Browsing Category

ରାଜନୀତି

କଂଗ୍ରେସ ନେତାଙ୍କୁ ଜିଲ୍ଲା ଦାୟିତ୍ୱ, କାହାକୁ ମିଳିଲା କେଉଁ ଜିଲ୍ଲା ଜାଣନ୍ତୁ

ଭୁବନେଶ୍ୱର : ଜିଲ୍ଲା, ବ୍ଲକ ଓ ପଂଚାୟତ ସ୍ତରରେ କଂଗ୍ରେସ ସଂଗଠନକୁ ସୁଦୃଢ ଓ କ୍ରିୟାଶୀଳ କରିବାପାଇଁ ଓଡିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରଦେଶ କଂଗ୍ରେସ କମିଟିର ଉପ-ସଭାପତି, ସାଧାରଣ ସଂପାଦକ , କାର୍ଯ୍ୟକାରୀ କମିଟି ସଦସ୍ୟ ଓ ସଂପାଦକମାନଙ୍କ ମଧ୍ୟରେ ଜିଲ୍ଲା
Read More...

ଚାଉଳ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି ପ୍ରସଙ୍ଗଙ୍କୁ ନେଇ ଏମିତି କହିଲେ ବିଜେପି ରାଜ୍ୟ ସଭାପତି

ଭୁବନେଶ୍ବର ଚାଉଳ ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିଠି ଲେଖିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ବିଜେପି ସଭାପତି ସମୀର ମହାନ୍ତି । ସେ କହିଛନ୍ତି, ଏଭଳି ଚିଠି ଲେଖିବା ହାସ୍ୟାସ୍ପଦ । କୋଭିଡ୍ ପ୍ରଥମ ଓ ଦ୍ଵିତୀୟ ଲହରରେ ମୋଦି ସରକାର ରାଜ୍ୟକୁ
Read More...

ବିଜେପିରେ ମିଶିଲେ ପୂର୍ବତନ ମନ୍ତ୍ରୀ ସଂଜୀବ ସାହୁ

ଭୁବନେଶ୍ୱର: ବିଜେଡି ଛାଡ଼ି ବିଜେପିରେ ମିଶିଲେ ପୂର୍ବତନ ମନ୍ତ୍ରୀ ସଂଜୀବ ସାହୁ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଆଜି ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ବିଜେପିରେ ସାମିଲ ହେଲେ ସଂଜୀବ ସାହୁ । ନିଜର ଶତାଧିକ ସମର୍ଥକଙ୍କ ସହ ବିଜେପିରେ ସାମିଲ ହେଲେ ।
Read More...

କହୁ କହୁ କହିଦେଲେ…. ମୁହଁ ଆମ୍ବିଳା କଲେଣି ପାଟ୍ଟଶାଣୀ

ଭୁବନେଶ୍ୱର: ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ସାଂସଦଚ ପ୍ରସନ୍ନ ପାଟ୍ଟଶାଣୀ ଏବେ ବିଜେଡି ଉପରେ ମୁହଁ ଆମ୍ବିଳା କଲେଣି । ନିଜର ଲାଳସା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପୂରଣ କରିନଥିବାରୁ ତାଙ୍କର ମୁହଁ ଆମ୍ବିଳା ହୋଇଥିବା ତାଙ୍କ କଥାରୁ ବାରି ହୋଇ ପଡିଲାଣି । ବାବା ପାଟ୍ଟଶାଣୀ ଏବେ
Read More...

ପଞ୍ଚାୟତ ନିର୍ବାଚନ: ୩୫୦୦ଟି ସରପଞ୍ଚ ଆସନ ମହିଳାମାନଙ୍କ ପାଇଁ ସଂରକ୍ଷିତ

ଭୁବନେଶ୍ୱର: ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ୯୧୯୧୬ ୱାର୍ଡ ମଧ୍ୟରୁ ୪୯୪୬୯ ୱାର୍ଡ ମେମ୍ବର ଆସନ ମହିଳାମାନଙ୍କ ପାଇଁ ସଂରକ୍ଷିତ ରହିଛି। ଏନେଇ ରାଜ୍ୟ ନିର୍ବାଚନ କମିସନ ସଚିବ ରବୀନ୍ଦ୍ର ସାହୁ ସୂଚନା ଦେଇଛନ୍ତି।ଠିକ୍ ସେହିପରି ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ୧୨୦୩୧
Read More...

ଶଙ୍ଖ ଫୁଙ୍କିଲେ ପ୍ରଦୀପ

ଖୋର୍ଦ୍ଧା:  ଗତ ନିର୍ବାଚନରେ ବେଗୁନିଆରୁ କଂଗ୍ରେସର ବିଧାୟକ ପ୍ରାର୍ଥୀ ହୋଇଥିବା ପ୍ରଦୀପ ସାହୁ ଆଜି ବିଜେଡିରେ ଯୋଗଦେଇଛନ୍ତି। ନିଜ ସମର୍ଥକଙ୍କ ସହ ବିଜେଡିର ମିଶିଛନ୍ତି ପ୍ରଦୀପ। ୨୦୧୯ ବିଧାନସଭା ନିର୍ବାଚନରେ ବେଗୁନିଆରେ କଂଗ୍ରେସ ପ୍ରାର୍ଥୀ ଭାବେ ସେ ୫୪ ହଜାରରୁ ଅଧିକ ଭୋଟ ପାଇଥିଲେ।
Read More...

ୟୁପିରେ କଂଗ୍ରେସ ସରକାର ଆସିଲେ ଆଶା କର୍ମୀଙ୍କୁ ଦିଆଯିବ ୧୦ହଜାର ଦରମା : ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ : ଉତ୍ତରପ୍ରଦେଶରେ ତିନି ଦଶଦ୍ଧୀ ଧରି କ୍ଷମତାରୁ ଦୂରେଇ ରହିଥିବା କଂଗ୍ରେସ ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛି । ଦଳର ନେତୃତ୍ୱ ନେଉଥିବା କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଗୋଟିଏ ପରେ ଗୋଟିଏ ଲୋଭନୀୟ ସ୍କିମ୍‌ ଘୋଷଣା କରୁଛନ୍ତି । ସେ
Read More...

ରାଜନୀତିରେ ପାଦ ଥାପିଲେ ଲିଆଣ୍ଡର ପେସ, ଟିଏମ୍‌ସିରେ ସାମିଲ ହେଲେ

ନୂଆଦିଲ୍ଲୀ : ଭାରତର ତାରକା ଟେନିସ୍‌ ଖେଳାଳି ଲିଆଣ୍ଡର ପେସ୍‌ ଟିଏମସିରୁ ନିଜର ରାଜନୈତିକ ଇନିଂସ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଟେନିସ୍‌ ଚାମ୍ପିଅନ୍‌ ଲିଆଣ୍ଡର୍‌ ପେସ୍‌ ତୃଣମୂଳ କଂଗ୍ରେସରେ ଯୋଗ ଦେଇଛନ୍ତି । ଗୋଆରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ
Read More...

ବିଜେଡିରେ ମିଶିଲେ ଯୁବନେତା ବିଶ୍ୱରଞ୍ଜନ ମଲ୍ଲିକ

ଭୁବନେଶ୍ୱର: ଶଙ୍ଖ ଧରିଛନ୍ତି ଯୁବନେତା ବିଶ୍ୱରଞ୍ଜନ ମଲ୍ଲିକ । ବିଜେଡି କାର୍ଯ୍ୟାଳୟରେ ବରୀର ବିଶ୍ୱରଞ୍ଜନ ମଲ୍ଲିକ ଆଜି ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି । ସେ ଶତାଧିକ ସମର୍ଥକଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି । ଏହି ମିଶ୍ରଣ ପର୍ବରେ ବିଜେଡିର ସାଙ୍ଗଠନିକ
Read More...

ଭଉଣୀ ଗଲେ ଭାଇ ଆସିଲେ, ବିଜେଡିରେ ସାମିଲ ହେଲେ ଅଶୋକ ନାୟକ

ହିନ୍ଦୋଳ : ଯାହା ଚର୍ଚ୍ଚା ଚାଲିଥିଲା, ତାହା ସତ୍ୟ ପ୍ରମାଣିତ ହେଲା । ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା ବିଜେପିରେ ଯୋଗଦେବା ପରେ ତାଙ୍କ ସାନଭାଇ ଅଶୋକ ନାୟକ ସୋମବାର ଦିନ ଦଳରୁ ଇସ୍ତଫା ଦେଇଛନ୍ତି । ଇସ୍ତଫା ଦେବାର ଠିକ ପରେପରେ ବିଜେଡିରେ ଯୋଗଦେଇଛନ୍ତି । ବିଜେଡି ନେତା ପ୍ରଣବ ପ୍ରକାଶ
Read More...