Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ପ୍ରଖ୍ୟାତ କଣ୍ଠଶିଳ୍ପୀ ସଂଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ସଭା
ସୁବର୍ଣ୍ଣପୁର : ମହାନଦୀ ସାହିତ୍ୟ ସଂସଦ ପ୍ରେକ୍ଷାଳୟରେ ଓଡ଼ିଶାର ବରେଣ୍ୟ କଣ୍ଠଶିଳ୍ପୀ ସଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା । ଏହି ଶ୍ରଦ୍ଧାଂଜଳି ସଭାରେ ଅନୁଷ୍ଠାନର ଉପ ସଭାପତି ଡକ୍ଟର ପୁରୁଷୋତ୍ତମ ମିଶ୍ର!-->…
Read More...
Read More...
ଲଙ୍କାପୋଡି ଯାତ୍ରାର ୮ମ ଦିବସ ; ନାଗଫାସ ବନ୍ଧନ ଓ କୁମ୍ଭକର୍ଣ୍ଣ
ଦଶପଲ୍ଲା : ଲଙ୍କାପୋଡି ଯାତ୍ରାର କୁମ୍ଭକର୍ଣ୍ଣ ବଧ ପ୍ରସଙ୍ଗଟି ସବୁଠାରୁ ଆକର୍ଷଣୀୟ ଓ ସବୁଠାରୁ ସଂଘର୍ଷମୟ ଅଧ୍ୟାୟ । ଯୁଦ୍ଧ ଆରମ୍ଭ ପୂର୍ବରୁ ଶ୍ରୀ ରାମଚନ୍ଦ୍ର ଦୂତ ଭାବରେ ଚିଟାଉ ଦେଇ ଅଙ୍ଗଦଙ୍କୁ ରାବଣ ପାଖକୁ ପ୍ରେରଣ କରନ୍ତି । ମାତ୍ର ଲଙ୍କାପତି ରାବଣ ଭ୍ରୁକ୍ଷେପ କରେନାହିଁ । ଏଣୁ!-->…
Read More...
Read More...
ବାଲୁକା କଳା ମାଧ୍ୟମରେ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କୁ ଶ୍ରଦ୍ଧାଞ୍ଜଳି
ପୁରୀ : ବିଶିଷ୍ଟ କଣ୍ଠ ଶିଳ୍ପୀ ପଦ୍ମଶ୍ରୀ ପ୍ରଫୁଲ କରଙ୍କ ବିୟୋଗରେ ସାରା ଓଡ଼ିଶାରେ ଶୋକର ଛାୟା ଖେଳି ଯାଇଛ଼ି । ବିଶିଷ୍ଟ ବାଲୁକା ଚିତ୍ରଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପ୍ରଫୁଲ କରଙ୍କ ବିୟୋଗ ରେ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ଏ ନେଇ ଏକ ସୁନ୍ଦର ବାଲୁକା ଚିତ୍ରକଳା!-->…
Read More...
Read More...
ଜିଲ୍ଲା ଆଇନସେବା ପ୍ରାଧିକରଣ ତରଫରୁ ସଚେତନତା କାର୍ଯ୍ୟକ୍ରମ
ବୌଦ୍ଧ,୧୮/୪- ଜିଲ୍ଲା ଆଇନସେବା ପ୍ରାଧିକରଣ ବୌଦ୍ଧ ଦ୍ୱାରା ଶିଳ୍ପ ତାଲିମ ସରକାରୀ ଅନୁଷ୍ଠାନ ବୌଦ୍ଧ ଠାରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ସଚେତନତା କାର୍ଯ୍ୟକ୍ରମଟି ଜିଲ୍ଲା ଆଇନସେବା ପ୍ରାଧିକରଣ ବୌଦ୍ଧର ସଚିବ ଚରଣଜିତ ଓରାମଙ୍କ ଦ୍ୱାରା ପରିଚାଳିତ ହୋଇଯାଇଛି । ଆମ!-->…
Read More...
Read More...
ସାହାସ ଓ ଆତ୍ମ ବିଶ୍ୱାସ ହିଁ ନାରୀ ସୁରକ୍ଷାର ମହାମନ୍ତ୍ର
ଫୁଲବାଣୀ: କନ୍ଧମାଳ ଜିଲ୍ଲାର ଫିରିଙ୍ଗିଆ ବ୍ଲକର ଫିରିଙ୍ଗିଆ ପଞ୍ଚାୟତ ମହାବିଦ୍ୟାଳୟରେ ଚାଲିଥିବା ଆତ୍ମ ସୁରକ୍ଷା ତାଲିମ କାର୍ଯ୍ୟକ୍ରମ ଅଧ୍ୟକ୍ଷ ଡ଼ଃ ଚିତ୍ତରଞ୍ଜନ ମିଶ୍ରଙ୍କ ସଭାପତିତ୍ୱରେ ଉଦଯାପିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ଟିକାବାଲି ଏମସିଏସ କଲେଜର ଅଧ୍ୟକ୍ଷ ତଥା ଜିଲ୍ଲା!-->…
Read More...
Read More...
ପୁଣି ବଢ଼ିଲା ବସ୍ ଭଡ଼ା
ଭୁବନେଶ୍ୱର: ରାଜ୍ୟରେ ପୁଣି ବଢ଼ିଲା ଯାତ୍ରୀବାହୀ ବସ୍ ଭଡ଼ା । ଅଟୋମେଟିକ ମେକାନିଜିମ ଆଧାରରେ ବସ୍ ଭଡ଼ା ବଢିଛି । ବସ୍ ଭଡା ବୃଦ୍ଧି ନେଇ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ସାଧାରଣ ସଂପାଦକ ଦେବେନ୍ଦ୍ର ସାହୁ ସୂଚନା ଦେଇଛନ୍ତି ।ରାଜ୍ୟ ଘରୋଇ ବସ୍ ମାଲିକ ସଂଘର ସୂଚନା ଅନୁସାରେ ସାଧାରଣ ଓ!-->…
Read More...
Read More...
ବିଦ୍ୟୁତ୍ ଆଘାତରେ ଯୁବକ ଆହତ, ମେଡିକାଲରେ ଭର୍ତ୍ତି
ଘୁ.ଉଦୟଗିରି : ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ ପଛ ପଟେ ଥିବା ହାଟ ପଦା ସାହି ଝୁମୁକା ନାୟକଙ୍କ ଭାଇ ମୁନା ନାୟକ ବିଦ୍ୟୁତ୍ ଆଘାତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଦେଖିବାକୁ ମିଳିଛି । ଆଜି ସକାଳେ ମୁନା ନିଜ ଘର ସାମନାରେ ଥିବା ଟ୍ରାନ୍ସଫର୍ମର ନିକଟରେ କିଛି!-->…
Read More...
Read More...
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର
ସୁବର୍ଣ୍ଣପୁର: କୋଭିଡ କଟକଣା ହେତୁ ଦୀର୍ଘ ଦିନରୁ ସ୍ଥଗିତ ରହିଥିବା ଯୁଗ୍ମ ଅଭିଯୋଗ ଶୁଣାଣି ପୁନର୍ବାର ପୂର୍ବପରି ଚାଲୁ ହୋଇଛି । ଏହି ପରିପ୍ରେକ୍ଷୀରେ ଆଜି ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲପାଳ ଶ୍ରୀମତୀ!-->…
Read More...
Read More...
ୱାର୍ଡ ଏବଂ ସ୍ୱାସ୍ଥ୍ୟ କେନ୍ଦ୍ର ବୁଲିଲେ ନବନିର୍ବାଚିତ ଏନଏସି ଅଧ୍ୟକ୍ଷା
ଘୁ.ଉଦୟଗିରି:ପୌର ନିର୍ବାଚନ ସରିବା ପରେ ଏବେ ନିର୍ବାଚିତ ନେତାଙ୍କ ଆଗରେ ସହରର ବିକାଶ ପାଇଁ ଏକ ବଡ଼ ଆହ୍ୱାନ ରହିଥିବା ବେଳେ ସ୍ଥାନୀୟ ଏନଏସିର ନବନିର୍ବାଚିତ ଅଧ୍ୟକ୍ଷା ଶ୍ରୀମତୀ ଭାନୁପ୍ରଭା ମିଶ୍ର ଆରମ୍ଭ କରିଛନ୍ତି ନିଜ କାର୍ଯ୍ୟ । ୱାର୍ଡକୁ ୱାର୍ଡ ବୁଲି ସାହି ବାସିନ୍ଦାଙ୍କ ସହ ମିଶି!-->…
Read More...
Read More...
ବୌଦ୍ଧ: ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଆରମ୍ଭ
ବୌଦ୍ଧ,୧୮/୪- କୋଭିଡ କଟକଣା ଯୋଗୁଁ ଗତ ୨ବର୍ଷ ହେଲା ବୌଦ୍ଧଜିଲ୍ଲାରେ ଜିଲ୍ଲାପାଳଙ୍କ ସାପ୍ତାହିକ ଅଭିଯୋଗ ଶୁଣାଣୀ ବନ୍ଦ ରହିଥିଲା । କୋଭିଡ କଟକଣା ହଟିବାପରେ ଆଜି ତୃତୀୟ ସୋମବାର ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି ।!-->…
Read More...
Read More...