ପାଇଁ ୭ ଜଣିଆ କମିଟି ଘୋଷଣା କଲା ବିଜେପି

ଭୂବନେଶ୍ୱର: ଆଗାମୀ ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ସୁପରିଚାଳନା ପରିପ୍ରେକ୍ଷୀରେ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ଏକ ସାତ ଜଣିଆ ରାଜ୍ୟସ୍ତରୀୟ ନିର୍ବାଚନ ପରିଚାଳନା କମିଟି ଘୋଷଣା କରିଛନ୍ତି ।ଏହି କମିଟିରେ ପୂର୍ବତନ ରାଜ୍ୟ ସଭାପତି, ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସାଂସଦ ଜୁଏଲ
Read More...

୧୦୭ ପୌର ପରିଷଦ ପାଇଁ ପ୍ରକାଶ ପାଇଲା ସଂରକ୍ଷଣ ଚିଠା ତାଲିକା

ଭୁବନେଶ୍ୱର : ପଂଚାୟତ ନିର୍ବାଜନ ପରେ ପୌର ନିର୍ବାଚନ ହେବା ନେଇ ପ୍ରକ୍ରିୟା ଆରମ୍ଭ । ପ୍ରକାଶ ପାଇଲା ପୌର ପରିଷଦ ଅଧ୍ୟକ୍ଷ ପଦଲାଗି ସଂରକ୍ଷଣ ତାଲିକା । ୧୦୭ ପୌର ପରିଷଦ ପାଇଁ ସଂରକ୍ଷଣ ଚିଠା ତାଲିକା ପ୍ରକାଶ ପାଇଛି । ରାଜ୍ୟ ସରକାରଙ୍କ ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରକାଶ ପାଇଛି ଏହି
Read More...

ଘୁ.ଉଦୟଗିରି ବିଜେଡି ପକ୍ଷରୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନିମନ୍ତେ ପ୍ରସ୍ତୁତ ବୈଠକ

ଘୁ ଉଦୟଗିରି : କନ୍ଧମାଳ ଜିଲ୍ଲା ଘୁ.ଉଦୟଗିରି ବ୍ଳକ ଅଧୀନରେ କଳିଙ୍ଗା ପଞ୍ଚାୟତର କଲ୍ୟାଣ ମଣ୍ଡପଠାରେ ବିଜୁ ଜନତା ଦଳ ଘୁ ଉଦୟଗିରି ପକ୍ଷରୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକକୁ ଆଖି ଆଗରେ ରଖି ପ୍ରସ୍ତୁତ ବୈଠକ ଅନୁଷ୍ଠିତ ହୋଇଯାଇଛି ।ଏହି ବୈଠକରେ କିପରି ନିର୍ବାଚନ ମଇଦାନକୁ ଓହ୍ଲାଇବ ପାଇଁ
Read More...

ପଞ୍ଚାୟତ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ୧୭ରୁ ନାମାଙ୍କନ

ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଉ ଏହାସହ ପଞ୍ଚାୟତ ନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ବାଟ ଖୋଲିଲା ।  ନିର୍ବାଚନ ଅଧିକାରୀ ମାନେ ବିଜ୍ଞପ୍ତି ଜାରି କରିଛନ୍ତି । ପଞ୍ଚାୟତ ଅଫିସରେ ସରପଞ୍ଚ ଓ ସଭ୍ୟଙ୍କ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ଜିଲ୍ଲା
Read More...