Browsing Category

ଖେଳ

ଆଇସିସି ମହିଳା ଦିନିକିଆ ର‍୍ୟାଙ୍କିଙ୍ଗ: ନମ୍ବର ଟୁ’ରେ ଲ୍ୟାନିଂ,ଚତୁର୍ଥକୁ ଖସିଲେ ମିତାଲି

ଦୁବାଇ: ଆଜି ପ୍ରକାଶ ପାଇଛି ଆଇସିସି ମହିଳା ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ । ଏଥିରେ ବଡ ସଫଳତା ହାସଲ କରିଛନ୍ତି ଅଷ୍ଟ୍ରେଲିଆ ଦିନିକିଆ ଟିମ୍‌ର ଅଧିନାୟକ ମେଗ ଲାନ୍ନିଂ । ସେ ରାଙ୍କିଙ୍ଗର ଦ୍ୱିତୀୟ ସ୍ଥାନକୁ ଉଠିଛନ୍ତି । ତେବେ ଭାରତର ଦିନିକିଆ ଅଧିନାୟକ ମିତାଲି ରାଜଙ୍‌କଉ ନିରାଶ ହେବାକୁ
Read More...

ଡୁଫ୍ଲେସିସ୍‌ ହେବେ ଆରିସିବିର ନୂଆ ଅଧିନାୟକ, ଖୁବଶୀଘ୍ର ହୋଇପାରେ ଘୋଷଣା

ବେଙ୍ଗାଲୁରୁ : ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଟେଷ୍ଟ ଖେଳିବା ପରେ ବିରାଟ କୋହଲି ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ରେ ଫାଫ୍‌ ଡୁ ପ୍ଲେସିସ୍‌ଙ୍କ ଅଧିନାୟକତ୍ୱରେ ଖେଳିବେ । ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ସେମାନଙ୍କର ନୂତନ ଅଧିନାୟକ ନାମ ଏକ ପ୍ରକାର ଚୂଡାନ୍ତ
Read More...

ଗ୍ଲୋଭ୍‌ସରେ ଲାଖିଗଲା ବଲ୍‌,ରନ-ଆଉଟରୁ ବର୍ତ୍ତିଗଲେ ବାଂଲା ବ୍ୟାଟର

ନୂଆଦିଲ୍ଲୀ,୭/୩ : କ୍ରିକେଟରେ ଅନେକ ସମୟରେ ପଡ଼ିଆରେ ବଡ଼ ଅଜବ ଘଟଣାସବୁ ଘଟିଥାଏ,ଯାହା ମ୍ୟାଚକୁ ଆହୁରି ରୋମାଞ୍ଚକର କରିଥାଏ । ଏଭଳି ଏକ ଘଟଣା ଘଟିଥିଲା ଆଇସିସି ମହିଳା ବିଶ୍ୱକପର ନ୍ୟୁଜିଲାଣ୍ଡ-ବାଂଲାଦେଶ ମ୍ୟାଚରେ । ଖେଳର ୨୬ତମ ଓଭରରେ ଦେଖିବାକୁ ମିଳିଥିଲା ଏକ ଆମୋଦଦାୟକ ଦୃଶ୍ୟ ।
Read More...

ବିରାଟଙ୍କ “ପୁଷ୍ପା’ ଲୁକ୍‌

ମୋହାଲି : ଅତିଥି ଶ୍ରୀଲଙ୍କା ବିପକ୍ଷ ପ୍ରଥମ ମ୍ୟାଚରେ ଭାରତ ଏକ ଇନିଂସ ଏବଂ ୨୨୨ ରନରେ ଜିତିଛି । ଏଥି ସହିତ ସିରିଜରେ ୧-୦ରେ ଆଗୁଆ ରହିଛି । ଏହି ମ୍ୟାଚ୍‌ ଉଭୟ ଦଳ ପାଇଁ ସ୍ୱତନ୍ତ୍ର ଥିଲା । ପୂର୍ବତନ ଅଧିନାୟକ ବିରାଟ କୋହଲି ତାଙ୍କର ୧୦୦ତମ ଟେଷ୍ଟ ଖେଳିଥିବା ବେଳେ ଶ୍ରୀଲଙ୍କା ଦଳ
Read More...

ଶିବରାମ ସାହୁ ସ୍ମାରକୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକ୍‌ ଅନ୍ତର୍ଗତ ବିଶିପଡ଼ା ଠାରେ ପ୍ରଥମ ବାର୍ଷିକ ଶିବରାମ ସାହୁ ସ୍ମାରକୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆଜି ଉଦଯାପିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟରେ ମୋଟ ୮ ଗୋଟି ଦଳଙ୍କୁ ନେଇ ଖେଳା ଯାଇଥିଲା । ଉଦଯାପନୀ ଦିବସରେ ମୁଖ୍ୟ ଅତିଥି ଜାଗ୍ରତ
Read More...

କପିଲ ଦେବଙ୍କ ଏହି ଖାସ ରେକର୍ଡ ଭାଙ୍ଗିଲେ ଅଶ୍ୱିନ

ମୋହଲି : ମୋହଲିର ଆଇଏସ୍‌ ବିନ୍ଦ୍ରା ଷ୍ଟାଡିୟମରେ ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟର ତୃତୀୟ ଦିନରେ ଭାରତୀୟ ତାରକା ଅଫ୍‌ ସ୍ପିନର ରବିଚନ୍ଦ୍ରନ୍‌ ଅଶ୍ୱିନ୍‌ କପିଲ ଦେବଙ୍କ ରେକର୍ଡ ଭାଙ୍ଗିଛନ୍ତି । ଟେଷ୍ଟ କ୍ରିକେଟରେ ଅଶ୍ୱିନ ବର୍ତ୍ତମାନ ଭାରତ ପାଇଁ ଦ୍ୱିତୀୟ ସର୍ବାଧିକ ୱିକେଟ୍‌
Read More...

ଦିନିକିଆ ମହିଳା ବିଶ୍ୱକପ : ପାକିସ୍ତାନକୁ ହରାଇଲା ଭାରତ

ନୂଆଦିଲ୍ଲୀ : ଆଇସିସି ମହିଳା ବିଶ୍ୱକପ ୨୦୨୨ ର ଚତୁର୍ଥ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ପାକିସ୍ତାନକୁ ୧୦୭ ରନ୍‌ରେ ପରାସ୍ତ କରି ଟୁର୍ଣ୍ଣାମେଣ୍ଟର ଆରମ୍ଭ ବିଜୟ ସହ କରିଛି । ପ୍ରଥମେ ବ୍ୟାଟିଂ କରି ପୂଜା, ସ୍ନେହା ଏବଂ ମନ୍ଧନାରୁ ଅର୍ଦ୍ଧଶତକୀୟ ସହାୟତାରେ ପାକିସ୍ତାନ ସମ୍ମୁଖରେ ଭାରତ ୨୪୫ ରନ୍‌
Read More...

ଏହି ମାଇଲଖୁଣ୍ଟ ହାସଲ କଲେ ଅଶ୍ୱିନୀ

ମୋହାଲି : ଟିମ୍‌ ଇଣ୍ଡିଆର ପ୍ରିମିୟର ଅଫ୍‌ ସ୍ପିନର ଆର ଅଶ୍ୱିନ୍‌ ଟେଷ୍ଟ କ୍ରିକେଟ୍‌ରେ ଚମତ୍କାର ପ୍ରଦର୍ଶନ କରିଛନ୍ତି । ଟେଷ୍ଟ କ୍ରିକେଟରେ ସର୍ବାଧିକ ୱିକେଟ୍‌ ନେବା ମାମଲାରେ ଶ୍ରେଷ୍ଠ ୧୦ ବୋଲରଙ୍କ ତାଲିକାରେ ରବିଚନ୍ଦ୍ରନ ଅଶ୍ୱିନ ସାମିଲ ହୋଇଥିବା ବେଳେ ପୂର୍ବତନ ଶ୍ରୀଲଙ୍କା ଦଳର
Read More...

ଜାଡେଜାଙ୍କୁ ୫ ୱିକେଟ, ଶ୍ରୀଲଙ୍କା ପ୍ରଥମ ଇନିଂସରେ ୧୭୪ରେ ଅଲଆଉଟ୍‌

ମୋହାଲି : ଏଠାକାର ପଞ୍ଜାବ କ୍ରିକେଟ ଆସୋସିଏସନ ଆଇଏସ ବିନ୍ଦ୍ରା ଷ୍ଟାଡିୟମରେ ଖେଳାଯାଉଥିବା ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଭାରତ ଦୃଢ ସ୍ଥିତିରେ ପହଞ୍ଚିଛି । ପ୍ରଥମେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଚମକ୍ରାର ବ୍ୟାଟିଂ ବଲରେ ୫୭୪ରନ ବୃହତ ସ୍କୋର କରିଥିବା ବେଳେ ବୋଲିଂରେ
Read More...

ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ସେନ ୱାର୍ଣ୍ଣଙ୍କ ପରଲୋକ

ସିଡନୀ : ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ସେନ ୱାର୍ଣ୍ଣଙ୍କ ଆଜି ହୃଦଘାତରେ ପରଲୋକ ହୋଇଥିବା ଜଣାପଡିଛି । ମୃତ୍ୟୁ ବେଳକୁ ତାଙ୍କୁ ୫୨ ବର୍ଷ ବୟସ ହୋଇଥିଲା । ଥାଇଲାଣ୍ଡରେ ତାଙ୍କର ହୃଦଘାତ ଯୋଗୁଁ ମୃତ୍ୟୁ ହୋଇଥିବା ଜଣାପଡିଛି ।ୱାର୍ଣ୍ଣଙ୍କ ଦେହାନ୍ତ ଖବର ପାଇଁ କ୍ରିକେଟ୍‌ ଜଗତ ସ୍ତବ୍ଧ
Read More...