Browsing Category

ରାଜନୀତି

ବିଜେଡି ଛାଡିଥିଲେ, କଂଗ୍ରେସରେ ଯୋଗଦେଲେ ସୁନୀତା ବିଶ୍ୱାଳ

ଭୁବନେଶ୍ୱର: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ୱାଳ ବିଜୁ ଜନତା ଦଳ (ବିଜେଡି) ଛାଡ଼ି ପୁଣି କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି। ଏହି ଖବର ରାଜ୍ୟ ରାଜନୀତିରେ ଏକ ହଲଚଲ ସୃଷ୍ଟି କରିଛି। ଯାହା ବିଜେଡି ପାଇଁ ଏକ ବଡ଼ ଝଟକା ବୋଲି କୁହାଯାଉଛି। ସୁନୀତା
Read More...

୧୮ରୁ ପୁରୀରେ ଅଗ୍ନିପଥ ଯୋଜନାରେ ନିଯୁକ୍ତି ରାଲି

ପୁରୀ : ଅଗ୍ନପଥ ଯୋଜନାରେ ସେନାରେ ନିଯୁକ୍ତି ପାଇଁ ଚଳିତ ମାସ ୧୮ ରୁ ୨୬ ତାରିଖ ପର୍ଯ୍ୟନ୍ତ ତାଳବଣିଆ ଇଣ୍ଡୋର ଷ୍ଟାଡିୟମରେ ନିଯୁକ୍ତି ରାଲି ଅନୁଷ୍ଠିତ ହେବ । ପୁରୀ, କଟକ,ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାର ନିଯୁକ୍ତି
Read More...

କାର୍ଯ୍ୟରେ ଯୋଗଦେଲେ ବୌଦ୍ଧର ନୂତନ ଏସ୍‌ପି

ବୌଦ୍ଧ : ଆଜି ବୌଦ୍ଧ ଜିଲ୍ଲାର ନୂତନ ଆରକ୍ଷୀ ଅଧିକ୍ଷକ(ଏସ୍‌ପି) ଭାବେ ନାଗରାଜ ଦେବରକୋଣ୍ଡା କାର୍ଯ୍ୟରେ ଯୋଗ ଦେଇଛନ୍ତି । ଏହା ପୂର୍ବରୁ ଶ୍ରୀ ନାଗରାଜ ପୋଲିସ ମୁଖ୍ୟାଳୟରେ ଏଆଇଜି ଭାବେ କାର୍ଯ୍ୟ କରୁଥିଲେ । ପୂର୍ବତନ ଆରକ୍ଷୀ ଅଧୀକ୍ଷକ ରାଜପ୍ରସାଦଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି ।
Read More...

ନୁଆ ଖାଇବେ ମୁଖ୍ୟମନ୍ତ୍ରୀ

ହୀରାଞ୍ଚଳ ଲାଇଭ : ଆଜି ପବିତ୍ର ଗଣେଷ ପୂଜା । ଗାଁ ଠୁ ସହର ହୋଇପଡିଛି ଉତ୍ସବମୁଖର । ଆସନ୍ତାକାଲି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ । ନୂଆଁଖାଇ ପାଇଁ ଚଳଚଂଚଳ ହୋଇପଡିଛି ପଶ୍ଚିମ ଓଡ଼ିଶା । ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଦିନିଆ ସମ୍ବଲପୁର ଗସ୍ତ କରିବେ ।
Read More...

କଂଗ୍ରେସ ପାଇଁ ଜୁଲାନାରୁ ଲଢ଼ିବେ ବିଧାନସଭା ନିର୍ବାଚନ

ଗଡ଼ି ସାଂପଲା କିଲୋଇରୁ ଭୂପିନ୍ଦର ସିଂ ହୁଡ୍ଡା ପ୍ରାର୍ଥୀ ହେବ ସହ ପ୍ରଦେଶ କଂଗ୍ରେସ ସଭାପତି ଉଦୟ ଭାନ ହେବେ ହୋଡାଲରୁ ପ୍ରାର୍ଥୀ। ନୂଆ ଦିଲ୍ଲୀ : ରେସଲିଂ ମ୍ୟାଚରୁ ସିଧା ନିର୍ବାଚନୀ ମୈଦାନକୁ ଓହ୍ଲାଇଲେ ଭିନେଶ ଫୋଗଟ୍। ସୂଚନା ଅନୁସାରେ ଭିନେଶ କଂଗ୍ରେସରେ ଯୋଗ ଦେଇଛନ୍ତି I ଯୋଗ ଦେଉ
Read More...

ସୁଭଦ୍ରା ରଥର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସୁଭଦ୍ରା ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଆଜି ଠାରୁ ରାଜ୍ୟରେ ଗଡ଼ିଛି ସୁଭଦ୍ରା ରଥ । ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଏକାମ୍ର
Read More...

ଜମି, ଛତୁଆ, ଟେଣ୍ଡର ଫିକ୍ସିଂରେ ପ୍ରବଳ ଦୁର୍ନୀତି ହୋଇଛି

ବିଜେଡି ଓ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେବା ପରେ ଦିଲ୍ଲୀରେ ବିଜେପିରେ ଯୋଗ ଦେଲେ ସୁଜିତ କୁମାର। ବିଜେପିରେ ମିଶୁ ମିଶୁ ଦଳ ଛାଡିବା କାରଣ କହିବା ସହ ବିଜେଡି ଉପରେ ବର୍ଷିଛନ୍ତି । ହିରାଞ୍ଚଳ ଲାଇଭ୍ : ବିଜୁ ଜନତା ଦଳ ଛାଡ଼ିଲେ, ପଦ୍ମ ଧରିଲେ। ବିଜେଡି ଓ ରାଜ୍ୟସଭା ସାଂସଦ ପଦରୁ
Read More...

ସଂଖ୍ୟାଲଘୁ ମାନଙ୍କୁ ନବୀନ ପଟ୍ଟନାୟକଙ୍କ ଆହ୍ୱାନ

ୱାକଫ ବିଲକୁ ବିଜେଡି ବିରୋଧ କରିବ I ଭୁବନେଶ୍ୱର : ଶାନ୍ତି ହିଁ ପ୍ରଗତିର ଆଧାର I ଏ ଦେଶ ଆମର ଏ ମାଟି ଆମର, ଏ ଭାବନା ନେଇ ଆମର ପ୍ରିୟ ଭାରତ ତଥା ପ୍ରିୟ ଓଡିଶାର ଗୌରବ ବୃଦ୍ଧି ପାଇଁ କାମ କରିବାକୁ ବିଜେଡି ସଭାପତି ନବୀନ ପଟ୍ଟନାୟକ, ସଂଖ୍ୟଲଘୁ ଭାଇ ଭଉଣୀ ମାନଙ୍କୁ ଆହ୍ୱାନ ଜଣାଇଛନ୍ତି
Read More...

ରାଜନୀତିରେ ପ୍ରବେଶ କରିବେ ଭିନେଶ ଓ ପୁନିଆ

ନୂଆଦିଲ୍ଲୀ : କୁସ୍ତି ଯୋଦ୍ଧା ଭିନେଶ ଫୋଗଟ୍ ଓ ବଜରଂଗ ପୁନିଆଙ୍କୁ ନେଇ ଏକ ବଡ଼ ଖବର ଆସିଛି। ରାହୁଲଙ୍କୁ ଭେଟିବା ପରେ ବଢ଼ିଲା ଚର୍ଚ୍ଚା I ଉଭୟ କଂଗ୍ରେସରେ ସାମିଲ୍ ହେବା ନେଇ ଚର୍ଚ୍ଚା ଜୋର୍ ଧରିଛି। ଆସନ୍ତା ମାସରେ ହରିୟାଣା ବିଧାନସଭା ନିର୍ବାଚନ। ଏହା ପୂର୍ବରୁ ରାଜ୍ୟରେ ରାଜନୈତିକ ମାହୋଲ
Read More...

ଦୁଷ୍କର୍ମକାରୀଙ୍କୁ ମିଳିବ କଡ଼ାଦଣ୍ଡ, ପଶ୍ଚିମବଙ୍ଗ ବିଧାନସଭାରେ ଘୋଷଣା ହେଲା ‘ଅପରାଜିତା’ ବିଲ୍‌

ଅପରାଜିତା ବିଲ୍‌କୁ ଐତିହାସିକ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ I ପଶ୍ଚିମବଙ୍ଗ : ପଶ୍ଚିମବଙ୍ଗ ବିଧାନସଭାରେ ଆଜି ସର୍ବସମ୍ମତି କ୍ରମେ ଦୁଷ୍କର୍ମ ବିରୋଧୀ ‘ଅପରାଜିତା ମହିଳା ଓ ଶିଶୁ ସୁରକ୍ଷା’ ବିଲ୍‌ ପାରିତ ହୋଇଛି । ଏହି ବିଲରେ ଦୁଷ୍କର୍ମ ଘଟଣାରେ ଦୋଷୀ ସାବ୍ୟସ୍ତ
Read More...