Browsing Category

ରାଜନୀତି

ଜନ ଶୁଣାଣି ଶିବିରରେ ୨ ହଜାର ଅଭିଯୋଗ ପଞ୍ଜୀକୃତ

ଆଠଗଡ : କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଆଠଗଡରେ ଅନୁଷ୍ଠିତ ହୋଇଥିବାର ସୂଚନା ମିଳିଛି। ସ୍ଥାନୀୟ ସାପୁଆ ସେତୁ ନିକଟ ବିଜେପି କାର୍ଯ୍ୟାଳୟରେ ଦିବା ୧୧ଟାରୁ ଆରମ୍ଭ ହୋଇଥିବା ଏହି ଶିବିରରେ ବିଜେପି ବିଧାୟକ ପ୍ରାର୍ଥୀ ଅଭୟ କୁମାର ବାରିକ ଓ କଟକ ଜିଲ୍ଲା
Read More...

ସୁଭଦ୍ରା ଯୋଜନାର ଏସଓପି ଘୋଷଣା

ଭୁବନେଶ୍ୱର : ସୁଭଦ୍ରା ଯୋଜନାରେ ମହିଳା ମାନଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରିବାକୁ ପ୍ରତିଶୃତି ଦେଇ ରାଜ୍ୟରେ କ୍ଷମତାକୁ ଆସିଥିବା ଭାଜପା ସରକାର ଏହି ଯୋଜନାର ଏସଓପି ଆଣିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଏସଓପି ଘୋଷଣା କରିଛନ୍ତି, ଏହି ଯୋଜନା ଅଧୀନରେ ୨୧ରୁ ୬୦ ବର୍ଷର
Read More...

ପଶ୍ଚିମବଙ୍ଗ ସରକାରଙ୍କୁ ସୁପ୍ରିମ କୋର୍ଟଙ୍କ କଡ଼ା ସମାଲୋଚନା

ନୂଆଦିଲ୍ଲୀ : କୋଲକାତା ଡାକ୍ତର ଦୁଷ୍କର୍ମ-ହତ୍ୟା ମାମଲାରେ ଗୁରୁବାର ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି। ଅଦାଲତ ଆନ୍ଦୋଳନରତ ଡାକ୍ତରମାନଙ୍କୁ କାର୍ଯ୍ୟକୁ ଫେରିବାକୁ ପରାମର୍ଶ ଦେଇଛନ୍ତି। ଯଦି ଡାକ୍ତରମାନେ ଧର୍ମଘଟକରନ୍ତି ତେବେ ଜନସ୍ୱାସ୍ଥ୍ୟ ବ୍ୟବସ୍ଥା ଠପ୍ ହୋଇଯିବ ଓ ଜନତା ହଇରାଣ ହେବେ।
Read More...

ବଣାଇ ବିଧାୟକଙ୍କୁ ରାଜ୍ୟ ସ୍ତରୀୟ ନାଗରିକ ସମ୍ବର୍ଦ୍ଧନା

ଭୁବନେଶ୍ଵର : ଚତୁର୍ଥ ଥର ପାଇଁ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିବା ବଣାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀର ଜନପ୍ରିୟ ଆଦିବାସୀ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କୁ ଭୁବନେଶ୍ଵର ଜୟଦେବଭବନ ଠାରେ ରାଜ୍ୟ ସ୍ତରୀୟ ବିପୁଳ ନାଗରିକ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ସଭାରେ ବର୍ଷୀୟାନ କମ୍ୟୁନିଷ୍ଟ
Read More...

ବିଧିର ବିଧାନ କେ କରିବ ଆନ

ହସ୍ପିଟାଲରେ ଭର୍ତ୍ତି ହେଲେ ଜୁଏଲ ଓରାମ I ଭୁବନେଶ୍ୱର : ଭାଗ୍ୟରେ ଯାହା ଲେଖାଥାଏ ତାହାକୁ କେହି ବଦଳାଇ ପାରିବେ ନାହିଁ। ଧନୀ ହେଉ ବା ଗରିବ ଦୁଃଖ ଆସେ ସବୁ ମଣିଷଙ୍କ ଜୀବନରେ। ତେବେ ଏହା ମଧ୍ୟରେ ରାଜ୍ୟର ବରିଷ୍ଠ ରାଜନେତା ତଥା ନରେନ୍ଦ୍ର ମୋଦୀଙ୍କ ସରକାରରେ କ୍ୟାବିନେଟ ମନ୍ତ୍ରୀ
Read More...

ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କର ସାମାଜିକ ସୁରକ୍ଷା, ଭିନ୍ନକ୍ଷମ ସଶକ୍ତିକରଣ ବିଭାଗଅନ୍ତର୍ଗତ ବିଭିନ୍ନ ଅନୁଷ୍ଠାନ…

ଭୁବନେଶ୍ଵର : (୧୯/୦୮/୨୦୨୪ ) ଆଜି ରାକ୍ଷୀ ପୂର୍ଣମୀ ତଥା ପ୍ରଭୁ ବଳଭଦ୍ରଙ୍କର ଜନ୍ମନୀତି ଅବସରରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ପୂର୍ବାହ୍ନରେ ସାମାଜିକ ସୁରକ୍ଷା, ଭିନ୍ନକ୍ଷମ ସଶକ୍ତିକରଣ ବିଭାଗଅନ୍ତର୍ଗତ ବିଭିନ୍ନ ଅନୁଷ୍ଠାନ, ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ
Read More...

ରାଜ୍ୟ ସ୍ତରୀୟ ରକ୍ଷା ବନ୍ଧନ ଉତ୍ସବ

ଆଦରର 'ମୋହନ ଭାଇ'ଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଭଉଣୀମାନେ ଭୁବନେଶ୍ୱର : ଆଜି ପବିତ୍ର ରକ୍ଷା ବନ୍ଧନ ଉତ୍ସବ। ଏହି ଅବସରରେ ରାଜ୍ୟ ଅତିଥି ଭବନରେ ଏକ ଉତ୍ସବର ଆୟୋଜନ କରାଯାଇଥିଲା। କାର୍ଯ୍ୟକ୍ରମରେ ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନରୁ ଝିଅ ମାନେ ଆସି ମୁଖ୍ୟମନ୍ତ୍ରୀଙ୍କ ହାତରେ
Read More...

ବିଧାୟକଙ୍କ ଓରିଏଣ୍ଟେସନ୍ ପ୍ରୋଗ୍ରାମକୁ ବୟକଟ୍

ଭୁବନେଶ୍ୱର : ହେବାକୁ ଯାଉଥିବା ଓରିଏଣ୍ଟେସନ ପ୍ରୋଗ୍ରାମରେ ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ପ୍ରସାଦ ସାମିଲ ହେବେ ଅନ୍ୟ ୩ କେନ୍ଦ୍ରମନ୍ତ୍ରୀଙ୍କ ସହ। ବିଜେଡିର ୨ ନେତା ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓ ପ୍ରଫୁଲ୍ଲ ଘଡେଇଙ୍କୁ ନିମନ୍ତ୍ରଣ ଦିଆହୋଇଛି । ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ବିଧାନସଭା
Read More...

ଇସ୍ତଫା ଦେଲେ ପୂର୍ବତ୍ତନ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ଓଡ଼ିଶାର ପୂର୍ବତ୍ତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ ୨୦୨୩ ମସିହା ଫେବୃୟାରୀ ମାସରେ ଦିଲ୍ଲୀ ଯାଇ କଂଗ୍ରେସରେ ଯୋଗଦେଇଥିଲେ I ଆଜି ସେ କଂଗ୍ରେସ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ମେଲ୍‌ ମାଧ୍ୟମରେ ସେ ନିଜର ଇସ୍ତଫାପତ୍ର ଅଲ ଇଣ୍ଡିଆ କଂଗ୍ରେସ କମିଟିର
Read More...

ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ

ଓଡିଆ ଅସ୍ମିତା ଓ ସ୍ବାଭିମାନ ସହିତ ବିକାଶର ଶିଖର ଛୁଇଁବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ଵାନ ଭୁବନେଶ୍ୱର : ଭାରତ ବର୍ଷର ପବିତ୍ର ୭୮ତମ ସ୍ୱାଧୀନତା ଦିବସ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦେଶ ଓ ରାଜ୍ୟ ତଥା ସାରା ବିଶ୍ବର ପ୍ରତ୍ୟେକ ଭାରତବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ
Read More...