Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ ତିନି ଦିନିଆ ଦିଲ୍ଲୀ ଗସ୍ତ
ଭୁବନେଶ୍ୱର: ଆଜିଠାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯିବେ । ଦିଲ୍ଲୀ ଓ ଗୁରୁଗାଓଁ ଆୟୋଜିତ ହେବାକୁ ଥିବା ଓଡ଼ିଶା ଇନଭେଷ୍ଟର୍ସ ମିଟରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଯିବେ ।
ରାଜ୍ୟରେ ଶିଳ୍ପ ଭିତ୍ତିଭୂମି,!-->!-->!-->…
Read More...
Read More...
ରାଜଧାନୀରେ ରେକର୍ଡ ବର୍ଷା, ଆଜି ଏହି ସବୁ ଜିଲ୍ଲାରେ ହୋଇପାରେ ବଡ ବର୍ଷା
ଭୁବନେଶ୍ୱର: ରାଜ୍ୟରେ ଲଘୁଚାପ ଜନିତ ଅବିଶ୍ରାନ୍ତ ବର୍ଷା ଲାଗି ରହିଛି । ଉପକୂଳରୁ ନେଇ ଆଭ୍ୟନ୍ତରିଣ ଓଡ଼ିଶାରେ ପ୍ରବଳ ବର୍ଷା ହେଉଛି । ବିଭିନ୍ନ ସ୍ଥାନରେ ପୁଣି ଥରେ କୃତ୍ରିମ ବନ୍ୟାର ଭ୍ରମ ସୃଷ୍ଟି ହୋଇଛି । ବିଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ୱର ସର୍ବାଧିକ ବର୍ଷା ରେକର୍ଡ!-->…
Read More...
Read More...
ବନ୍ଦ ହେଲା ହୀରାକୁଦ ଡ୍ୟାମର ଆଉ ୫ଟି ଗେଟ୍
ଭୁବନେଶ୍ବର : ବନ୍ଦ ହେଲା ହୀରାକୁଦ ଡ୍ୟାମର ଆଉ ୫ଟି ଗେଟ୍। ୧୩ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଜାରି ରହିଥିଲା । ଡ୍ୟାମ କର୍ତ୍ତୃପକ୍ଷଙ୍କ ସୂଚନା ଅନୁଯାୟୀ ବର୍ତ୍ତମାନ ଅତିରିକ୍ତ ଜଳ ନିଷ୍କାସନ ପାଇଁ ଜଳଭଣ୍ଡାରର ୮ଟି ଗେଟ୍ ଖୋଲା ରହିଛି । ବର୍ତ୍ତମାନ ହୀରାକୁଦ!-->…
Read More...
Read More...
୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ବର୍ଷା, ଜାରି ହେଲା ୱାର୍ଣ୍ଣିଂ
ଭୁବନେଶ୍ୱର:ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହାସତ୍ତ୍ୱେ ରାଜ୍ୟରେ ପୁଣି ତାପମାତ୍ରା ବଢ଼ିବାରେ ଲାଗିଛି। ୩ ଦିନ ହେବ ରାଜ୍ୟରେ ବର୍ଷା ସହ ଗରମ ଓ!-->…
Read More...
Read More...
କେନ୍ଦୁଝରରେ ବନ୍ୟା କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ରବି ନାରାୟଣ ନାଏକ
କେନ୍ଦୁଝର: ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ଆଜି କେନ୍ଦୁଝର ସର୍କିଟ ହାଉସଠାରେ ବନ୍ୟା ଦ୍ୱାରା ହୋଇଥିବା କ୍ଷୟକ୍ଷତି ଓ ପୁନଃରୁଦ୍ଧାର ପରିଚାଳନା ସମ୍ପର୍କରେ ଏକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ଏହି ବୈଠକରେ ସାମ୍ପ୍ରତିକ ବନ୍ୟା ଯୋଗୁଁ!-->…
Read More...
Read More...
ବ୍ରହ୍ମପୁରରେ ରାଷ୍ଟ୍ରପତି, ଷ୍ଟେସନରେ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା
ବ୍ରହ୍ମପୁର: ବ୍ରହ୍ମପୁରରେ ପହଞ୍ଚିଲେ ରାଷ୍ଟ୍ରପତି । ସେ ସ୍ୱତନ୍ତ୍ର ଟ୍ରେନ୍ ଯୋଗେ ବ୍ରହ୍ମପୁର ଷ୍ଟେସନରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ ଓ ସମ୍ବର୍ଦ୍ଧନା ଦିଆଯାଇଛି । ଷ୍ଟେସନରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରୀ, ବିଧାୟକ ଓ ସାଂସଦମାନେ ଉପସ୍ଥିତ ଥିଲେ ।!-->…
Read More...
Read More...
କୃଷି ପ୍ରଶିକ୍ଷଣ ସଚେତନତା କାର୍ଯ୍ୟକ୍ରମ
ଭୁବନେଶ୍ବର- ସୋଆ ବିଶ୍ୱବିଦ୍ୟାଳୟ ଚତୁର୍ଥ ବର୍ଷ ସ୍ନାତକ ଛାତ୍ର ଛାତ୍ରୀ ମାନଙ୍କ ନିମନ୍ତେ ଗ୍ରାମୀଣ କୃଷି କାର୍ଯ୍ୟ ଅନୁଭୂତି ଅଧିନସ୍ଥ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବାଲିଅନ୍ତା ବ୍ଲକ ଝିଣ୍ଟି ଶାସନ ଗ୍ରାମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜି 1 ଛାତ୍ରୀଗୋଷ୍ଠୀ!-->…
Read More...
Read More...
ଓଏଏସ୍ ଅଧିକାରୀ ସ୍ତରରେ ଅଦଳବଦଳ
ଭୁବନେଶ୍ୱର: ରାଜ୍ୟ ସରକାର ୮ ଜଣ ଓଏଏସ୍ ଅଧିକାରୀଙ୍କୁ ଅଦଳବଦଳ କରିଛନ୍ତି । ବାଣିଜ୍ୟ ଓ ପରିବହନ ବିଭାଗ ସ୍ୱତନ୍ତ୍ର ଶାସନ ସଚିବ ଦେବଦତ୍ତ ସୁରଞ୍ଜିତା ଜେନାଙ୍କୁ ଶକ୍ତି ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଭାବେ ଦାୟିତ୍ୱ ମିଳିଛି । ଜଳସମ୍ପଦ ବିଭାଗର ରଶ୍ମିରଞ୍ଜନ ନାୟକଙ୍କୁ ବାଣିଜ୍ୟ ଓ!-->…
Read More...
Read More...
ହୀରାକୁଦ ଡ୍ୟାମର ୧୩ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ
ସମ୍ବଲପୁର: ଉପରମୁଣ୍ଡ ଅଞ୍ଚଳରେ ବର୍ଷାର ପ୍ରକୋପ କମିଥିବାରୁ ସମ୍ବଲପୁରସ୍ଥିତ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ଧୀରେ ଧୀରେ ହ୍ରାସ ପାଉଛି। ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୧୮.୭୧ ଫୁଟ ରହିଥିବା ସୂଚନା ମିଳିଛି।ବର୍ତ୍ତମାନ ହୀରାକୁଦ ଡ୍ୟାମର ୧୩ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ କରାଯାଉଛି।!-->…
Read More...
Read More...
ରାଜ୍ୟରେ ପୁଣି କାଚିବ ବର୍ଷା, ଜାରି ହେଲା ସତର୍କ ସୂଚନା
ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ଲଗାଣ ବର୍ଷା ଜାରି ରହିବ। ସୋମବାର ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଭାଗ ଆକଳନ ଅନୁସାରେ ଉତ୍ତର ଓଡ଼ିଶା,!-->…
Read More...
Read More...