Browsing Category

ରାଜନୀତି

ଷଷ୍ଠ ସାଧାରଣ ପରିଷଦ ସମୀକ୍ଷା ବୈଠକ, ଯୋଗ ଦେଲେ ବିଧାୟକ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକର ସାମୁହିକ ବିକାଶ ଦିଗରେ ଗୁରୁବାରଦିନ ବ୍ଲକ କାର୍ଯ୍ୟାଳୟ ସଭା ଗୃହରେ ଷଷ୍ଠ ସାଧାରଣ ପରିଷଦ ସମୀକ୍ଷା ବୈଠକ ବ୍ଲକ ଅଧ୍ୟକ୍ଷା ସ୍ନେହଲତା ପ୍ରଧାନ ଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଅନୁଷ୍ଠିତ ବୈଠକ ରେ ବୌଦ୍ଧ ବିଧାୟକ ସରୋଜ କୁମାର l ପ୍ରଧାନ
Read More...

ବିପ୍ଲବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳିରେ ବିଶିଷ୍ଟ ବ୍ୟକ୍ତିଙ୍କ ମନ୍ତବ୍ୟ

କେନ୍ଦ୍ରାପଡ଼ା : ବିପ୍ଲବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ୧୪୦ତମ ଜୟନ୍ତୀ ପାଳନ ଅବସରରେ କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇ କହିଲେ ବିପ୍ଲବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ପ୍ରଜା ଆନ୍ଦୋଳନ ଓ ସ୍ୱାଧୀନତା ସଂଗ୍ରାମ ପ୍ରତି ଥିବା ଅତୁଳନୀୟ ଅବଦାନକୁ ପ୍ରକୃତ ସମ୍ମାନ
Read More...

ସମ୍ବର୍ଦ୍ଧିତ ହେଲେ ସ୍ବାସ୍ଥ୍ୟ ମନ୍ତ୍ରୀ, ସାଂସଦ ଓ ବିଧାୟକ

ବରଗଡ଼: ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଲକ ତାଲପାଲି ଠାରେ ଆଜି ସକାଳ ୯ ଟା ସମୟ ରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ,ବରଗଡ ଲୋକସଭା ସାଂସଦ ଶ୍ରୀଯୁକ୍ତ ପ୍ରଦୀପ ପୁରୋହିତ ଓ ବିଜେପୁର ବିଧାୟକ ଶ୍ରୀଯୁକ୍ତ ସନତ ଗଡତିଆ ଙ୍କୁ ତାଲପାଲି ଗ୍ରାମବାସୀ ଓ ଅଞ୍ଚଳ ବାସୀଙ୍କ ତରଫରୁ ଭବ୍ୟ ସ୍ଵାଗତ
Read More...

ଅଭିନନ୍ଦନ ଓ ସମ୍ବର୍ଦ୍ଧନାର ସଭା

କେନ୍ଦ୍ରାପଡ଼ା : ଚବିଶ ବର୍ଷର ବିଜେଡି ସରକାରକୁ ୨୦୨୪ ସାଧାରଣ ନିର୍ବାଚନରେ ପରାଜିତ କରି ଶାସନ କ୍ଷମତାକୁ ଆସିଛି ଭାରତୀୟ ଜନତା ପାର୍ଟି I ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବିଜେପି ଖୁବ ଭଲ ପଦର୍ଶନ କରିଥିବା ବେଳେ କେନ୍ଦ୍ରାପଡ଼ା ଜିଲ୍ଲାରେ କେବଳ ସାଂସଦ ପ୍ରାର୍ଥୀ ଓ ମହାକଳପଡା ବିଧାୟକ
Read More...

ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର : ବିଜେପି ଓ ବିଜେଡି ପରେ ଆଜି ଆସିଛି କଂଗ୍ରେସର ଲୋକସଭା ଏବଂ ବିଧାନସଭା ପ୍ରାର୍ଥୀ ତାଲିକା। କଂଗ୍ରେସ ଆଜି ୮ ଲୋକସଭା ଓ ୪୯ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଯେଉଁଥିରେ ଅଛନ୍ତି ବହୁ ହେଭିୱେଟ୍‌। ବଲାଙ୍ଗିର ଲୋକସଭା ପ୍ରାର୍ଥୀ ହୋଇଛନ୍ତି ଅଭିନେତା ମନୋଜ ମିଶ୍ର।
Read More...

ଯାଜପୁର ଲୋକସଭା ଆସନ : ଶର୍ମିଷ୍ଠା-ରବୀନ୍ଦ୍ରଙ୍କ ମଧ୍ୟରେ ହେବ ମହାଲଢେଇ

ରସୁଲପୁର: ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଶନିବାର ଯାଜପୁର ସଂରକ୍ଷିତ ଲୋକ ସଭା ଆସନ ନିମନ୍ତେ ପ୍ରାର୍ଥୀ ଘୋଷଣା କରିଛି । ପୁରୁଣା ନେତାଙ୍କୁ ନ ଦୋହରାଇ ନୂଆ ମୁହଁ ଭାବେ ଡ. ରବୀନ୍ଦ୍ର ନାରାୟଣ ବେହେରାଙ୍କୁ ଦଳ ପ୍ରାର୍ଥୀ କରିଛି । ଏହାପୂର୍ବରୁ ଏହି ଆସନ ପାଇଁ ବିଜେଡି
Read More...

ବିଧାୟକ ମୋକିମଙ୍କୁ ଲାଗିଲା ବଡ଼ ଝଟକା

କଟକ : କଟକ-ବାରବାଟୀ ନିର୍ବାଚନୀ ଅନିୟମିତତା ମାମଲାରେ ମହମ୍ମଦ ମୋକିମଙ୍କୁ ହାଇକୋର୍ଟରୁ ଝଟକା । ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ । ନାମାଙ୍କନ ବେଳେ ଭୁଲ ତଥ୍ୟ ଦେଇଥିବା ନେଇ ଅଭିଯୋଗ ହୋଇଥିଲା । ଦେବାଶିଷ ସାମନ୍ତରାୟ ଅଭିଯୋଗ ଆଣିଥିଲେ ଯେ, ମହମ୍ମଦ ମୋକିମ ଅପରାଧିକ
Read More...

ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଛେଦ ! ପଦ୍ମ ଶିବିରରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ

ଭୁବନେଶ୍ୱର: ବିଜେପିରେ ମିଶିଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଆଜି ପ୍ରଶାନ୍ତ ବିଧିବଦ୍ଧ ଭାବରେ ପଦ୍ମ ଧରିଛନ୍ତି । ସମର୍ଥକଙ୍କ ସହ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପଦ୍ମ ଧରିଛନ୍ତି ପ୍ରଶାନ୍ତ । ବିଜେପି ସହପ୍ରଭାରୀ ଲତା ଉସେଣ୍ଡି, ସାଂସଦ ଅପରାଜିତା ଷଡ଼ଙ୍ଗୀ, ପୃଥ୍ୱୀରାଜ
Read More...

ମାର୍ଚ୍ଚ ୧୩ ପରେ ନିର୍ବାଚନ ତାରିଖ ଘୋଷଣା ହୋଇପାରେ

ମାର୍ଚ୍ଚ ୧୩ ପରେ ନିର୍ବାଚନ ଆୟୋଗ ଲୋକସଭା ନିର୍ବାଚନର ତାରିଖ ଘୋଷଣା କରିବାର ସମ୍ଭାବନା ରହିଛି। ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ବାବଦରେ ଜାଣିବା ପାଇଁ ଆୟୋଗ ବିଭିନ୍ନ ରାଜ୍ୟ ଗସ୍ତ କରୁଛନ୍ତି। ଏହି ପ୍ରକ୍ରିୟା ଶେଷ ହେବା ପରେ ତାରିଖ ଘୋଷଣା କରାଯିବ ବୋଲି
Read More...

କଂଗ୍ରେସ ହାତ ଧରିଲେ ମନୋଜ ମିଶ୍ର

ହାତ ଧରିଲେ ମନୋଜ ମିଶ୍ର । ଅଭିନେତା ମନୋଜ ମିଶ୍ର ଆଜି କଂଗ୍ରେସରେ ସାମିଲ ହୋଇଛନ୍ତି । ପିସିସି ସଭାପତି ଓ କଂଗ୍ରେସ ପ୍ରଭାରୀଙ୍କ ଉପସ୍ଥିତିରେ କଂଗ୍ରେସ ଭବନରେ ହାତ ଧରିଛନ୍ତି ମନୋଜ । ଏହି ସମୟରେ ପଶ୍ଚିମ ଓଡ଼ିଶାରେ କଂଗ୍ରେସର ଟାଣୁଆ ନେତା ନରସିଂହ ମିଶ୍ର ଉପସ୍ଥିତ ଥିଲେ ।କଂଗ୍ରେସ ଦଳରେ
Read More...