Browsing Category

ରାଜ୍ୟ

୨୮ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟକୁ ମଞ୍ଜୁରୀ

ଭୁବନେଶ୍ୱର ୨୧।୦୪ : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ପୋଲିସରେ ୨୮ଟି ସ୍ଥାୟୀ ପୋଲିସ ଆଉଟପୋଷ୍ଟ ପାଇଁ ୨୮ଟି ସବ୍‌ଇନ୍‌ସପେକ୍ଟର ଓ ୧୬୮ଟି କନେଷ୍ଟବଳ ପଦବୀ ମଞ୍ଜୁର କରିଛନ୍ତି। ପୋଲିସ ବିଭାଗର ଅନ୍ୟାନ୍ୟ ପଦବୀ ଗୁଡିକର ପୁନଃ-ବଣ୍ଟନ ଦ୍ବାରା ଏହି ପଦବୀ ଗୁଡିକ ସୃଷ୍ଟି କରାଯାଇଛି।
Read More...

ବ୍ଲକସ୍ତରୀୟ ମେଗା ସ୍ୱାସ୍ଥ୍ୟ ଶିବିର

ପାଟଣାଗଡ଼,୨୧/୪- ପାଟଣାଗଡ଼ ଉପଖଣ୍ଡ ବେଲପଡ଼ା ସ୍ଥାନୀୟ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଆୟୁଷ୍ମାନ ଭାରତ ବ୍ଲକସ୍ତରୀୟ ମେଗା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ମେଡିକାଲ ଅଫିସର ଡା. ରବିନ୍ଦ୍ର ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ
Read More...

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫-ଟି ସଚିବଙ୍କ କଟକ ଚଣ୍ଡି ମନ୍ଦିର ପରିଦର୍ଶନ

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ5T ଶ୍ରୀ ଭି.କେ. ପାଣ୍ଡିଆନ ଆଜି ପ୍ରତ୍ୟୁଷରେ କଟକ ଚଣ୍ଡୀ ମନ୍ଦିର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ମାଆଙ୍କ ଦର୍ଶନ କରିବା ସହିତ ମନ୍ଦିରର ବିଭିନ୍ନ ଉନ୍ନୟନମୂଳକ କାମ ସଂପର୍କରେ
Read More...

ଆଜିଠାରୁ ଅନୁଷ୍ଠିତ ହେବ କୁଆଁରିଆ ମହୋତ୍ସବ – ୨୦୨୨

ଦଶପଲ୍ଲା,୨୧/୪: - ଆଜିଠାରୁ ଅର୍ଥାତ୍‌ ୨୧ ତାରିଖ ଠାରୁ ୨୩ ତାରିଖ ୩ ଦିନ ଧରି ଦଶପଲ୍ଲାରେ ଅନୁଷ୍ଠିତ ହେବ କୁଆଁରିଆ ମହୋତ୍ସବ - ୨୦୨୨ । ମହୋତ୍ସବ କମିଟି ପକ୍ଷରୁ ବିଭିନ୍ନ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି । ଏହି ମହୋତ୍ସବରେ କଳାହାଣ୍ଡିର ଘୁମୁରା ନୃତ୍ୟଠାରୁ ଆରମ୍ଭକରି କେନ୍ଦ୍ରାପଡ଼ାର
Read More...

ଦଶପଲ୍ଲାରେ ପୁଣି ସକ୍ରିୟ ହେଲେ ଲୁଟେରା, ମହିଳାଙ୍କ ବେକରୁ ସୁନା ଚେନ୍‌ ଲୁଟ୍‌

ଦଶପଲ୍ଲା,୨୧/୪: କରୋନା କଟକଣା ଯୋଗୁଁ ୨ ବର୍ଷର ବ୍ୟବଧାନ ପରେ ଭାରତ ପ୍ରସିଦ୍ଧ ଲଙ୍କାପୋଡ଼ି ଯାତ୍ରା ଅନୁଷ୍ଠିତ ହେଉଥିବାବେଳେ ଲୋକଙ୍କ ମଧ୍ୟରେ ଉତ୍ସାହ ଓ ଉଦ୍ଦିପନା ଲାଗିରହିଛି । ଏହି ଜନଗହଳିର ସୁଯୋଗ ନେଇ କିଛି ଦୁର୍ବୃତ୍ତ ଲୁଟ୍‌ପାଟ୍‌ କରିଥିବା ଜଣାପଡ଼ିଛି । ଯାହାକି ସ୍ଥାନୀୟ ମହାନ୍ତି
Read More...

ପାଟଣାଗଡ଼ ଏନ୍‌ଏସିର ପ୍ରଥମ ବୈଠକ, ସହର ସମସ୍ୟା ସମାଧାନ ପାଇଁ ପଦକ୍ଷେପ ଗ୍ରହଣ ନେଇ ଆଲୋଚନା

ପାଟଣାଗଡ଼,୨୧/୪- ପାଟଣାଗଡ଼ ଏନ୍‌ଏସି କାର୍ଯ୍ୟାଳୟ ସଭାଗୃହ ଠାରେ ନବ ନିର୍ବାଚିତ କାଉନସିଲର ମାନଙ୍କୁ ନେଇ ପ୍ରଥମ କାଉନସିଲ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏନ୍‌ଏସି ଅଧ୍ୟକ୍ଷା ମାନସୀ ବିଶ୍ୱାଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପ୍ରଥମ ଅଧିବେଶନରେ ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେର
Read More...

ଖପ୍ରାଖୋଲରେ ବ୍ଲକସ୍ତରୀୟ ମେଗା ସ୍ୱାସ୍ଥ୍ୟ ଶିବିର,୮୪୦ ଜଣ ରୋଗୀ ଚିକିତ୍ସିତ

ପାଟଣାଗଡ଼: ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ସ୍ଥାନୀୟ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଆୟୁଷ୍ମାନ ଭାରତ ବ୍ଲକ ସ୍ତରୀୟ ମେଗା ସ୍ୱାସ୍ଥ୍ୟ ଶିବିର ବୁଧବାର ଅନୁଷ୍ଠିତ ହୋଇଯାଇଛି । ମେଡିକାଲ ଅଫିସର ଡା. ସୁରଜ କୁମାର ଦୀପଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବ୍ଲକ ଅଧକ୍ଷା
Read More...

ମହାବୀର କ୍ଷେତ୍ରରେ ଲଙ୍କାପୋଡ଼ି ଯାତ୍ରା ଉଦ୍‌ଯାପିତ, ଶ୍ରୀରାମଙ୍କ ରାଜ୍ୟାଭିଷେକ ମଞ୍ଚସ୍ଥ

ଦଶପଲ୍ଲା : ଭାରତ ପ୍ରସିଦ୍ଧ ଦଶପଲ୍ଲା କୁଜବନଗଡ଼ ଲୋକକଳା ଗ୍ରାମରେ ଲଙ୍କାପୋଡ଼ି ଯାତ୍ରାର ଅନ୍ତିମ ଦିବସ ବେଶ୍‌ ମନୋମୁଗ୍ଧକର ହୋଇଥିଲା । ସାରା ଦଶପଲ୍ଲା ସହର ପାଲଟି ଯାଇଥିଲା ଅଯୋଧ୍ୟା । ଦିନବେଳା ମନ୍ଦିରରେ ନୀତିକାନ୍ତି ସହ ପ୍ରଭୁ ଶ୍ରୀରାମଙ୍କ ରାଜ୍ୟାଭିଷେକ ବେଶ କରାଯାଇଥାଏ । ପ୍ରଭୁ
Read More...

ତାତିରେ ଦେଶରେ ରେକର୍ଡ଼ କରୁଛି ସୋନପୁର : ଆଜି ୪୪.୫ ସହ ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର ୨୦/୪: ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରକୋପ ଭୟଙ୍କରଭାବେ ବଢୁଛି । ତାତିରେ ଲୋକେ ସିଝୁଛନ୍ତି । ବିଶେଷକରି,ସୋନପୁର ଅବସ୍ଥା ଅତି ସାଂଘାତିକ । ଗତ କିଛି ଦିନ ଧରି ସୋନପୁର ଜଳୁଛି । ଲଗାତାରଭାବେ ତାତିରେ ଏହା ଦେଶରେ ରେକଡର଼୍ ମଧ୍ୟ କରୁଛି । ସୋନପୁରରେ ଜିଲ୍ଲାରେ ହେଉଛି ଅଗ୍ନି
Read More...

ବରିଷ୍ଠ ଓଏଏସସ୍ତରରେ ଅଦଳବଦଳ

ଭୁବନେଶ୍ୱର: ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସସ୍ତରରେ ଅଦଳବଦଳ କରିଛନ୍ତି। ମୋଟ୍‌ ୧୧ ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳି ହୋଇଥିବା ବେଳେ କୃଷି ମନ୍ତ୍ରୀ ଅରୁଣ ସାହୁଙ୍କ ଓଏସଡି ଥିବା ବରିଷ୍ଠ ଓଏଏସ୍ ଦେବାଶୀଷ ପଟ୍ଟନାୟକଙ୍କୁ କ୍ଷୁଦ୍ର ଖଣିଜ ନିର୍ଦ୍ଦେଶାଳୟର ଯୁଗ୍ମ ପ୍ରଶାସନିକ ନିର୍ଦ୍ଦେଶକ
Read More...