Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଓଡିଶାରେ ଅମିତ ଶାହ
ଭୁବନେଶ୍ୱର: ଭୁବନେଶ୍ୱର ବିମାନବନ୍ଦରରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଶୁକ୍ରବାର ଆସି ପହଞ୍ଚିଛନ୍ତି। ଶାହା ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ। ଏଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସ୍ବାଗତ କରିଥିଲେ। ରାଜ୍ୟ ଭାଜପା ସଭାପତି!-->…
Read More...
Read More...
ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ଵର ହୋତା
ଭୁବନେଶ୍ଵର: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଏବଂ ଦତ୍ତେଶ୍ଵର ହୋତା। ବିଜେଡି ପ୍ରାର୍ଥୀ ଭାବେ ସଂତୃପ୍ତ ମିଶ୍ର ୨ ସେଟ୍ ରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେହିପରି କମନ୍ କ୍ୟାଣ୍ଡିଡେଟ୍ ଭାବେ ଡାକ୍ତର ଦତ୍ତେଶ୍ଵର ହୋତା ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ରିଟର୍ଣ୍ଣି!-->…
Read More...
Read More...
ହୋଲିରେ ଭୁବନେଶ୍ବରରେ ଜମିଲା ଆମିଷ ବେପାର, ଖାଇଗଲେ…
ଭୁବନେଶ୍ୱର: ହୋଲିରେ ଭୁବନେଶ୍ବରରେ ଜମିଲା ଆମିଷ ବେପାର । ହୋଲି ଖେଳିବା ସହ ଆମିଷର ମଜା ଉଠାଇଛନ୍ତି ଭୁବନେଶ୍ବରବାସୀ । ରାଜଧାନୀରେ କୋଟି କୋଟି ଟଙ୍କାର ଆମିଷ ବିକ୍ରି ହୋଇଛି। ୮ କୋଟିର ଆମିଷ ବିକ୍ରି ହୋଇଥିବାରୁ ବ୍ୟବସାୟୀ ଖୁସି ପ୍ରକାଶ କରିଛନ୍ତି।
ମିଳିଥିବା ସୂଚନାନୁସାରେ, ହୋଲିରେ!-->!-->!-->…
Read More...
Read More...
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ମନ୍ତ୍ରୀ ସୁରେଶ ପୂଜାରୀ
ଭୁବନେଶ୍ୱର: ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହୋଇଛନ୍ତି। ତାଙ୍କର ହୃଦ୍ରୋଗ ସମସ୍ୟା ଥିବାରୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ। ଡାକ୍ତରମାନେ ତାଙ୍କର ଆଞ୍ଜିଓଗ୍ରାଫି କରିଥିବାବେଳେ ଅନ୍ୟ ଚିକିତ୍ସା ବି କରିଥିଲେ।
ତେବେ ଡାକ୍ତରଙ୍କ ପରାମର୍ଶ କ୍ରମେ!-->!-->!-->…
Read More...
Read More...
ଭାରତକୁ ବିଶ୍ୱର ‘ଜ୍ଞାନ ସେତୁ’ ଭାବେ ଗଢ଼ିବା- ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ନୂଆଦିଲ୍ଲୀରେ ଆୟୋଜିତ 'ଷ୍ଟଡି ଇନ୍ ଇଣ୍ଡିଆ' ଏଡୁ-ଡିପ୍ଲୋମାଟିକ କନକ୍ଲେଭ (Study in India Edu-Diplomatic Conclave 2026) ରେ ବିଶ୍ୱର ୫୦ରୁ ଅଧିକ ଦେଶର ରାଷ୍ଟ୍ରଦୂତ, ହାଇକମିଶନର ଏବଂ କୂଟନୀତିଜ୍ଞ ମାନଙ୍କୁ!-->…
Read More...
Read More...
ମେ’ ମାସରେ ପ୍ରକାଶ ପାଇବ ମାଟ୍ରିକ୍ ଫଳ
କଟକ ୨।୩: ମେ’ ମାସରେ ପ୍ରକାଶ ପାଇବ ମାଟ୍ରିକ୍ ଫଳ। ମେ' ମାସ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ୍ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ । OMR ଖାତା ଦେଖା ଆରମ୍ଭ ହୋଇ ସାରିଲାଣି । ଆସନ୍ତା ୧୯ରୁ ସବଜେକ୍ଟିଭ ଖାତା ଦେଖା ଆରମ୍ଭ ହେବ ।ବୋର୍ଡ!-->…
Read More...
Read More...
ଓଡିଶା ଆସିବେ ଅମିତ ଶାହ, ଏହି ସବୁ କାର୍ଯ୍ୟକ୍ରମରେ ଯୋଗଦେବେ
ଭୁବନେଶ୍ୱର:ଆସନ୍ତା ୫ ତାରିଖରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ପକ୍ଷରୁ ଗୁରୁବାର ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ପ୍ରାପ୍ତ!-->…
Read More...
Read More...
ରାଜ୍ୟରେ ବୃଦ୍ଧି ପାଇବ ଦିନ ଓ ରାତି ତାପମାତ୍ରା
ଭୁବନେଶ୍ୱର: ରାଜ୍ୟରେ ବୃଦ୍ଧି ପାଇବ ଦିନ ଓ ରାତି ତାପମାତ୍ରା। ଆସନ୍ତା ୩ଦିନ ମଧ୍ୟରେ ସର୍ବାଧିକ ବା ଦିନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ସେହିପରି ସର୍ବନିମ୍ନ ବା ରାତି ତାପମାତ୍ରା ୩ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର!-->…
Read More...
Read More...
୩ ଦିନ ପରେ ବଢ଼ିବ ଖରା
ଭୁବନେଶ୍ୱର: ଖରା ବଢ଼ିବ । ଆସନ୍ତା ୩ ଦିନ ପରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଇବ । ପ୍ରାୟ ୨ରୁ ୩ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇପାରେ ଦିନର ସର୍ବୋଚ୍ଚ ତାପମାତ୍ରା। ହେଲେ ରାତି ତାପମାତ୍ରା କମିବ । ଆସନ୍ତା ଦୁଇଦିନ ଭିତରେ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ କମିପାରେ । ଏଭଳି!-->…
Read More...
Read More...
ରାଜ୍ୟସଭା ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ
ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ଆଜି ବିଧିବଦ୍ଧ ଭାବେ ପ୍ରକାଶ ପାଇଛି ବିଜ୍ଞପ୍ତି । ମାର୍ଚ୍ଚ ୫ ଯାଏଁ ନାମାଙ୍କନ ଦାଖଲ ପ୍ରକ୍ରିୟା, ୬ ତାରିଖରେ ଯାଞ୍ଚ। । ମାର୍ଚ୍ଚ ୯ ତାରିଖରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ । ସେହିପରି ମାର୍ଚ୍ଚ ୧୬ ତାରିଖ ସକାଳ ୯ରୁ ଅପରାହ୍ଣ ୪ ଯାଏଁ!-->…
Read More...
Read More...