Browsing Category

ରାଜନୀତି

ଯାଜପୁର ଲୋକସଭା ଆସନ : ଶର୍ମିଷ୍ଠା-ରବୀନ୍ଦ୍ରଙ୍କ ମଧ୍ୟରେ ହେବ ମହାଲଢେଇ

ରସୁଲପୁର: ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଶନିବାର ଯାଜପୁର ସଂରକ୍ଷିତ ଲୋକ ସଭା ଆସନ ନିମନ୍ତେ ପ୍ରାର୍ଥୀ ଘୋଷଣା କରିଛି । ପୁରୁଣା ନେତାଙ୍କୁ ନ ଦୋହରାଇ ନୂଆ ମୁହଁ ଭାବେ ଡ. ରବୀନ୍ଦ୍ର ନାରାୟଣ ବେହେରାଙ୍କୁ ଦଳ ପ୍ରାର୍ଥୀ କରିଛି । ଏହାପୂର୍ବରୁ ଏହି ଆସନ ପାଇଁ ବିଜେଡି
Read More...

ବିଧାୟକ ମୋକିମଙ୍କୁ ଲାଗିଲା ବଡ଼ ଝଟକା

କଟକ : କଟକ-ବାରବାଟୀ ନିର୍ବାଚନୀ ଅନିୟମିତତା ମାମଲାରେ ମହମ୍ମଦ ମୋକିମଙ୍କୁ ହାଇକୋର୍ଟରୁ ଝଟକା । ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ । ନାମାଙ୍କନ ବେଳେ ଭୁଲ ତଥ୍ୟ ଦେଇଥିବା ନେଇ ଅଭିଯୋଗ ହୋଇଥିଲା । ଦେବାଶିଷ ସାମନ୍ତରାୟ ଅଭିଯୋଗ ଆଣିଥିଲେ ଯେ, ମହମ୍ମଦ ମୋକିମ ଅପରାଧିକ
Read More...

ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଛେଦ ! ପଦ୍ମ ଶିବିରରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ

ଭୁବନେଶ୍ୱର: ବିଜେପିରେ ମିଶିଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଆଜି ପ୍ରଶାନ୍ତ ବିଧିବଦ୍ଧ ଭାବରେ ପଦ୍ମ ଧରିଛନ୍ତି । ସମର୍ଥକଙ୍କ ସହ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପଦ୍ମ ଧରିଛନ୍ତି ପ୍ରଶାନ୍ତ । ବିଜେପି ସହପ୍ରଭାରୀ ଲତା ଉସେଣ୍ଡି, ସାଂସଦ ଅପରାଜିତା ଷଡ଼ଙ୍ଗୀ, ପୃଥ୍ୱୀରାଜ
Read More...

ମାର୍ଚ୍ଚ ୧୩ ପରେ ନିର୍ବାଚନ ତାରିଖ ଘୋଷଣା ହୋଇପାରେ

ମାର୍ଚ୍ଚ ୧୩ ପରେ ନିର୍ବାଚନ ଆୟୋଗ ଲୋକସଭା ନିର୍ବାଚନର ତାରିଖ ଘୋଷଣା କରିବାର ସମ୍ଭାବନା ରହିଛି। ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ବାବଦରେ ଜାଣିବା ପାଇଁ ଆୟୋଗ ବିଭିନ୍ନ ରାଜ୍ୟ ଗସ୍ତ କରୁଛନ୍ତି। ଏହି ପ୍ରକ୍ରିୟା ଶେଷ ହେବା ପରେ ତାରିଖ ଘୋଷଣା କରାଯିବ ବୋଲି
Read More...

କଂଗ୍ରେସ ହାତ ଧରିଲେ ମନୋଜ ମିଶ୍ର

ହାତ ଧରିଲେ ମନୋଜ ମିଶ୍ର । ଅଭିନେତା ମନୋଜ ମିଶ୍ର ଆଜି କଂଗ୍ରେସରେ ସାମିଲ ହୋଇଛନ୍ତି । ପିସିସି ସଭାପତି ଓ କଂଗ୍ରେସ ପ୍ରଭାରୀଙ୍କ ଉପସ୍ଥିତିରେ କଂଗ୍ରେସ ଭବନରେ ହାତ ଧରିଛନ୍ତି ମନୋଜ । ଏହି ସମୟରେ ପଶ୍ଚିମ ଓଡ଼ିଶାରେ କଂଗ୍ରେସର ଟାଣୁଆ ନେତା ନରସିଂହ ମିଶ୍ର ଉପସ୍ଥିତ ଥିଲେ ।କଂଗ୍ରେସ ଦଳରେ
Read More...

କଟକରୁ ନିର୍ବାଚନ ଲଢ଼ିବେ କି ରେଳମନ୍ତ୍ରୀ, ଏମିତି କହିଲେ ଅଶ୍ୱିନୀ ବୈଷ୍ଣବ

କଟକ: ପାଖେଇଲାଣି ନିର୍ବାଚନ । ସଜବାଜ ହେଲେଣି ସମସ୍ତେ । ନେତାଏ ପାଗ ଭିଡ଼ିଲେଣି ।ଖାସ୍‌ କରି କଟକ ଲୋକସଭା ନିର୍ବାଚନ ମଣ୍ଡଳୀକୁ ନେଇ ଯେଉଁ କଥା ଶୁଣିବାକୁ ମିଳୁଛି, ସେଥିରେ ବିଜେପି କର୍ମୀ ଓ ସଙ୍ଗଠନ ଉତ୍ସାହିତ ।ଚର୍ଚ୍ଚା ହେଉଛି, କଟକ ଲୋକସଭା ନିର୍ବାଚନ ମଣ୍ଡଳୀରୁ ଲଢ଼ିବେ ଅଶ୍ୱିନୀ
Read More...

ଘୁ.ଉଦୟଗିରି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ରୋଗୀ କଲ୍ୟାଣ ସମିତି ବୈଠକ

ଘୁ ଉଦୟଗିରି: ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସଭାଗୃହ ଠାରେ ରୋଗୀକଲ୍ୟାଣ ସମିତିର ବାର୍ଷିକ ବୈଠକ ବିପିଏଚଓ ଡଃ.ରତିକାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ପ୍ରଥମେ ଏସଟିଏଫ ଅଶୋକ କୁମାର ବେହେରା ଅତିଥିଙ୍କ ସ୍ୱାଗତ କରିବା ସହ ପରିଚୟ ପ୍ରଦାନ କରିଥିବା ବେଳେ ମୁଖ୍ୟ
Read More...

ଆଜି ଅନୁଷ୍ଠିତ ହେବ ଶ୍ରୀଜୀଉମାନଙ୍କର ପଇତା ଲାଗି ନୀତି

ପୁରୀ: ଆଜି ଶ୍ରୀମନ୍ଦିରରେ ରତ୍ନସିଂହାସନ ଉପରେ ଶ୍ରୀଜୀଉମାନଙ୍କର ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ 5 ଟା ଠାରୁ ରାତି 10ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ
Read More...

ବିଜେପି ଶିବିରରେ ଉତ୍ସାହ, ସଂଧ୍ୟା ୬ଟା୩୦ରେ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

ମଧ୍ୟପ୍ରଦେଶ, ରାଜସ୍ଥାନ ଟ୍ରେଣ୍ଡକୁ ନେଇ ବିଜେପି ଶିବିରରେ ଉତ୍ସାହ ଦେଖିବାକୁ ମିଳିଛି । ଚାରିଆଡେ ହସ ଉଲ୍ଲାସର ସହ ବିଜୟକୁ ପାଳୁଛି ବିଜେପି । ମିଳିଥିବା ସୂଚନା ଅନୁସାରେ ଦିଲ୍ଲୀ ମୁଖ୍ୟାଳୟରେ କର୍ମୀଙ୍କୁ ସଂଧ୍ୟା ୬ଟା ୩୦ରେ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ମୋଦି । ୨୦୨୪ ନିର୍ବାଚନ
Read More...

ବିବାଦୀୟ ବୟାନ ପାଇଁ ରାହୁଲଙ୍କୁ ନୋଟିସ ପଠାଇଲେ EC

କଂଗ୍ରେସ ନେତା ତଥା ଓ୍ୱାଇନାଡ ସାଂସଦ ରାହୁଲ ଗାନ୍ଧିଙ୍କ ବଢ଼ିଲା ଅଡୁଆ। ତାଙ୍କୁ ନୋଟିସ୍‌ ପଠାଇଲେ ନିର୍ବାଚନ କମିଶନର। ରାଜସ୍ଥାନ ନିର୍ବାଚନ ପ୍ରଚାର ବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପରୋକ୍ଷରେ ଟାର୍ଗେଟ୍‌ କରି 'ପନୌତି' ଶବ୍ଦ ପ୍ରୟୋଗ କରିଥିଲେ ରାହୁଲ। ଏହାକୁ ନେଇ ଆଜି ତାଙ୍କୁ ଇସି
Read More...