Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ସାହିତ୍ୟିକ ଡ଼ଃ ନୃସିଂହାନନ୍ଦ ସମ୍ୱର୍ଦ୍ଧିତ
ଫୁଲବାଣୀ:-କନ୍ଧମାଳ ଜିଲ୍ଲାର ଜଣାଶୁଣା ସାହିତ୍ୟିକ ତଥା ଶିକ୍ଷାବିତ ଡ଼ଃ ନୃସିଂହାନନ୍ଦ ମହାପାତ୍ରଙ୍କୁ ବ୍ରହ୍ମପୁର ମହାନଗର ମହୋତ୍ସବ ଅବସରରେ "ଅମୂଲ୍ୟ ଆମ ସାହିତ୍ୟ ସଂସଦ' ତରଫରୁ ବିଶିଷ୍ଟ ସାହିତ୍ୟିକ ଭାବେ ସମ୍ୱର୍ଦ୍ଧନା ଦିଆଯାଇଛି । ଉପସ୍ଥିତ ଅତିଥି ମାନେ ଶ୍ରୀ ମହାପାତ୍ରଙ୍କୁ ଉତ୍ତରୀୟ!-->…
Read More...
Read More...
କିଶୋରୀ ବାଳିକା ସଶକ୍ତିକରଣ ଅଭିଯାନ
ପାରଳାଖେମୁଣ୍ଡି, : ଆକାଂକ୍ଷା ଜ଼ିଲ୍ଲା ସହଯୋଗୀ କାର୍ଯ୍ୟକ୍ରମ ଅନ୍ତର୍ଗତ ନୀତି ଆୟୋଗ ସହଯୋଗୀ ସଂସ୍ଥା ପିରାମଲ ଫାଉଣ୍ଡେସନ୍ ଦ୍ୱାରା କିଶୋରୀ ବାଳିକା ସଶକ୍ତିକରଣ ଅଭିଯାନ ଜ଼ିଲ୍ଲା ପରିଷଦ ଅଧକ୍ଷ ଜି. ତ୍ରିପତି ରାଓଙ୍କ ଦ୍ୱାରା ଉଦ୍ଘାଟିତ ହୋଇଯାଇଛି । ଏହି ଅଭିଯାନ ମାଧ୍ୟମରେ ଜିଲ୍ଲାର!-->…
Read More...
Read More...
ରଥଯାତ୍ରା ପାଇଁ ପ୍ରଥମ ସମନ୍ୱୟ ବୈଠକ
ପୁରୀ : ପୁରୀ ରଥଯାତ୍ରା ସମନ୍ୱୟ କମିଟିର ପ୍ରଥମ ବୈଠକ କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ପୌରସଦନରେ ଅନୁଷ୍ଠିତ ହୋଇଯାଇଛି । ଦୀର୍ଘ ଦୁଇ ବର୍ଷପରେ ଭକ୍ତଙ୍କ ଗହଣରେ ରଥଯାତ୍ରା ଅନୁଷ୍ଠିତ ହେଉଥିବା ବେଳେ ଏହାର ସଫଳତା ପାଇଁ ସେ ସମସ୍ତଙ୍କର ସହଯୋଗ କାମନା କରିଥିଲେ । ବୈଠକରେ!-->…
Read More...
Read More...
କଳିଙ୍ଗ ବୈଶ୍ୟ ସମାଜ ପକ୍ଷରୁ ସାମୂହିକ ବ୍ରତ
ନବରଙ୍ଗପୁର: ସ୍ଥାନୀୟ କନ୍ୟକା ପରେମେଶ୍ୱରୀ ମନ୍ଦିରଠାରେ କନ୍ୟକା ପରେମେଶ୍ୱରୀ ମନ୍ଦିର କମିଟି ପକ୍ଷରୁ କଳିଙ୍ଗ ବୈଶ୍ୟ ସମାଜର ସାମୂହିକ ବ୍ରତ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୧୯୦ ଜଣଙ୍କ ବ୍ରତ ସମ୍ପନ୍ନ ହୋଇଥିଲା । ୧୯୦ ଜଣଙ୍କ ମଧ୍ୟରୁ ୭୦ ଜଣ ବିଷ୍ଣୁ ମତଧାରୀ ହୋଇଥିବାବେଳେ ୧୨୦!-->…
Read More...
Read More...
ଜିଲ୍ଲା ସ୍ତରୀୟ ରାଜସ୍ୱ ସମୀକ୍ଷା ବୈଠକ
ପାରଳାଖେମୁଣ୍ଡି : ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର "ଓସୱାନ୍' କକ୍ଷରେ ରାଜ୍ୟ ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଦ୍ୱାରା ଗଜପତି ଜିଲ୍ଲା ସ୍ତରୀୟ ରାଜସ୍ୱ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଜସ୍ୱ ଆଦାୟଠାରୁ ଆରମ୍ଭ କରି!-->…
Read More...
Read More...
ରାସ୍ତା କଡ଼ରେ ଠିଆ ହୋଇଥିବା ବେଳେ ଜଳିଗଲା ଗ୍ରେଡର ମେସିନ୍
ବାଲିଗୁଡ଼ା: ସର୍ଟ ସର୍କିଟ ହୋଇ ଜଳିଗଲା ଠିକା ସଂସ୍ଥାରେ ନିୟୋଜିତ ଗ୍ରେଡେର ମେସିନ୍ । ସୂଚନା ପ୍ରକାରେ ଆଜି ସକାଳ ପ୍ରାୟ ୯.୩୦ ମିନିଟ୍ ସମୟରେ କନ୍ଧମାଳ ଜିଲ୍ଲା କ.ନୂଆଗାଁ ଥାନା କଞ୍ଜାମେଣ୍ଡି ଛକ ୫୯ ନଂ ଜାତୀୟ ରାଜପଥ କଡ଼ରେ ଆର୍କେଡି ନାମକ ଠିକା ସଂସ୍ଥାରେ ନିୟୋଜିତ ଏକ ଗ୍ରେଡର!-->…
Read More...
Read More...
କର୍ମଚାରୀ ଦୃଷ୍ଟି ସୁରକ୍ଷା ଯୋଜନାରେ ଚକ୍ଷୁ ପରୀକ୍ଷଣ ଶିବିର
ସୁବର୍ଣ୍ଣପୁର: ଆଜି ସୁବର୍ଣ୍ଣପୁର ଜିଲ୍ଲାର ମହାନଦୀ ନେତ୍ର ଚିକିତ୍ସାଳୟ ପଣ୍ଡାପାଲି ଓ ସୁବର୍ଣ୍ଣପୁର ଜିଲ୍ଲାପୋଲିସ ବିଭାଗ ଆନୁକୁଲ୍ୟରେ ଏକ ମାଗଣା ଚକ୍ଷୁ ପରୀକ୍ଷଣ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଏହାକୁ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଉଦ୍ ଘାଟନ କରିବା ସହିତ ପ୍ରତି ଆରକ୍ଷୀଙ୍କ!-->…
Read More...
Read More...
ବିଭିନ୍ନ କାର୍ଯ୍ୟକ୍ରମରେ ବାଳ ମୁକୁନ୍ଦ କେନ୍ଦ୍ରର ଯୋଗଦାନ
ପାରଳାଖେମୁଣ୍ଡି : ରବିବାର ବାଳ ମୁକୁନ୍ଦ କାର୍ଯ୍ୟକ୍ରମ ବ୍ରହ୍ମମୁହୂର୍ତ୍ତରେ ପରିଛା ମଠ ବିଜେ ଶ୍ରୀରାସିକରାଜ ମହାପ୍ରଭୁଙ୍କ ମନ୍ଦିର ବେଢ଼ା ପରିକ୍ରମା ନାମ ସଂକୀର୍ତ୍ତନ ସହିତ ହୋଇଥିଲା । ପୂର୍ବାହ୍ନରେ ରାଜସୀତାପୁର ଗୋଷାଣି ବ୍ଲକ ଅନ୍ତର୍ଗତ ଅନାଥ ଆଶ୍ରମ ଶ୍ରୀଜଗନ୍ନାଥ ନିକେତନର!-->…
Read More...
Read More...
ବରିଷ୍ଠ ଶିକ୍ଷକ ଦେବେନ୍ଦ୍ର ମିଶ୍ରଙ୍କ ଧର୍ମ ପତ୍ନୀଙ୍କ ଦେହାନ୍ତ
ସୁବର୍ଣ୍ଣପୁର : ଗତକାଲି ତରଭା ବ୍ଲକ ତୁଲୁଣ୍ଡା ହାଇସ୍କୁଲର ବରିଷ୍ଠ ଶିକ୍ଷକ ତଥା ରମ୍ଭୀସିଂଢୋଲ ଗ୍ରାମର ଦେବେନ୍ଦ୍ର ମିଶ୍ରଙ୍କ ଧର୍ମ ପତ୍ନୀ ଭାରତୀ ମିଶ୍ରଙ୍କ ୫୨ ବର୍ଷ ବୟସରେ ହୃଦଘାତରେ ପରଲୋକ ଘଟିବାରୁ ତରଭା ସୋନପୁର ଓ ବଲାଙ୍ଗୀର ଅଂଚଳରେ ଶୋକ ପ୍ରକାଶ ପାଇଛି । ଶ୍ରୀମତୀ ମିଶ୍ର ମଧୁମେହ!-->…
Read More...
Read More...
ପ୍ଲାଷ୍ଟିକ ଓ ପଲିଥିନ ବ୍ୟାନ୍ ପାଇଁ ନୋଟିସ ଜାରି କଲା ଏନଏସି
କଣ୍ଟାବାଞ୍ଜି,: ରାଜ୍ୟ ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ ଓ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡଙ୍କ ନିର୍ଦ୍ଦେଶ କ୍ରମେ ଆଜି କଣ୍ଟାବାଞ୍ଜି ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର ଅଞ୍ଚଳରେ ପ୍ଲାଷ୍ଟିକ ଓ ପଲିଥିନ ବ୍ୟବହାର ନିଷିଦ୍ଧ ପାଇଁ ନୋଟିସ ଜାରି କରିଛି । ଏନଏସି ପ୍ଲାଷ୍ଟିକ ୱେଷ୍ଟ!-->…
Read More...
Read More...