Browsing Category

ରାଜ୍ୟ

୧୨ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ

ଭୁବନେଶ୍ଵର, : ସରିଲା ରାଜ୍ୟ କ୍ୟାବିନେଟ୍ ବୈଠକ। ୧୦ଟି ବିଭାଗର ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ। ରାଜ୍ୟ ସମବାୟ ନୀତିକୁ କ୍ୟାବିନେଟ୍ ଅନୁମୋଦନ ମିଳିଛି। ଜାତୀୟ ଢାଞ୍ଚାରେ ହେବ ନୀତି। ସେହିପରି ଜଳସମ୍ପଦ ବିଭାଗର ଡାଇଭର୍ସନ ସିଷ୍ଟମ ପାଇଁ ୩୬୨ କୋଟି ମଞ୍ଜୁର ହୋଇଛି। ଏନେଇ ମୁଖ୍ୟ ଶାସନ ସଚିବ
Read More...

ଓଡ଼ିଆ ଭାଷାରେ ଏକାଦଶ ଶ୍ରେଣୀ ବିଜ୍ଞାନ ସନ୍ଦର୍ଭ ପୁସ୍ତକ (Reference Book) ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଆ ଭାଷାରେ ପ୍ରସ୍ତୁତ ଏକାଦଶ ଶ୍ରେଣୀ ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପାଇଁ ସନ୍ଦର୍ଭ ପୁସ୍ତକ (Reference Book) ଗୁଡିକ ଉନ୍ମୋଚନ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରସ୍ତୁତ ଏହି ପୁସ୍ତକ
Read More...

ସୁନେତ୍ରା ପାୱାର ହେବେ ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ, ଆଜି ସନ୍ଧ୍ୟା ୫ଟାରେ ନେବେ ଶପଥ

ନୂଆଦିଲ୍ଲୀ। ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ସେ ତାଙ୍କ ପୁଅ ପାର୍ଥଙ୍କ ସହିତ ଶନିବାର ସକାଳେ ମୁମ୍ବାଇରେ ପହଞ୍ଚିଥିଲେ। ସେ ଆଜି (ଜାନୁଆରୀ ୩୧) ସନ୍ଧ୍ୟା ୫ଟାରେ ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ।ବିଧାୟକ ଦଳ ବୈଠକ
Read More...

ନବୀନଙ୍କୁ ଭେଟି କଳିକେଶ କହିଲେ ବଡକଥା, ରାଜନୀତି ସରଗରମ

ଭୁବନେଶ୍ୱର: ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଆଜି ବିଜେଡି ବିଧାୟକ କଳିକେଶ ନାରାୟଣ ସିଂହଦେଓ ସାକ୍ଷାତ କରିଛନ୍ତି। ସାକ୍ଷାତ ଆଲୋଚନା ପରେ ଗଣମାଧ୍ୟମ ଜରିଆରେ କଳିକେଶ ବଡ଼ ସୂଚନା ଦେଇ କହିଛନ୍ତି, ଓଡ଼ିଶା ଲାଗି କାମ କରିବା ପାଇଁ ପ୍ରସ୍ତୁତ ଅଛି। ନବୀନ
Read More...

ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁଙ୍କ ପୁରୀ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥା କଡାକଡି

ପୁରୀ-ଆସନ୍ତା 3 ତାରିଖରେ ମହାମହୀମ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ ପୁରୀ ଗସ୍ତରେ ଆସିବେ। 3 ତାରିଖରେ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟରରେ ପୁରୀ ତାଳବଣିଆ ହେଲିପ୍ୟାଡରେ ଅବତରଣ କରି ସିଧାସଳଖ ଲୋକଭବନରେ ରାତ୍ରୀ ଯାପନ କରିବେ | ତା ପରଦିନ 4 ତାରିଖରେ ପଞ୍ଚତୀର୍ଥ ପୁଷ୍କରିଣୀ ଶ୍ୱେତଗଙ୍ଗା
Read More...

ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ, ଏଣିକି କଲେଜରେ କ୍ଲାସ ନ କରି ଖଟି କଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜରେ କ୍ଲାସ ନ କରି ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଲେଜରେ ଅବହେଳା ନଜରକୁ ଆସିବା ପରେ ଏମିତି ନିଷ୍ପତ୍ତି ନେଇଛି ଉଚ୍ଚଶିକ୍ଷା ବିଭାଗ। ସୂଚନାଯୋଗ୍ୟ, ଉଚ୍ଚଶିକ୍ଷା ବିଭାଗର
Read More...

ଫେବୃଆରୀ ୧ରେ ମୁଖ୍ୟମନ୍ତ୍ରୀଙ୍କ ସୁବର୍ଣ୍ଣପୁର ଗସ୍ତ

ସୁବର୍ଣ୍ଣପୁର : ଫେବୃୟାରୀ ୧ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଆସୁଥିବା ଜଣାଯାଇଛି l ଏହି ଦିନ ଦିବା ୧୦ଟା ସମୟରେ ସେ ସଦର ରାମେଶ୍ଵର ଷ୍ଟାଡିୟମରେ ସ୍ୱତନ୍ତ୍ର ହେଲିକେପ୍ଟର ଯୋଗେ ପହଞ୍ଚି ପ୍ରଥମେ ସ୍ଥାନୀୟ ବଡ଼ ଗୋପାଳ ଜୀ ମନ୍ଦିରରେ ୧୨ଟି
Read More...

ଅଭିନେତା ଅନୁଭବଙ୍କ ବଢିଲା ଅଡୁଆ, ପୁଣି ଚାଲିବ ବିବାହ ବିଚ୍ଛେଦ ମାମଲା

ଭୁବନେଶ୍ୱର: ଅଭିନେତା ଅନୁଭବ ମହାନ୍ତିଙ୍କ ବଢିଲା ଅଡୁଆ। ଆବେଦନ ଖାରଜ କଲେ ହାଇକୋର୍ଟ। ଅନୁଭବଙ୍କ ବିରୋଧରେ ଚାଲିବ ମାମଲା । ଅନୁଭବ ଓ ତାଙ୍କ କର୍ମଚାରୀଙ୍କ ବିରୋଧରେ ଏତଲା ଦେଇଥିଲେ ବର୍ଷା । ଅନୁଭବଙ୍କ ଘରେ ଥିବା ବେଳେ ମାନସିକ ନିର୍ଯାତନା ପାଉଥିବା ଅଭିଯୋଗ କରିଥିଲେ। ଏନେଇ ନିମ୍ନ ଅଦାଲତ
Read More...

ରାଜ୍ୟରେ ବ୍ୟାନ୍‌ ହେବନି ପାନ ମସଲା

ଭୁବନେଶ୍ୱର: ରାଜ୍ୟରେ ବ୍ୟାନ୍‌ ହେବନି ପାନ ମସଲା । ଏନେଇ ଚିଠି ଲେଖି ସ୍ପଷ୍ଟୀକରଣ ରଖିଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସିଟି & ଜିଏସଟି ଓ ଅର୍ଥ ବିଭାଗକୁ ସ୍ୱାସ୍ଥ୍ୟ ସଚିବ ଚିଠି ଲେଖିଛନ୍ତି । ପାନ ମସଲାରେ ଟବାକୋ ଓ ନିକୋଟିନ୍‌ ନଥିବା କହି ଚିଠିରେ ଉଲ୍ଲେଖ କରାଯାଇଛି ।
Read More...

ଓଲଟିଲା ରାଣୀ ପଣ୍ଡାଙ୍କ ଟ୍ରକ, ୪ ଆହତ

ଯାଜପୁର : ଓଲଟିଲା ରାଣୀ ପଣ୍ଡାଙ୍କ ଟ୍ରକ । ଯାଜପୁର ଗୋଲେଇପୁର ଠାରେ ରାଣୀ ପଣ୍ଡାଙ୍କ ଯାତ୍ରା ପାର୍ଟି ନାଟ୍ୟ ମଣ୍ଡପର ଟ୍ରକ ଓଲଟିପଡିଛି । ଯେଉଁଥିରେ ଏକାଧିକ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି । ସମସ୍ତ ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।ଖବର
Read More...