Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଦୁର୍ଘଟଣା ଜଣେ ମୃତ ; ବର୍ତ୍ତିଲେ ବିଧାୟକ ଓ ପରିବାର
ସିମୁଳିଆ: ବାଇକକୁ ପଛପଟୁ ଧକ୍କା ଦେଲା କାର, ଘଟଣା ସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ l ସୂଚନାରୁ ପ୍ରକାଶ ବାଲେଶ୍ଵର ଜିଲ୍ଲା ସିମୁଳିଆ ଥାନା ୧୬ନଂ ଜାତୀୟ ରାଜପଥ ଜାମୁଝାଡି ନିକଟରେ ପଶ୍ଚିମବଙ୍ଗର ଜଣେ ବିଧାୟକଙ୍କ ଗାଡି ସ୍କୁଟି ଚାଳକଙ୍କୁ ଧକ୍କା ଦେବାରୁ ଘଟଣା ସ୍ଥଳରେ ସ୍କୁଟି ଚାଳକଙ୍କର!-->…
Read More...
Read More...
ଭିଜିଲାନ୍ସ ଜାଲରେ ଯୋଗାଣ ଅଧିକାରୀ
ଛତ୍ରପୁର: ଭିଜିଲାନ୍ସ ଜାଲରେ ଗଞ୍ଜାମ ଜିଲା ଭାରପ୍ରାପ୍ତ ମୁଖ୍ୟ ଯୋଗାଣ ଅଧିକାରୀ ପୁଷା ମୁଣ୍ଡା। ଛତ୍ରପୁର ନିକଟ ଜାତୀୟ ରାଜପଥରେ ତାଙ୍କ ଗାଡ଼ିରୁ ୩ ଲକ୍ଷ ଟଙ୍କା ଜବତ କରିଛି ବ୍ରହ୍ମପୁର ଭିଜିଲାନ୍ସ ବିଭାଗ। ସେ ଛତ୍ରପୁର ବ୍ୟାଙ୍କ କଲୋନୀ ଭଡ଼ା ଘରୁ ନିଜ ଘରୁ ଅଫିସ ଯାଉଥିବା ସମୟରେ!-->…
Read More...
Read More...
ଜଗା ପ୍ରଧାନଙ୍କୁ ମିଳିଲା ଜାମିନ
ଭୁବନେଶ୍ୱର: ଭାଜପା ନେତା ଜଗନ୍ନାଥ ପ୍ରଧାନଙ୍କୁ ଶେଷରେ ଜାମିନ ମିଳିଛି। ଖୋର୍ଦ୍ଧା ଜିଲା ଦୌରାଜଜ ତାଙ୍କୁ ଜାମିନ ପ୍ରଦାନ କରିଥିବା ଜଣାପଡିଛି। ୩୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ବଦଳରେ ମିଳିଛି ଜାମିନ। ନିକଟରେ BMC ଅଧିକାରୀଙ୍କୁ ମାଡ଼ ଘଟଣାରେ ଜଗନ୍ନାଥ ଗିରଫ ହୋଇଥିଲେ।
Read More...
Read More...
ଡ୍ରାଇଭର ସଂଘ ସହ ବୈଠକ କରିବେ ସରକାର
ଭୁବନେଶ୍ୱର: ଓଡ଼ିଶା ଡ୍ରାଇଭର ଏକତା ମହାମଞ୍ଚ ପକ୍ଷରୁ ମଙ୍ଗଳବାର ୬ ଦଫା ଦାବି ନେଇ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଆନ୍ଦୋଳନରତ ଡ୍ରାଇଭର ସଂଘ ସହ ସରକାର ବୈଠକ କରିବେ ବୋଲି ପରିବହନ ମନ୍ତ୍ରୀ ବିଭୂତି ଜେନା ମଙ୍ଗଳବାର ସୂଚନା ଦେଇଛନ୍ତି। ଆଲୋଚନା!-->…
Read More...
Read More...
ଓଡ଼ିଶାରେ ଆଉ ୩୭ ଲକ୍ଷ ପରିବାରକୁ ମିଳିବ ପକ୍କା ଘର
ଭୁବନେଶର: ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ (PMAY-G) ଅଧୀନରେ ଓଡ଼ିଶାରେ ଆଉ ୩୭ ଲକ୍ଷ ପରିବାରଙ୍କୁ ପକ୍କା ଘର ମଞ୍ଜୁର କରାଯିବ। ଏହି ଘୋଷଣା ଆଜି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ କରିଛନ୍ତି।
ମନ୍ତ୍ରୀ ନାୟକ କହିଛନ୍ତି, “ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ ଅଧୀନରେ!-->!-->!-->…
Read More...
Read More...
ମନମୋହନ ସାମଲ ପୁଣି ଭାଜପା ରାଜ୍ୟ ସଭାପତି
ଭୁବନେଶ୍ୱର: ବରିଷ୍ଠ ଭାଜପା ନେତା ମନମୋହନ ସାମଲ ପୁଣି ଥରେ ଓଡ଼ିଶା ଭାଜପାର ରାଜ୍ୟ ସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ସର୍ବସହମତିରେ ତାଙ୍କୁ ଚତୁର୍ଥ ଥର ପାଇଁ ଏହି ଗୁରୁତ୍ୱପୂର୍ଣ୍ଣ ପଦବୀରେ ନିର୍ବାଚିତ କରାଯାଇଛି।
ସୋମବାର ଭାଜପା ରାଜ୍ୟ କାର୍ଯ୍ୟାଳୟରେ!-->!-->!-->…
Read More...
Read More...
ଏକକାଳୀନ ତିନି ସନ୍ତାନ ପ୍ରସବ କଲେ କୁଟିଆ ଜନଜାତି ମହିଳା
ବାଲିଗୁଡ଼ା :କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ବ୍ଲକ ର କୁଟିଆକନ୍ଧ ଅଂଚଳ ଭାବେ ପରିଚିତ ବେଲଘର ପଂଚାୟତ ।ସେହି ପଂଚାୟତର ଜଣେ କୁଟିଆ ମହିଳା ବେଲଘର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ସ୍ୱାଭାବିକ ଭାବରେ ଏକକାଳୀନ ତିନିଟି ସନ୍ତାନ ପ୍ରସବ କରିବା ଘଟଣା ଚର୍ଚ୍ଚାର ବିଷୟ ପାଲଟି ଯାଇଛି।ସେ!-->…
Read More...
Read More...
୨୪ରୁ ଆରମ୍ଭ ହେବ ଯୁକ୍ତ ୨ ପାଠପଢ଼ା
ଭୁବନେଶ୍ବର : ଜୁଲାଇ ୨୪ ତାରିଖରୁ ଆରମ୍ଭ ହେବ ଯୁକ୍ତ ୨ ପାଠପଢ଼ା । ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି । ମନ୍ତ୍ରୀ ଆହୁରି କହିଛନ୍ତି ଯେ, ପ୍ରଥମ ମେରିଟ୍ ଲିଷ୍ଟ ସୋମବାର ପ୍ରକାଶ ପାଇଛି । ପୁଣି ୨୧ ତାରିଖରୁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ ।!-->…
Read More...
Read More...
ଭିଜିଲାନ୍ସ ଜାଲରେ ରେଢ଼ାଖୋଲ ଉପଖଣ୍ଡର ବିଭିଓ, ପିଏ
ସମ୍ବଲପୁର: ରେଢ଼ାଖୋଲ ଉପଖଣ୍ଡରେ ସମ୍ବଲପୁର ଭିଜିଲାନ୍ସ ଟିମ୍ ଏକ ବଡ଼ ଧରଣର ଅଭିଯାନ ଚଳାଇ ବ୍ଲକ ଭେଟନାରୀ ଅଫିସର (BVO) ଡା. ସୁବାସ ପ୍ରକାଶ ସୋରେନ ଓ ପ୍ରୋଗ୍ରାମ ଆସିଷ୍ଟାଣ୍ଟ (PA) ମହେଶ୍ୱର ସାହୁଙ୍କୁ ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ହାତେନାତେ ଧରିଛି।
ସୂଚନା ଅନୁଯାୟୀ, ଏହି ଦୁଇ!-->!-->!-->…
Read More...
Read More...
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାଦଶ ପାଳି ଅଭିଯୋଗ ଶୁଣାଣି,‘ଲୋକଙ୍କ ସରକାର’ ଲୋକଙ୍କ ସୁଖଦୁଃଖରେ ସବୁବେଳେ ଅଛନ୍ତି
ଭୁବନେଶ୍ୱର :ସମାଜର ଶେଷ ଧାଡିରେ ଥିବା ଲୋକମାନେ ଯେପରି ନିଜକୁ କେବେ ଅସହାୟ ନଭାବନ୍ତି ଏବଂ ସାଧାରଣ ଲୋକଟିଏ ଯେପରି ଅନୁଭବ କରିବ ଯେ ସରକାର ସୁଖଦୁଃଖରେ ତା ସହିତ ସବୁବେଳେ ଅଛନ୍ତି, ଏହି ମହତ ଉଦ୍ଦେଶ୍ୟ ରଖି ଲୋକଙ୍କ ସରକାର କ୍ରମାଗତ ଭାବେ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଜାରି!-->…
Read More...
Read More...