Browsing Category

ରାଜ୍ୟ

ମହାପ୍ରଭୁଙ୍କୁ ଦର୍ଶନ କଲେ ପିସିସି ସଭାପତି

ପୁରୀ- ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହିତ ଆଶିଷ ଲାଭ କରିଛନ୍ତି ଓଡିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି ଭକ୍ତଚରଣ ଦାସ, ପ୍ରଭାରୀ ଅଜୟ କୁମାର ଲଲ୍ଲୁ, ହରିୟାଣାର କଂଗ୍ରେସ ସାଂସଦ ଦିପେନ୍ଦ୍ର ସିଂ ହୁଡ଼ା। ଶ୍ରୀମନ୍ଦିର ସିଂହଦ୍ଵାର ଠାରେ ପହଞ୍ଚିବା ପରେ ପୁରୀ
Read More...

ଲକ୍ଷପତି ଦିଦି ପଦକ୍ଷେପର ମୂଳ ଉଦ୍ଦେଶ୍ୟ ହେଉଛି ମହିଳା ମାନଙ୍କୁ ଆର୍ଥିକ ସ୍ୱାଧୀନତା ଦେବା : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର-ଆମ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଦୂରଦର୍ଶୀ ମାର୍ଗଦର୍ଶନରେ ଲକ୍ଷପତି ଦିଦି ଯୋଜନା ମହିଳା ମାନଙ୍କୁ ବାର୍ଷିକ ୧ ଲକ୍ଷ ଟଙ୍କାରୁ ଅଧିକ ରୋଜଗାର କରିବାର ମାର୍ଗ ପ୍ରସ୍ତୁତ କରିଛି। ଏହା କେବଳ ରୋଜଗାରର କଥା ନୁହେଁ। ପରନ୍ତୁ, ଏହାର ମୂଳ ଉଦ୍ଦେଶ୍ୟ ହେଉଛି ମହିଳା
Read More...

ଭାରତୀୟ ନୌସେନା ଓ ଭାରତୀୟ ତଟରକ୍ଷୀ ସହ କିଟ୍‌ର ଦୁଇ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର, ୨୯ ।୫: ଶିକ୍ଷାଗତ ସଶକ୍ତିକରଣ ଏବଂ ଅନ୍ତର୍ଭୁକ୍ତିମୂଳକ ରାଷ୍ଟ୍ର ନିର୍ମାଣ ଦିଗରେ ଏକ ପଦକ୍ଷେପ ସ୍ୱରୂପ, କିଟ୍ ବିଶ୍ୱବିଦ୍ୟାଳୟ, ଭାରତୀୟ ନୌସେନା ଓ ଭାରତୀୟ ତଟରକ୍ଷୀ ମଧ୍ୟରେ ଦୁଇଟି ଅଲଗା ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଯାଇଛି। ଏହି ବୁଝାମଣାପତ୍ରରେ କିଟ୍
Read More...

କୋରାପୁଟ ପୋଲିସକୁ ବଡ ସଫଳତା, ଦୁର୍ଦ୍ଦାନ୍ତ ମାଓବାଦୀ କୁଞ୍ଜାମ ହିଡମା ଗିରଫ

କୋରାପୁଟ- ମାଓବାଦୀ ଅଭିଯାନ କ୍ଷେତ୍ରରେ କୋରାପୁଟ ପୋଲିସକୁ ଏକ ବଡ ସଫଳତା ମିଳିଛି । ଦୁର୍ଦ୍ଦାନ୍ତ ମାଓବାଦୀ କୁଞ୍ଜାମ ହିଡମା ଓରଫ ମୋହନକୁ ପୋଲିସ ଗିରଫ କରିବାରେ ସକ୍ଷମ ହୋଇଛି। ମାଓବାଦୀ ହିଡମା ଓରଫ ମୋହନ ଛତିଶଗଡ଼ର ବିଜାପୁର ଜିଲ୍ଲା ଉସୁର ଥାନା ଅଞ୍ଚଳର ନିବାସୀ ବୋଲି କୋରାପୁଟ ପୋଲିସ
Read More...

ସାକ୍ଷୀଗୋପାଳ ଠାରୁ ଆରମ୍ଭ ହେଲା ବିକଶିତ କୃଷି ସଂକଳ୍ପ ଅଭିଯାନ

ଭୁବନେଶ୍ୱର: ଭାରତ ସରକାରଙ୍କ କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଆଜି ପୁରୀର ସାକ୍ଷୀଗୋପାଳ ସ୍ଥିତ କୃଷି ବିଜ୍ଞାନ କେନ୍ଦ୍ର ଠାରେ ବିକଶିତ କୃଷି ସଂକଳ୍ପ ଅଭିଯାନ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର କୃଷିମନ୍ତ୍ରୀ ଶ୍ରୀ ଶିବରାଜ ସିଂ ଚୌହାନ୍‌ ଓ
Read More...

ଆଧ୍ୟାତ୍ମିକତାର ଦିବ୍ୟତା ଓ ଲୋକ ସଂସ୍କୃତିର ଭବ୍ୟତାର ବିରଳ ସଙ୍ଗମ ହେଉଛି ଶୀତଳ ଷଷ୍ଠୀ : ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର:କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଭିଡ଼ିଓ ବାର୍ତ୍ତା ଜରିଆରେ ଶୀତଳ ଷଷ୍ଠୀ -୨୦୨୫ର ଶୁଭେଚ୍ଛା ଜଣାଇବା ସହ ଆସନ୍ତାକାଲି ଠାରୁ ଜୁନ ୨ ପର୍ଯ୍ୟନ୍ତ ସମ୍ବଲପୁର ଶୀତଳଷଷ୍ଠୀ ପର୍ବରେ ସାମିଲ ହେବା ପାଇଁ ସମସ୍ତଙ୍କୁ ନିମନ୍ତ୍ରଣ ଦେଇଛନ୍ତି ।   ଶ୍ରୀ ପ୍ରଧାନ
Read More...

ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ଆକାଶ ଅମ୍ବାନୀ

ପୁରୀ- ବିଶିଷ୍ଟ ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ବଡ ପୁଅ ତଥା ରିଲାଏନ୍ସ ଜିଓର ଚେୟାରମ୍ୟାନ ଆକାଶ ଅମ୍ବାନୀ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ବୁଧବାର ବିଳମ୍ବିତ ରାତିରେ ଆକାଶ ଅମ୍ବାନୀ ଶ୍ରୀମନ୍ଦିର ଆସି ଶ୍ରୀଜିଉଙ୍କ ଦର୍ଶନ ଲାଭ କରିଥିଲେ।ମହାପ୍ରଭୁଙ୍କ
Read More...

ନିଶା ଖାଇବା ପାଇଁ ଟଙ୍କା ନଦେବାରୁ ମାଆକୁ ମାରିଲା ପୁଅ

ପୁରୀ; ପୁରୀ ସଦର ସମଙ୍ଗରା ଗ୍ରାମରେ ବିଭତ୍ସ କାଣ୍ଡ। ପୁଅର ଫାଉଡ଼ା ଚୋଟ ରେ ମାଆ ମୃତ । ମୃତକ ହେଉଛନ୍ତି ସମଂଗରା ମଶାଣି ଉପର ନିକଟର କନକ ପ୍ରଧାନ(୫୫)। ଘଟଣା ରେ ପେଣ୍ଠକଟା ମେରାଇନ ଥାନା ପୋଲିସ ଅଭିଯୁକ୍ତ ପୁଅ ପିଙ୍କୁ ପ୍ରଧାନ (୩୦)କୁ ଗିରଫ କରିଛି। ସୂଚନା ଅନୁଯାୟୀ ଆଜି ସକାଳେ ପିଂକୁ
Read More...

ହୋମଗାର୍ଡ ଚାକିରି ପାଇଁ ଶାରୀରିକ ପରୀକ୍ଷା ବେଳେ ଅଘଟଣ; ଜଣେ ମୃତ, ୭ ଗୁରୁତର

ପାରଳାଖେମୁଣ୍ଡି- ହୋମଗାର୍ଡ ଚାକିରି ପାଇଁ ଶାରୀରିକ ପରୀକ୍ଷା ବେଳେ ଅଘଟଣ । ଗୁରୁତର ଅସୁସ୍ଥ ହୋଇ ଜଣେ ପରୀକ୍ଷାର୍ଥୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୭ଜଣ ଗୁରୁତର ଅସୁସ୍ଥ ହୋଇଛନ୍ତି । ଅସୁସ୍ଥ ଥିବା ପରୀକ୍ଷାର୍ଥୀ ମାନଙ୍କୁ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି
Read More...

ଅବସର ନେବାକୁ ଇଚ୍ଛା ନଥିଲା…

ନୂଆଦିଲ୍ଲୀ: ଜେମ୍ସ ଆଣ୍ଡରସନ ୪୨ ବର୍ଷ ବୟସରେ ଟେଷ୍ଟ କ୍ରିକେଟରୁ ବିଦାୟ ନେଇଥିଲେ। ଆଣ୍ଡରସନ ଯେତେବେଳେ ତାଙ୍କ ୨୧ ବର୍ଷର କ୍ୟାରିଅର ଶେଷ କରିଥିଲେ, ସେତେବେଳେ ସାରା ବିଶ୍ୱ ତାଙ୍କୁ ସଲାମ କରୁଥିବାର ଦେଖାଯାଇଥିଲା। କିନ୍ତୁ ଆଣ୍ଡରସନ ଆଦୌ ଅବସର ନେବାକୁ ଚାହୁଁ ନ ଥିଲେ। ନିକଟରେ ସେ ଏନେଇ
Read More...