Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଅତୀତ କେବଳ ଇତିହାସ ନୁହେଁ, ବରଂ ଆଧୁନିକ ବିଶ୍ୱ ସମସ୍ୟାର ମୁକାବିଲା ପାଇଁ ପ୍ରେରଣା ଦିଏ : ରାଜ୍ୟପାଳ
ଭୁବନେଶ୍ୱର:ଅତୀତ କେବଳ ଇତିହାସ ନୁହେଁ, ବରଂ ଆଧୁନିକ ବିଶ୍ୱ ସମସ୍ୟାର ମୁକାବିଲା ପାଇଁ ପ୍ରେରଣା ଦିଏ ବୋଲି ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି କହିଛନ୍ତି । ଚଳିତ ମଇ ୨୫ ତାରିଖ ଦିନ ଭୁବନେଶ୍ୱର ଠାରେ ଓଡିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଉତ୍କଳ!-->…
Read More...
Read More...
ଏହି ବିଭାଗର କର୍ମଚାରୀଙ୍କ ବାୟୋମେଟ୍ରିକ ହାଜିରା ବାଧ୍ୟତାମୂଳକ
ଭୁବନେଶ୍ୱର: ଓଡ଼ିଶା ଗ୍ରାମୀଣ ଉନ୍ନୟନ ବିଭାଗ କର୍ମଚାରୀଙ୍କ ହାଜିରା ରେକର୍ଡ ବାୟୋମେଟ୍ରିକ ମେସିନ ଜରିଆରେ ବାଧ୍ୟତାମୂଳକ କରିଛି ଏବଂ ସମସ୍ତ କର୍ମଚାରୀଙ୍କୁ ସନ୍ଧ୍ୟା ୫:୩୦ ପୂର୍ବରୁ ଅଫିସ ଛାଡ଼ିବାକୁ ନିଷେଧ କରିଛି।
ବିଭାଗ ଆହୁରି କହିଛି ଯେ ଯଦି କୌଣସି କର୍ମଚାରୀ ଅଫିସ-ଆଉଟ ଡାଟା!-->!-->!-->…
Read More...
Read More...
ସମ୍ବଲପୁର ଚିଡିଆଖାନା ହେବ ଓଡ଼ିଶାର ଦ୍ୱିତୀୟ ନନ୍ଦନକାନନ – ଧର୍ମେନ୍ଦ୍ର ପ୍ରଧାନ
ସମ୍ବଲପୁର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ବଡ଼ି ଭୋରରୁ ସମ୍ବଲପୁର ଚିଡିଆଖାନା ପରିଦର୍ଶନ କରିବା ସହ ଏହାକୁ ଆଗାମୀ ଦିନରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସହଯୋଗରେ ଓଡ଼ିଶାର ଦ୍ୱିତୀୟ ନନ୍ଦନକାନନ କରିବା ପାଇଁ ଯୋଜନା କରାଯିବ ବୋଲି କହିଛନ୍ତି ।
!-->!-->!-->…
Read More...
Read More...
ମୋରମ ବୋଝେଇ ଟ୍ରାକ୍ଟର ଏବଂ ଜେସିବି ଜବତକଲା ପୋଲିସ
କଟକ : ବିଗତ କିଛି ଦିନ ହେଲା ଟାଙ୍ଗୀ ଓ ତାହା ଆଖପାଖ ଅଞ୍ଚଳରେ ଚୋରା ମୋହରମ୍ ଓ ବାଲି କାରବାର ବଢିବାରେ ଲାଗିଛି । ଯାହାକୁ ରୋକିବା ପାଇଁ ଟାଙ୍ଗୀ ପୁଲିସ ପକ୍ଷରୁ ଏକ ଟିମ୍ ଗଠନ କରଯାଇଛି ।
ଗତକାଲି ରାତିରେ ଟାଙ୍ଗୀ ପୁଲିସ ଏସ୍ଆଇ ହେମନ୍ତ ସାମଲଙ୍କ ନେତୃତ୍ୱରେ ଏକ ଟିମ୍ ରାତିରେ!-->!-->!-->…
Read More...
Read More...
ଦୋକାନକୁ ଆସୁଥିବା ବେଳେ ବୃଦ୍ଧଙ୍କୁ ଚାପିଦେଲା ଟ୍ରକ୍
କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଛକ ଠାରେ ଶନିବାର ସକାଳେ ଟ୍ରକ୍ ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି । ମୃତ ବୃଦ୍ଧଙ୍କ ନାମ କଳ୍ପେଶ୍ୱର ମେହେର (୭୦) ବୋଲି ଜଣାପଡ଼ିଛି ।
ମିଳିଥିବା ସୂଚନା ଅନୁଯାୟୀ, ସେ ଆଜି ସକାଳେ ବଳଦିଆମାଲ ଛକଠାରେ ଥିବା ନିଜ!-->!-->!-->…
Read More...
Read More...
ତାଳଚେରରେ ‘ପରାକ୍ରମ ଶୋଭାଯାତ୍ରା’ରେ ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ତାଳଚେର: ‘ପରାକ୍ରମ ଶୋଭାଯାତ୍ରା’ ଦେଶପ୍ରୀତିର ନିଚ୍ଛକ ନିଦର୍ଶନ ବୋଲି ଶୁକ୍ରବାର ତାଳଚେରରେ ଆୟୋଜିତ ଏହି ଶୋଭାଯାତ୍ରା’ରେ ଯୋଗଦେବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ବିଭିନ୍ନ ସାମାଜିକ ଅନୁଷ୍ଠାନ ଓ ନାଗରିକ ମଞ୍ଚ ତରଫରୁ ଆୟୋଜିତ ଏହି ପରାକ୍ରମ!-->!-->!-->…
Read More...
Read More...
ଆସନ୍ତାକାଲିଠାରୁ ଯୁକ୍ତ୨ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ବର: ଯୁକ୍ତ୨ ନାମଲେଖା ପାଇଁ ମେ’ ୨୪ (ଶନିବାର) ଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଅନ୍ଲାଇନ୍ ମାଧ୍ୟମରେ ହେଉଥିବା ଏହି ଆବେଦନ ପ୍ରକ୍ରିୟା ଆସନ୍ତା ଜୁନ୍ ୩୦ ତାରିଖ ଯାଏଁ ଜାରି ରହିବ। ଛାତ୍ରଛାତ୍ରୀମାନେ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ। ଏଥି ପାଇଁ ପିଲାମାନଙ୍କୁ !-->…
Read More...
Read More...
ଟ୍ୱିନ ସିଟିରେ କାର୍ଯ୍ୟକାରୀ ହେବାକୁ ଥିବା ପୂର୍ତ୍ତ ବିଭାଗ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଭୁବନେଶ୍ୱର-କଟକ ଟ୍ୱିନ ସିଟିରେ କାର୍ଯ୍ୟକାରୀ ହେଉଥିବା ପୂର୍ତ୍ତ ବିଭାଗର ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି।ବୈଠକରେ ଭୁବନେଶ୍ୱରର ସମନ୍ୱିତ ବିକାଶ ଯୋଜନା ସହିତ ଟ୍ରାଫିକ୍ ଭିଡ ହ୍ରାସ (Decongestion Plan)!-->…
Read More...
Read More...
ଷ୍ଟାର୍ଟଅପ୍ ଓଡ଼ିଶା ଏବଂ ଫୋନ୍ପେ ମଧ୍ୟରେ ବୁଝାମଣାପତ୍ର ସ୍ଵାକ୍ଷରିତ
ଭୁବନେଶ୍ୱର:ସ୍ଥାନୀୟ ଓ-ହବ ଠାରେ ଷ୍ଟାର୍ଟଅପ୍ ଓଡ଼ିଶା ଏବଂ ଫୋନ୍ପେ ପ୍ରାଇଭେଟ୍ ଲିମିଟେଡ୍ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ସହଜ ବ୍ୟବସାୟ ସୁନିଶ୍ଚିତ କରିବା ସହ ଷ୍ଟାର୍ଟଅପ୍ଗୁଡ଼ିକୁ ଡିଜିଟାଲ୍ ଭାବରେ ସଶକ୍ତ କରିବା ଲକ୍ଷ୍ୟରେ ଏହା ସ୍ୱାକ୍ଷରିତ ହୋଇଛି । ଷ୍ଟାର୍ଟଅପ୍!-->…
Read More...
Read More...
କେନ୍ଦୁଝର : ଶ୍ରୀ ଶ୍ରୀ ବଳଦେବଜୀଉଙ୍କର ପବିତ୍ର ରଥଯାତ୍ରା ପାଇଁ ପ୍ରସ୍ତୁତି
କେନ୍ଦୁଝର:କେନ୍ଦୁଝରର ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀ ଶ୍ରୀ ବଳଦେବଜୀଉଙ୍କର ପବିତ୍ର ରଥଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ଆଜି ଦରବାର ହଲ୍ଠାରେ ଜିଲ୍ଲାପାଳ ଶ୍ରୀ ବିଶାଲ ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲାପାଳ ଶ୍ରୀ ସିଂହ ଉଦ୍ବୋଧନ ଦେଇ ସମସ୍ତେ ଆଗାମୀ!-->…
Read More...
Read More...