Sign in
Sign in
Recover your password.
A password will be e-mailed to you.
Browsing Category
ଖେଳ
ଏହି ଆଇପିଏଲ ଦଳର କୋଚ ହେବେ ଗ୍ୟାରି କ୍ରିଷ୍ଟେନ !
ନୂଆଦିଲ୍ଲୀ : ଭାରତର ବିଶ୍ୱକପ ବିଜେତା ପ୍ରଶିକ୍ଷକ ଗ୍ୟାରି କ୍ରିଷ୍ଟେନ୍ ଆଇପିଏଲ୍ ୨୦୨୨ରେ ପ୍ରତ୍ୟାବର୍ତ୍ତନ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଦକ୍ଷିଣ ଆଫ୍ରିକାର ପୂର୍ବତନ କ୍ରିକେଟର କ୍ରିଷ୍ଟେନ୍ଙ୍କୁ ଆଇପିଏଲରେ ଅହମ୍ମଦାବାଦ ଫ୍ରାଞ୍ଚାଇଜର ମୁଖ୍ୟ ପ୍ରଶିକ୍ଷକ ହୋଇପାରନ୍ତି । ଭାରତର!-->…
Read More...
Read More...
ବୌଦ୍ଧ ବ୍ଳକ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦଯାପିତ: ସାହାଜପାଲ ଚମ୍ପିୟାନ
ଜହ୍ନାପଙ୍କ : ବୌଦ୍ଧ ବ୍ଳକ ଅନ୍ତର୍ଗତ ମୁଣ୍ଡାପଡା ଖେଳ ପଡ଼ିଆରେ ଗତ ୧୮ ତାରିଖରୁ ଚାଲିଥିବା ବୌଦ୍ଧ ବ୍ଳକ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଆଜି ଫାଇନାଲ ଖେଳ ସହ ଉଦଯାପିତ ହୋଇଯାଇଛି । ଫାଇନାଲ ଖେଳ ଗିରାସିଙ୍ଗା ଓ ସାହାଜପାଲ ମଧ୍ୟରେ ହୋଇଥିଲା । ନିର୍ଦ୍ଧାରିତ ସମୟ ମଧ୍ୟରେ କେହି କାହାକୁ ଗୋଲ!-->…
Read More...
Read More...
୧୧୪୦୩ ଶିକ୍ଷକ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର : ରାଜ୍ୟରେ ସରକାରୀ ଉଚ୍ଚ ବିଦ୍ୟାଳୟ ଗୁଡିକର ୫-ଟି ରୂପାନ୍ତର କାର୍ଯ୍ୟକ୍ରମରେ ରୂପାନ୍ତରଣ ସହିତ ଶିକ୍ଷକ ନିଯୁକ୍ତି ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୧୧୪୦୩ ଶିକ୍ଷକ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ।!-->…
Read More...
Read More...
ସନରାଇଜର୍ସ ହାଇଦ୍ରାବାଦ ଦଳରେ ଯୋଗ ଦେଲେ ଲାରା ଓ ଷ୍ଟେନ
ନୂଆଦିଲ୍ଲୀ : କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍ ବ୍ରାଏନ୍ ଲାରା ଏବଂ ଦକ୍ଷିଣ ଆଫ୍ରିକାର ମାରାତ୍ମକ ବୋଲର ଡେଲ୍ ଷ୍ଟେନ୍ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ରେ ଯୋଡି ହୋଇଯାଇଛି । ସନରାଇଜର୍ସ ହାଇଦ୍ରାବାଦ ଲାରାଙ୍କୁ ବ୍ୟାଟିଂ କୋଚ ଏବଂ ଷ୍ଟେନଙ୍କୁ ବୋଲିଂ କୋଚ ଭାବରେ ନିଯୁକ୍ତ!-->…
Read More...
Read More...
ରାଜ୍ୟ କରାଟେ ଚମ୍ପିୟାନସିପରେ ନବରଙ୍ଗପୁର ଦଳ ଚମ୍ପିୟାନ
ନବରଙ୍ଗପୁର: ନବରଙ୍ଗପୁର ଏସିଆନ କରାଟେ ସ୍କୁଲରେ ଅନୁଷ୍ଠାନର ମୁଖ୍ୟ ସେଂସାଇ ଶରତ କୁମାର ରାଉତଙ୍କ ନେତୃତ୍ୱରେ ଏକ ବାର ଜଣିଆ ଦଳ ଗତ ୧୯ ତାରିଖରେ ଭୁବନେଶ୍ୱର ରେଳବାଇ ଇଣ୍ଡୋର ଷ୍ଟାଡିୟମରେ ଅନୁଷ୍ଠିତ ରାଜ୍ୟ କରାଟେ ଚମ୍ପିୟାନସିପରେ ଭାଗ ନେଇଥିଲେ । ଏଥିରେ ବାର ବର୍ଷରୁ କମ ୪୦ କିଲୋଗ୍ରାମ!-->…
Read More...
Read More...
ଆଇପିଏଲର ମେଗା ନିଲାମର ତାରିଖ ହେଲା ଘୋଷଣା
ନୂଆଦିଲ୍ଲୀ ୨୨ ।୧୨: ଇଣ୍ଡିଆନ ପ୍ରିମିୟର ଲିଗ୍ ୨୦୨୨ର ମେଗା ନିଲାମର ଆୟୋଜନ ଫେବୃଆରୀ ୭ ଓ ୮ରେ ବେଙ୍ଗାଲୁରୁରେ ହୋଇପାରେ ବୋଲି ବିସିସିଆଇର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି । ଏହା ଆଇପିଏଲର ଶେଷ ମେଗା ନିଲାମ ହୋଇପାରେ କାରଣ ଅଧିକାଂଶ ମୂଳ ଆଇପିଏଲ ଦଳ ଏହାକୁ ବନ୍ଦ କରିବାକୁ ଚାହୁଁଛନ୍ତି!-->…
Read More...
Read More...
ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ, ଲାବୁସେନ ନମ୍ବରୱାନ ବ୍ୟାଟ୍ସମ୍ୟାନ
ଦୁବାଇ : ଆଇସିସି ପକ୍ଷରୁ ଆଜି ଟେଷ୍ଟ ବ୍ୟାଟ୍ସମ୍ୟାନ୍ଙ୍କ ସର୍ବଶେଷ ର଼୍ୟାଙ୍କିଙ୍ଗ ପ୍ରକାଶ କରାଯାଇଛି । ସର୍ବଶେଷ ଆଇସିସି ର଼୍ୟାଙ୍କିଙ୍ଗରେ ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ୍ ମାର୍ନସ୍ ଲାବୁସେନ ଏକ ନମ୍ବର ବ୍ୟାଟ୍ସମ୍ୟାନ୍ ହୋଇଛନ୍ତି । ସେ ଇଂଲଣ୍ଡ ଅଧିନାୟକ ଜୋ ରୁଟଙ୍କୁ ଅତିକ୍ରମ କରି!-->…
Read More...
Read More...
ଟେଷ୍ଟ ସିରିଜ ପୂର୍ବରୁ ଡରିଲେଣି ଦ.ଆଫ୍ରିକା ଅଧିନାୟକ, କହିଲେ ଏହି ବୋଲର ଆମ ପାଇଁ ବିପଦ
ସେଞ୍ଚୁରିଅନ : ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ ଆରମ୍ଭ ହେବାକୁ ଆଉ ଏକ ସପ୍ତାହରୁ କମ୍ ସମୟ ରହିଛି । ଉଭୟ ଦଳ ମଧ୍ୟରେ ଟେଷ୍ଟ ସିରିଜ୍ ଡିସେମ୍ବର ୨୬ ରୁ ସେଞ୍ଚୁରିଅନରେ ହେବାକୁ ଥିବା ପ୍ରଥମ ଟେଷ୍ଟ ସହିତ ଆରମ୍ଭ ହେବ । ସିରିଜ୍ ଆରମ୍ଭ!-->…
Read More...
Read More...
ବୌଦ୍ଧ ବ୍ଳକ ସ୍ତରୀୟ ଫୁଟବଲ ପ୍ରତିଯୋଗିତା : ସେମିଫାଇନାଲରେ ଗିରାସିଙ୍ଗା
ଜହ୍ନାପଙ୍କ : ବୌଦ୍ଧ ବ୍ଳକ ଅନ୍ତର୍ଗତ ମୁଣ୍ଡାପଡା ଖେଳ ପଡ଼ିଆରେ ଗତ ୧୮ ତାରିଖରୁ ଚାଲିଥିବା ବୌଦ୍ଧ ବ୍ଳକ ସ୍ତରୀୟ ଫୁଟବଲ ପ୍ରତିଯୋଗିତାର ଆଜି ତୃତୀୟ ଦିନର ପ୍ରଥମ ମ୍ୟାଚ ମନୁପାଲି ଓ ନାଗପାଲି ମଧ୍ୟରେ ହୋଇଥିଲା । ଏଥିରେ ମନୁପାଲି ୧-୦ ଗୋଲରେ ବିଜୟୀ ହୋଇଥିଲା । ଦ୍ୱିତୀୟ ମ୍ୟାଚ!-->…
Read More...
Read More...
ଝିଅର ଫଟୋ ସେୟାର କଲେ ଭୁବନେଶ୍ୱର କୁମାର
ନୂଆଦିଲ୍ଲୀ : ଭାରତୀୟ ପେସର ଭୁବନେଶ୍ୱର କୁମାର ନିଜର ଝିଅ ଫଟୋ ପ୍ରଥମ ଥର ପାଇଁ ସୋସିଆଲ ମିଡିଆରେ ସେୟାର କରିଛନ୍ତି । ଗତ ମାସରେ ତାଙ୍କ ପତ୍ନୀ ନୂପୁର ଏକ କନ୍ୟା ସନ୍ତାନଙ୍କୁ ଜନ୍ମ ଦେଇଥିଲେ । ବିବାହ ବାର୍ଷିକୀର ଗୋଟିଏ ଦିନ ପୂର୍ବରୁ ତାଙ୍କ ଘରକୁ ଏହି କନ୍ୟା ରତ୍ନଙ୍କ ଆଗମନ ହୋଇଥିବାରୁ!-->…
Read More...
Read More...