Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ଦଳର ଭବିଷ୍ୟତ ନେଇ ଏମିତି କହିଲେ ଶାହ
ହାଇଦ୍ରାବାଦ: ଆସନ୍ତା ୩୦ରୁ ୪୦ ବର୍ଷ ପର୍ଯ୍ୟନ୍ତ ବିଜେପିର ଯୁଗ ଜାରି ରହିବ। ଅର୍ଥାତ କେନ୍ଦ୍ରରେ ବିଜେପିର କ୍ଷମତା କାଏମ ରହିବ। ଦଳର ଭବିଷ୍ୟତ ନେଇ ଏମିତି କିଛି ଆକଳନ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ୍। ଖାଲି ଆକଳନ କରିନାହାନ୍ତି ଭାରତ ବିଶ୍ୱଗୁରୁ ହେବ ବୋଲି ଶାହ କହିଛନ୍ତି।!-->…
Read More...
Read More...
କଂଗ୍ରେସକୁ ଝଟ୍କା, ଦଳର ସମ୍ପାଦକ ପଦରୁ ଇସ୍ତଫା ଦେଲେ ମହମ୍ମଦ ମୋକିମ୍
କଟକ : କଂଗ୍ରେସକୁ ଝଟ୍କା । ଦଳର ସମ୍ପାଦକ ପଦରୁ ଇସ୍ତଫା ଦେଲେ ମହମ୍ମଦ ମୋକିମ୍ । ବାରବାଟୀ-କଟକ ବିଧାୟକ ଅଛନ୍ତି ମହମ୍ମଦ ମୋକିମ୍ ।ତେବେ ଇସ୍ତଫା ଦେବା ପରେ ମହମ୍ମଦ ମୋକିମଙ୍କ କହିଛନ୍ତି ଯେ, ଏହା ଦଳର ଆଭ୍ୟନ୍ତରୀଣ ବିଷୟ, । ଦଳରେ ଆଲୋଚନା ହେବା ଉଚିତ୍ । ଏନେଇ ଗଣମାଧ୍ୟମରେ ଚର୍ଚ୍ଚା!-->…
Read More...
Read More...
ଉପ-ରାଷ୍ଟ୍ରପତି ନିର୍ବାଚନ ପାଇଁ ବାଜିଲା ବିଗୁଲ, ଜାଣନ୍ତୁ କେବେ
ନୂଆଦିଲ୍ଲୀ : ରାଷ୍ଟ୍ରପତି ନିର୍ବାଚନ ତାରିଖ ଘୋଷଣା ପରେ ବର୍ତ୍ତମାନ ଉପରାଷ୍ଟ୍ରପତି ନିର୍ବାଚନର ତାରିଖ ଘୋଷଣା କରାଯାଇଛି । ଉପରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ଅଗଷ୍ଟ ୬ ରେ ଅନୁଷ୍ଠିତ ହେବ ବୋଲି ଭାରତର ନିର୍ବାଚନ କମିଶନ ପକ୍ଷରୁ ଘୋଷଣା କରାଯାଇଛି । ବର୍ତ୍ତମାନର ଉପରାଷ୍ଟ୍ରପତି ଭେଙ୍କୟା!-->…
Read More...
Read More...
ଫ୍ଲୋର ଟେଷ୍ଟକୁ ଚାଲେଞ୍ଜ: ସୁପ୍ରିମକୋର୍ଟ ଗଲା ଶିବସେନା
ମୁମ୍ବାଇ: ମହାରାଷ୍ଟ୍ରରେ ଉଦ୍ଧବ ସରକାରଙ୍କୁ ଫ୍ଲୋର ଟେଷ୍ଟ ପାଇଁ ରାଜ୍ୟପାଳ କରିଥିବା ଆମନ୍ତ୍ରଣକୁ ସୁପ୍ରିମକୋର୍ଟରେ ଚାଲେଞ୍ଜ କରିଛି ଶିବସେନା । ରାଜ୍ୟପାଳଙ୍କ ନିଷ୍ପତ୍ତି ବିରୋଧରେ ଶିବସେନା ନେତା ସୁପ୍ରିମକୋର୍ଟ ଯାଇଛନ୍ତି । ଆବେଦନରେ ରାଜ୍ୟପାଳଙ୍କ ନିଷ୍ପତ୍ତି ଉପରେ ରହିତାଦେଶ ଲାଗୁ!-->…
Read More...
Read More...
ମହାରାଷ୍ଟ୍ର ସଙ୍କଟ: ଆସନ୍ତାକାଲି ଫ୍ଲୋର ଟେଷ୍ଟ
ମୁମ୍ବାଇ: ମହାରାଷ୍ଟ୍ରରେ ଲାଗି ରହିଥିବା ସଙ୍କଟ ମଧ୍ୟରେ ଆସନ୍ତାକାଲି(ଗୁରୁବାର) ବହୁମତର ପ୍ରମାଣ ଦେବ ଉଦ୍ଧବ ଠାକରେଙ୍କ ନେତୃତ୍ବାଧୀନ ସରକାର । ଗୃହରେ ଫ୍ଲୋର ଟେଷ୍ଟ ପାଇଁ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଚିଠି ଲେଖିଛନ୍ତି ରାଜ୍ୟପାଳ ଭଗତ ସିଂ କୋଶିୟାରୀ । ଗତକାଲି ପୂର୍ବତନ!-->…
Read More...
Read More...
ରାଷ୍ଟ୍ରପତି ନିର୍ବାଚନ: ନାମାଙ୍କନ ପତ୍ର ଦାଖଲ କଲେ ଯଶଓ୍ୱନ୍ତ ସିହ୍ନା
ନୂଆଦିଲ୍ଲୀ : ରାଷ୍ଟ୍ରପତି ନିର୍ବାଚନ ପାଇଁ ବିରୋଧୀ ଦଳର ପ୍ରାର୍ଥୀ ଯଶୱନ୍ତ ସିହ୍ନା ସୋମବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଯଶୱନ୍ତ ସିହ୍ନାଙ୍କ ନାମାଙ୍କନ ଦାଖଲ ବେଳେ ବିରୋଧୀ ଦଳର ଅନେକ ବରିଷ୍ଠ ନେତା ଉପସ୍ଥିତ ଥିଲେ ।କଂଗ୍ରେସ ନେତା ରାହୁଲ ଗାନ୍ଧୀ, ଏନସିପି ମୁଖ୍ୟ ଶରଦ!-->…
Read More...
Read More...
ଆଜମଗଡରୁ ଜିତିଲେ ଭୋଜପୁରୀ ଷ୍ଟାର ନିରହୁଆ
ଆଜମଗଡ଼: ଉତ୍ତର ପ୍ରଦେଶରେ ଲୋକସଭା ଉପ ନିର୍ବାଚନରେ ବିଜେପି ବଡ ବିଜୟ ହାସଲ କରିଛି। ରାମପୁର ପରେ ଆଜମଗଡରେ ମଧ୍ୟ ବିଜେପି ବାଜିମାତ୍ କରିଛି। ଆଜମଗଡରେ ବିଜୟ ହାସଲ କରିଛନ୍ତି ବିଜେପି ପ୍ରାର୍ଥୀ ଦିନେଶ ଲାଲ ଯାଦବ ନିରହୁଆ। ସେ ସମାଜବାଦୀ ପ୍ରାର୍ଥୀ ତଥା ଅଖିଳେଶ ଯାଦବଙ୍କ କକା ପୁଅ ଭାଇ!-->…
Read More...
Read More...
ରାଷ୍ଟ୍ରପତି ନିର୍ବାଚନ: ବିରୋଧୀଙ୍କ ପ୍ରାର୍ଥୀ ହେବେ ଯଶୱନ୍ତ ସିହ୍ନା, ୨୭ରେ କରିପାରନ୍ତି ପ୍ରାର୍ଥୀପତ୍ର ଦାଖଲ
ନୂଆଦିଲ୍ଲୀ: ରାଷ୍ଟ୍ରପତି ପ୍ରାର୍ଥୀ ଚୟନ ପାଇଁ ମଙ୍ଗଳବାର ଅନୁଷ୍ଠିତ ବୈଠକରେ ବିରୋଧୀ ଦଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ସୂଚନାନୁସାରେ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶବନ୍ତ ସିହ୍ନାଙ୍କୁ ବିରୋଧୀ ଦଳରୁ ରାଷ୍ଟ୍ରପତି ପ୍ରାର୍ଥୀ କରିବାକୁ ସର୍ବସମ୍ମତି କ୍ରମେ ନିଷ୍ପତ୍ତି!-->…
Read More...
Read More...
ବ୍ରଜରାଜନଗର ଉପନିର୍ବାଚନରେ ବିଜେଡିର ବାଜିମାତ
ଭୁବନେଶ୍ୱର: ବ୍ରଜରାଜନଗର ଉପନିର୍ବାଚନରେ ବିଜେଡିର ବାଜିମାତ । ବିପୁଳ ଭୋଟ ବ୍ୟବଧାନରେ ବିଜୟୀ ହେଲେ ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି । ସମସ୍ତ ୨୦ ରାଉଣ୍ଡରେ ଟ୍ରେଣ୍ଡ ରହିବା ପରେ ବିଜେପି କଂଗ୍ରେସକୁ ପଛରେ ପକାଇ ବିଜେଡି ବିଜୟୀ ହୋଇଛି । ମୋଟ ୬୫ହଜାର ୭୯୧ଭୋଟ ବ୍ୟବଧାନରେ ବ୍ରଜରାଜନଗରରେ!-->…
Read More...
Read More...
ଆସନ୍ତାକାଲି ଆସିବ ବ୍ରଜରାଜନଗର ଉପ ନିର୍ବାଚନ ଫଳ
ଝାରସୁଗୁଡ଼ା: ଆସନ୍ତାକାଲି ବ୍ରଜରାଜନଗର ଉପନିର୍ବାଚନ ପାଇଁ ଭୋଟ ଗଣତି ହେବ। ଝାରସୁଗୁଡା ଇଞ୍ଜିନିୟରିଂ ସ୍କୁଲରେ ଏହି ଗଣତି ହେବ। ଏଥିପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସକାଳ ୮ଟାରୁ ଭୋଟ ଗଣତି ହେବ। ଏଥିପାଇଁ ୧୪ଟି ଟେବୁଲ କରାଯାଇଛି। ୨୦ ରାଉଣ୍ଡ ଗଣତି ହେବ। ଜଣେ!-->…
Read More...
Read More...