Browsing Category

ରାଜ୍ୟ

ଗଜପତି ପୋଲିସକୁ ମିଳିଛି ବଡ଼ ସଫଳତା, ଆନ୍ତଃରାଜ୍ୟ ଗଞ୍ଜେଇ ବ୍ୟବସାୟୀ ଗିରଫ

ଗଜପତି,୨୩/୪-ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଆଦର୍ଶ ଥାନା ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । ଏହି ସାମ୍ବାଦିକ ସମ୍ମିଳନୀରେ ଗଜପତି ଆରକ୍ଷୀ ଅଧୀକ୍ଷକ ଜୟରାମ ଶତପଥି ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ଗଜପତି ପୋଲିସ ଜଣେ ଆନ୍ତଃରାଜ୍ୟ ଗଞ୍ଜେଇ
Read More...

ଜିଲ୍ଲାସ୍ତରୀୟ ବାଲ୍ୟବିବାହ ନିଷେଧ ଉପରେ ଜାତି ମୁଖିଆ ମାନଙ୍କ ଏକ ଦିନିକିଆ କର୍ମଶାଳା

ବୌଦ୍ଧ,୨୩/୪:- ବୌଦ୍ଧ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସମ୍ମିଳନୀ କକ୍ଷରେ ପାରମ୍ପାରିକ ଜାତି ମୁଖିଆ, ମନ୍ଦିର କମିଟି ସଦସ୍ୟ ମାନଙ୍କର ଦିନିକିଆ ବାଲ୍ୟ ବିବାହ ନିଷେଧ ଉପରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବୌଦ୍ଧ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ରଙ୍କ
Read More...

ବ୍ଲକସ୍ତରୀୟ ମେଗା ସ୍ୱାସ୍ଥ୍ୟ ମେଳା

ଗଞ୍ଜାମ,୨୩/୪ : ଭାଟ କୁମରଡ଼ା ଡକ୍ଟର ମନୋଜ ଦାଶଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିଲା । ମୁଖ୍ୟଅତିଥି ଭାବେ ଆସ୍କା ସାଂସଦ ପ୍ରମିଳା ବିଶୋଇ ଏହି ସ୍ୱାସ୍ଥ୍ୟ ମେଳାକୁ ଉଦଘାଟନ କରିଥିଲେ । ଏହି ମେଳାରେ ଅତିଥିଭାବେ ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, ପୁରୁଷୋତ୍ତମପୁର ବ୍ଲକ ବିଡ଼ିଓ
Read More...

ଅଜଣା ଗାଡି ଧକ୍କାରେ ଜଣେ ମୃତ ଓ ଜଣେ ଗୁରୁତର

ଦଶପଲ୍ଲା,୨୩/୪ : - ଖୋର୍ଦ୍ଧା - ବଲାଙ୍ଗୀର ୫୭ନଂ.ଜାତୀୟ ରାଜପଥର ସରିଗଣ୍ଡା ଠାରେ ଗତକାଲି ଏକ ଅଜଣା ଗାଡି ଧକ୍କାରେ ଜଣେ ବ୍ୟକ୍ତି ମୃତ୍ୟୁବରଣ କରିଥିବାବେଳେ ଅନ୍ୟଜଣେ ଗୁରୁତର ଆହତ ହୋଇଛନ୍ତି । ଗାଡି ଧକ୍କାରେ ଓଡଶର ଗ୍ରାମର ଗୌର ଦଳବେହେରା ଓ ସରିଗଣ୍ଡା ଗ୍ରାମର ଉପେନ୍ଦ୍ର ଜାନୀ ଗୁରୁତର
Read More...

ବୌଦ୍ଧଜିଲ୍ଲା ପୋଲିସର ଜରୁରୀକାଳୀନ ଉଦ୍ଧାର ଭ୍ୟାନ ସେବାର ଶୁଭାରମ୍ଭ

ବୌଦ୍ଧ,୨୩/୪:- ଆଜି ଜିଲ୍ଲା ପୋଲିସ କାର୍ଯ୍ୟାଳୟ ସମ୍ମୁଖରେ ପୋଲିସର ଜରୁରୀକାଳୀନ ଦୁଇଟି ଉଦ୍ଧାର ଭ୍ୟାନର ଶୁଭାରମ୍ଭ ହୋଇଯାଇଛି । ମୁଖ୍ୟଅତିଥି ଭାବେ ଆରକ୍ଷୀ ଅଧୀକ୍ଷକ ଜ୍ଞାନ ରଞ୍ଜନ ମହାନ୍ତି ଯୋଗଦେଇ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହି କାର୍ଯ୍ୟକ୍ରମରେ ଡିଏସପି ଧୀରେନ୍ଦ୍ର
Read More...

ଘାଟିରୁ ଖସିଲା ବସ୍‌, ୩ ଗୁରୁତର

ଫୁଲବାଣୀ/ଦାରିଙ୍ଗବାଡି: ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ଯାତ୍ରୀବାହୀ ବସ । ସମସ୍ତ ୩୦ଯାତ୍ରୀ ଆହତ ହୋଇଥିବା ଜଣାପଡିଛି । ଗୁରୁତରଙ୍କ ମଧ୍ୟରେ ୫ ଶିଶୁ ରହିଛନ୍ତି । ବାଲିଗୁଡାରୁ ବୁଡାଗୁଡା ଆସୁଥିବା ବେଳେ ଗଣ୍ଡମୁଣ୍ଡା ଘାଟିରେ ୧୫ ଫୁଟ ତଳକୁ ବସ୍‌ଟି ଖସି ପଡ଼ିଥିବା ସୂଚନା ମିଳିଛି ।
Read More...

କଟୁରୀ ଗ୍ୟାଙ୍ଗର ୫ଜଣଙ୍କୁ ଗିରଫ କଲା ପୁଲିସ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱର ଖଣ୍ଡଗିରି ଅଞ୍ଚଳରୁ କଟୁରି ଗ୍ୟାଙ୍ଗର ପାଞ୍ଚ ଜଣଙ୍କୁ ଗିରଫ କରିଛି ଖଣ୍ଡଗିରି ପୋଲିସ । ଗିରଫ ପାଞ୍ଚ ଜଣଙ୍କ ମଧ୍ୟରେ ଜଣେ ନାବାଳକ ଥିବା ବିଶେଷ ଭାବେ ଜଣାପଡିଛି । ଏମାନଙ୍କ ନିକଟରୁ ନଗଦ ୩୩ ହଜାର ସହ ୫ଟି ବାଇକ ଓ ମାରଣାସ୍ତ୍ର ଜବତ କରିଛି ପୁଲିସ । ଏହି
Read More...

ବିପର୍ଯ୍ୟୟ ପ୍ରଶମନ କ୍ଷେତ୍ରରେ ଗୋଷ୍ଠୀ ସହନଶୀଳ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ

ପୁରୀ : ପୁରୀ ବିପର୍ଯ୍ୟୟ ପ୍ରଶମନ କ୍ଷେତ୍ରରେ ଗୋଷ୍ଠୀ ସହନଶୀଳ ଦକ୍ଷତା ବୃଦ୍ଧି କର୍ମଶାଳା ସ୍ଥାନୀୟ ସ୍ୱତନ୍ତ୍ର ପ୍ରଦକ୍ଷଣ ଗୃହ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି । ଏହି କର୍ମଶାଳା କାରିଟସ ଇଣ୍ଡିଆ ଓ ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ମିଳିତ ଆନୁକୂଲ୍ୟରେ ଆୟୋଜିତ ହୋଇଛି
Read More...

ଶ୍ରୀମନ୍ଦିରର ବଜେଟକୁ ନେଇ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ପୁରୀ : ଶ୍ରୀମନ୍ଦିରର ବଜେଟକୁ ନେଇ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଛି । ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା । ଆଗାମୀ ଚନ୍ଦନଯାତ୍ରା ଓ ରଥଯାତ୍ରା ପାଇଁ ରଥ ନିର୍ମାଣ ସଂପର୍କରେ ଆଲୋଚନା ହୋଇଥିଲା । ଚଳିତ ୨୦୨୨ -୨୩ ମସିହା ପାଇଁ
Read More...

ଆତ୍ମହତ୍ୟା କରିଥିବା ଯୁବକଙ୍କ ଶବ ସତ୍କାର କଲେ ସୋସିଆଲ ୱେଲଫେର ଅର୍ଗାନାଇଜେସନର କର୍ମକର୍ତ୍ତା

ଗୋଲାମୁଣ୍ଡା : କୁହାଯାଏ ବିପଦ, ଆପଦ, ରାଜଦ୍ୱାର, ଶ୍ମାସନରେ ସାଥ ଦେଉଥିବା ବ୍ୟକ୍ତି ହିଁ ଅସଲ ବନ୍ଧୁ । ଗତକାଲି ବିଳମ୍ବିତ ରାତ୍ରିରେ ଗୋଲାମୁଣ୍ଡା ବ୍ଲକ ତୁମୁରା ଗ୍ରାମର ଶଶା ସାହୁଙ୍କ ପୁଅ ସୋନୁ ସାହୁ (୨୫) କୌଣସି କାରଣରୁ ବିଷଖାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ପୁଅ ବିଷ ଖାଇଥିବା ଖବର
Read More...