Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଜୁନିୟର ରେଡ୍କ୍ରସ୍ ପରାମର୍ଶଦାତାଙ୍କ ଆବାସିକ ପ୍ରଶିକ୍ଷଣ ଶିବିର ଉଦଘାଟିତ
ବୌଦ୍ଧ- ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ, ବୌଦ୍ଧ ଓ ଭାରତୀୟ ରେଡ଼କ୍ରସ ସୋସାଇଟି, ଓଡିଶା ରାଜ୍ୟ ଶାଖାର ମିଳିତ ଆନୁକୂଲ୍ୟରେ ଅଣ ତାଲିମପ୍ରାପ୍ତ ଜୁନିୟର ରେଡ଼କ୍ରସ ପରାମର୍ଶଦାତାଙ୍କ ତ୍ରି-ଦିବସୀୟ ପ୍ରଶିକ୍ଷଣ ଶିବିର ପଲ୍ଲୀବିକାଶ ଉଚ୍ଚ ବିଦ୍ୟାଳୟ ଲୁଣିବାହାଲ ଠାରେ ଉଦଘାଟିତ ହୋଇଯାଇଛି।!-->…
Read More...
Read More...
ଭାରତ ନିର୍ବାଚନ ଆୟୋଗ ଦ୍ବାରା ସାମର୍ଥ୍ୟ ବୃଦ୍ଧି କାର୍ଯ୍ୟକ୍ରମ ଆରମ୍ଭ, ବୌଦ୍ଧ ଜିଲ୍ଲାରୁ ଯୋଗଦେଲେ ୨ବୁଥସ୍ତରୀୟ…
ବୌଦ୍ଧ: ୫୦୦ ଜଣ କ୍ଷେତ୍ର କର୍ମଚାରୀଙ୍କ ପାଇଁ ଭାରତ ନିର୍ବାଚନ ଆୟୋଗ ୨ ଦିନିଆ ସାମର୍ଥ୍ୟ ବୃଦ୍ଧି କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ନୂଆଦିଲ୍ଲୀ ସ୍ଥିତ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଡେମୋକ୍ରାସି ଆଣ୍ଡ ଇଲେକ୍ସନ ମ୍ୟାନେଜମେଣ୍ଟ (ଡିଇଏମ୍)ରେ ବୁଥ ସ୍ତରୀୟ ଅଧିକାରୀ!-->…
Read More...
Read More...
ପୁରୁଣା କଟକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କଲେ ଜିଲ୍ଲାପାଳ
ବୌଦ୍ଧ,୧/୭- ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣା କଟକ ଠାରେ ଥିବା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରିଛନ୍ତି ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା । ଜିଲ୍ଲାପାଳ ଶ୍ରୀ ପଣ୍ଡା ସ୍ୱାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ତାର ଭିତ୍ତିଭୂମି ଅନୁଧ୍ୟାନ କରିବା ସହିତ ବିଭାଗୀୟ ଅଧିକାରୀ ମାନଙ୍କ!-->…
Read More...
Read More...
ଦଇବ ସାଧୁଛି ଦାଉ, କିଡ୍ନୀ ରୋଗରେ ଛଟପଟ ସବିତା
ଦଶପଲ୍ଲା: ଜୀବନ ଜିଁଇଛି ମରିମରି,ବଞ୍ଚିବାକୁ ଆଉ ଇଚ୍ଛାନାହିଁ କିନ୍ତୁ ବଞ୍ଚିବାକୁ ପଡୁଛି ମୋର ଚାରି ଝିଅ ପାଇଁ । ସତେ ଯେମିତି ପାଲଟି ଯାଇଛି ମୁଁ ଜିଅନ୍ତା ଶବ । ହଁ ଆଜ୍ଞା ଏକଥା ଆମେ କହୁନୁ କହୁଛନ୍ତି ଦଶପଲ୍ଲା ବ୍ଲକ କୁଲୁରୁକୁମ୍ପା ଗ୍ରାମ ପଞ୍ଚାୟତର ବିଡାପାଜୁ ଗାଁର ପ୍ରହଲ୍ଲାଦ!-->…
Read More...
Read More...
ଲଗାଣ ବର୍ଷା ଯୋଗୁଁ କୌଣସି ମୁହୂର୍ତ୍ତରେ ଭାଙ୍ଗିପାରେ କାନୁପୁର ବୃହତ୍ ଜଳସେଚନ ପ୍ରକଳ୍ପର କପର୍ ଡ୍ୟାମ୍ ,ଲୋକଙ୍କୁ…
ଚମ୍ପୁଆ : ଯୋଡ଼ା ବ୍ଲକ୍ ବାସୁଦେବପୁର ଠାରେ ବୈତରଣୀ ନଦୀ ଉପରେ ନିର୍ମାଣାଧୀନ କାନୁପୁର ବୃହତ୍ ଜଳସେଚନ ପ୍ରକଳ୍ପର ନର୍ମାଣ କାର୍ଯ୍ୟ ଜୁଲାଇ ଶେଷ ସୁଦ୍ଧା ସାରିବା ପାଇଁ ଲକ୍ଷ୍ୟ ରଖାଯାଇଥିଲା । ଏଥିପାଇଁ କପର୍ ଡ୍ୟାମ୍ ( ମାଟିରେ ନିର୍ମିତ ଅସ୍ଥାୟୀ ବନ୍ଧ) କରାଯାଇ ବନ୍ୟାଜଳକୁ ଅଟକାଇ ଦୁଇଟି!-->…
Read More...
Read More...
ଗଞ୍ଜାମ ଆସିଷ୍ଟାଣ୍ଟ କଲେକ୍ଟର ନିଲମ୍ବିତ
ଭୁବନେଶ୍ୱର: ଗଞ୍ଜାମ ଆସିଷ୍ଟାଣ୍ଟ କଲେକ୍ଟର ନିଲମ୍ବିତ। ଗଞ୍ଜାମ ଆସିଷ୍ଟାଣ୍ଟ କଲେକ୍ଟର ବିଞ୍ଜେଶ ରଞ୍ଜନ ନାୟକଙ୍କୁ ନିଲମ୍ବିତ କରାଯାଇଛି। ବିଞ୍ଜେଶ ରଞ୍ଜନଙ୍କୁ ରାଜସ୍ବ ବିଭାଗ ନିଲମ୍ବନ କରିଥିବା ଜଣାପଡ଼ିଛି। ସେ ଜଟଣୀ ସବ ରେଜିଷ୍ଟ୍ରାର ଥିବାବେଳେ ବେଆଇନ କାମ ଅଭିଯୋଗରେ ନିଲମ୍ବିତ!-->…
Read More...
Read More...
୫ ଯାଏ ପ୍ରବଳ ବର୍ଷା
ଭୁବନେଶ୍ୱର: ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମଙ୍ଗଳବାର ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲାକୁ ଅରେଞ୍ଜ ୱାର୍ନିଂ!-->…
Read More...
Read More...
ଆଜି ଗୁଣ୍ଡିଚା ମନ୍ଦିରରେ ହେରାପଞ୍ଚମୀ ନୀତି , ନନ୍ଦିଘୋଷ ଚକ ଭାଙ୍ଗିବେ ମା ଲକ୍ଷ୍ମୀ
ସାରା ବିଶ୍ୱ ଆଜି ଦେଖିବ ସ୍ୱାମୀ ସ୍ତ୍ରୀ ମଧ୍ୟରେ କଳହ। ଶ୍ରୀଜଗନ୍ନାଥ ସଂସ୍କୃତି ପରମ୍ପରାରେ ଏହାକୁ ସ୍ଥାନ ଦେଇଛନ୍ତି ମହାପ୍ରଭୁ। ଆଜି ଗୁଣ୍ଡିଚା ମନ୍ଦିରରେ ଅନୁଷ୍ଠିତ ହେବ ହେରାପଞ୍ଚମୀ ନିତି । ବିଧିପରମ୍ପରା ପୂର୍ବକ ଆଡପମଣ୍ଡପରେ ବିରାଜିତ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ!-->…
Read More...
Read More...
ଜୁଲାଇ ୧୪ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର: ପୁଣି ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତା ଜୁଲାଇ ୧୪ ତାରିଖରେ ସେ ଓଡ଼ିଶା ଆସିବେ ବୋଲି ଜଣାପଡିଛି। ରାଷ୍ଟ୍ରପତି ଭୁବନେଶ୍ୱର ଏମ୍ସ ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହାସହ ୧୫ରେ କଟକର ବିଭିନ୍ନ କାର୍ଯ୍ୟକ୍ରମରେ!-->…
Read More...
Read More...
ପ୍ରଧାନଶିକ୍ଷକ ରମାକାନ୍ତ ପ୍ରଧାନଙ୍କ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା
ବାରକୋଟ: ଦେବଗଡ଼ ଜିଲ୍ଲା ବାରକୋଟ ବ୍ଲକ ଅଧିନ ବଲଣ୍ଡା ଗ୍ରାମପଞ୍ଚାୟତ ର ସ୍ୱସ୍ତିକ ଉଚ୍ଚପ୍ରାଥମି ବିଦ୍ୟାଳୟର ଶିକ୍ଷକ ରମାକାନ୍ତ ପ୍ରଧାନଙ୍କର ଅବସର କାଳୀନ ସମ୍ବର୍ଦ୍ଧନା ସଭା ସୋମବାର ଦିନ ସ୍ୱସ୍ତିକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ବର୍ଣ୍ଣାଢ଼୍ୟ ତଥା ଭାବବିହ୍ବଳ ପରିବେଶ ଭିତରେ!-->…
Read More...
Read More...