Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ମାଟ୍ରିକ ବିଦ୍ୟାର୍ଥୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା
ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ଗୋଶାଣି ବ୍ଳକ ଅନ୍ତର୍ଗତ ଗାରାବନ୍ଧ ସ୍ଥିତ ଶ୍ରୀ ଭେଙ୍କେଟେଶ୍ୱର ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ମାଟ୍ରିକ ବିଦ୍ୟାର୍ଥୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି । ଏହି ବିଦାୟକାଳୀନ ସମ୍ବର୍ଦ୍ଧନା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବି.ତିରୁମାଲା ରାଓ!-->…
Read More...
Read More...
ଗିରଫ ହେଲେ ନକଲି ଶିକ୍ଷୟତ୍ରୀ
ଗଞ୍ଜାମ : ଗଂଜାମ ଜିଲ୍ଲାରେ ପୁଣି ଥରେ ପୋଲିସ ଦ୍ୱାରା ଗିରଫ ହେଲେ ଜଣେ ନକଲି ଶିକ୍ଷୟତ୍ରୀ । ଧରାକୋଟ ବ୍ଲକ ନାରାୟଣପୁର ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟତ୍ରୀ ପ୍ରତିମା ସାହୁଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଧରାକୋଟ ପୋଲିସ । +୨ ଜାଲ ସାର୍ଟିଫିକେଟ ଦେଇ ଶିକ୍ଷା ସହାୟକ ଅଭିଯୋଗ ହେବାପରେ!-->…
Read More...
Read More...
ବିଜେଡିରେ ଯୋଗ ଦେଲେ ସ୍ୱୟଂପ୍ରକାଶ
ଭୁବନେଶ୍ୱର: ଜଣାଶୁଣା ଟିଭି ଉପସ୍ଥାପକ, ବୈଦ୍ୟୁତିକ ଗଣମାଧ୍ୟମର ବରିଷ୍ଠ ସାମ୍ବାଦିକ ସ୍ୱୟଂପ୍ରକାଶ ମହାପାତ୍ର ବୁଧବାର ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି। ବିଜେଡ଼ି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଦଳର ସାଧାରଣ ସମ୍ପାଦକ (ଗଣମାଧ୍ୟମ ବ୍ୟାପାର) ମାନସ ରଞ୍ଜନ ମଙ୍ଗରାଜଙ୍କ!-->…
Read More...
Read More...
ଛତୁଚାଷ ତାଲିମ କାର୍ଯ୍ୟକ୍ରମ ଉଦଘାଟିତ
ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ୟୁନିୟନ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷିଣ ଅନୁଷ୍ଠାନ ଦ୍ୱାରା ରାୟଗଡ ବ୍ଲକର ଲୋବା ପଞ୍ଚାୟତ ଅନ୍ତର୍ଗତ କେକୀସିଙ୍ଗ ଗ୍ରାମରେ ଛତୁଚାଷ ତାଲିମ କାର୍ଯ୍ୟକ୍ରମର ଉଦଘାଟନ ସଭା ତାରିଖ ୨୫.୦୪.୨୦୨୨ ଦିନ ଅନୁଷ୍ଠିତ ହୋଇଛି ।ଏହି ୧୦ ଦିନିଆ ତାଲିମ!-->…
Read More...
Read More...
ଚନ୍ଦ୍ରଶେଖର ପାଠାଗାରର ପ୍ରାକ୍ତନ ସଭାପତି ଅଶୋକ ମିଶ୍ରଙ୍କ ପରଲୋକ
ସୁବର୍ଣ୍ଣପୁର : ସୁବର୍ଣ୍ଣପୁରର ବହୁ ପୁରାତନ କ୍ଳବ ଚନ୍ଦ୍ରଶେଖର ପାଠାଗାରର ପ୍ରାକ୍ତନ ସଭାପତି ଓ ମାଁ ଭଗବତୀ ମନ୍ଦିର ପୀଠର ପ୍ରାକ୍ତନ ମେନେଜିଙ୍ଗ କମିଟିର ସଭାପତି ଅଶୋକ ମିଶ୍ରଙ୍କ ୫୭ ବର୍ଷ ବୟସରେ ଗତକାଲି ସନ୍ଧ୍ୟାରେ ସ୍ଥାନୀୟ ମେଡିକାଲରେ ଦେହାନ୍ତ ଘଟିଛି । ଏ ଖବର ପ୍ରସାରିତ ହେବା ପରେ!-->…
Read More...
Read More...
ଜିଲ୍ଲା ସ୍ତରୀୟ ସଡକ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ
ପୁରୀ : ଜିଲ୍ଲା ସ୍ତରୀୟ ସଡକ ସୁରକ୍ଷା କମିଟି ବୈଠକ ସ୍ଥାନୀୟ ସ୍ୱତନ୍ତ୍ର ପ୍ରଦକ୍ଷଣ ଗୃହ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି । ଅତିରିକ୍ତ ଜିଲ୍ଲାପାଳ ସୁଭାଷ ଚନ୍ଦ୍ର ନାଥଶର୍ମା ଏଥିରେ ଅଧ୍ୟକ୍ଷତା କରିଥିଲେ । ଜାତୀୟ ରାଜପଥ ୩୧୬ରେ ଥିବା ୪୩ଟି ଦୁର୍ଘଟଣା ପ୍ରବଣ ସ୍ଥାନ ସଂପର୍କରେ!-->…
Read More...
Read More...
ପଏଁରୀ ପକ୍ଷରୁ ଦୀକ୍ଷାନ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ
ସୁବର୍ଣ୍ଣପୁର - ସୁବର୍ଣ୍ଣପୁର ଜିଲ୍ଲାର ନୃତ୍ୟ, ସଂଗୀତ ନାଟକର ଅଗ୍ରଣୀ ଅନୁଷ୍ଠାନ ପଏଁରୀ ପକ୍ଷରୁ ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡିଶା ସଂଗୀତ ନାଟକ ଏକାଡେମି ଭୁବନେଶ୍ୱର ପକ୍ଷରୁ ମିଳିତ ଭାବରେ ଏକ ଦୀକ୍ଷାନ୍ତ କାର୍ଯ୍ୟକ୍ରମ ପ୍ରଦର୍ଶନ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି ।!-->…
Read More...
Read More...
ନୀଳମାଧବ ମନ୍ଦିର ପାଇଁ ଖର୍ଚ୍ଚ ହେବ ଶହେ କୋଟି
ଭୁବନେଶ୍ୱର : କଣ୍ଟିଲୋ ନୀଳମାଧବ ପୀଠର ପାରିପାର୍ଶ୍ବିକ ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ଲାଭ କରିଛି । ଏଥିନିମନ୍ତେ ୧୦୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ୧୮ ମାସ ମଧ୍ୟରେ କାମ ଶେଷ ହେବ ।ସମ୍ୱନ୍ୱିତ ଐତିହ୍ୟ ଓ କୀର୍ତ୍ତିରାଜି!-->…
Read More...
Read More...
ପୁରୀ ଟାଉନ ଥାନାରେ ଅପରାଜିତାଙ୍କ ନାମରେ ଏତଲା
ପୁରୀ : ପୁରୀ ଗସ୍ତରେ ଆସିଥିବା ସାଂସଦ ଅପରାଜିତା ଷଡଙ୍ଗୀ ପ୍ରଶାସନର ନିୟମ ଉଲ୍ଲଂଘନ କରିଥିବା ହେତୁ ଅପରାଜିତାଙ୍କ ନାମରେ ପୁରୀ ଟାଉନ ଥାନାରେ ଏତଲା ଦିଆଯାଇଛି । ଶ୍ରୀକ୍ଷେତ୍ର ବିକାଶ ମଞ୍ଚ ପକ୍ଷରୁ ଏହି ଏତଲା ଦିଆଯାଇଛି । ଏଏସ୍ଆଇର ଅନୁମତି ବିନା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ!-->…
Read More...
Read More...
କେଗାଁ ରେଞ୍ଜ୍ ଅଧିନ ବିଭିନ୍ନ ଫଡିରେ କେନ୍ଦୁପତ୍ର ତୋଳା ଆରମ୍ଭ
ଗୋଳାମୁଣ୍ଡା : କେଗାଁ ରେଞ୍ଜ୍ ଅଧିନ କେଗାଁ ସମେତ ବିଭିନ୍ନ ଫଡିରେ ସପ୍ତାହେ ହେଲା କେନ୍ଦୁପତ୍ର ତୋଳା ଆରମ୍ଭ ହୋଇଛି । ଫଳରେ କେନ୍ଦୁପତ୍ର ତୋଳାଳି ମାନେ ସକାଳ ୫ଟାରୁ କେନ୍ଦୁପତ୍ର ତୋଳିବାକୁ ଯାଇ ସକାଳ ପ୍ରାୟ ୯ ଟା ସମୟରେ ଘରକୁ ଫେରି କେନ୍ଦୁପତ୍ର ବାନ୍ଧିବା ଆରମ୍ଭ କରୁଥିବା ବେଳେ ବନ୍ଧା!-->…
Read More...
Read More...