Browsing Category

ରାଜ୍ୟ

ଝାଡ଼ାବାନ୍ତି ବ୍ୟାପୁଥିବା ଅଞ୍ଚଳରେ ସ୍କୁଲ ବନ୍ଦ ନିଷ୍ପତ୍ତି ନେବେ ଜିଲାପାଳ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲାକୁ ଝାଡ଼ାବାନ୍ତି ବ୍ୟାପୁଛି। ଝାଡ଼ାବାନ୍ତି ବ୍ୟାପୁଥିବା ଅଞ୍ଚଳରେ ସ୍କୁଲ ବନ୍ଦ ନିଷ୍ପତ୍ତି ନେବେ ଜିଲାପାଳ। ଡାଇରିଆ ସ୍ଥିତି ଅଣାୟତ ଥିଲେ ସ୍କୁଲ ବନ୍ଦ ରହିବ। ଏ ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ୫୮ଦିନ ପରେ ଆସନ୍ତା
Read More...

ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ଭଲ ଶିକ୍ଷା ପାଇଁ ପ୍ରଭାବଶାଳୀ ବିକଳ୍ପ ପ୍ରସ୍ତୁତ କରିବା ଆମର ଦାୟିତ୍ୱ –…

ନୂଆଦିଲ୍ଲୀ/ଭୁବନେଶ୍ୱର, ଜୁନ ୧୮ - ଦିବ୍ୟାଙ୍ଗଜନଙ୍କ ପାଇଁ ସମାନ ଶିକ୍ଷା ସୁନିଶ୍ଚିତ କରିବା ଏବଂ ସମାବେଶୀ ଭାରତ ଗଠନ ଦିଗରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ବୁଧବାର ନୂଆଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କେନ୍ଦ୍ର ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ
Read More...

ରଥ କାରୀଗରଙ୍କୁ ଉପଢୌକନ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧନା

ପୁରୀ- ନିଖିଳ ଉତ୍କଳ ବିଶ୍ଵକର୍ମା ସମିତି ଓଡିଶା ଆନୁକୁଲ୍ୟରେ ସମାଜସେବୀ ଶାନ୍ତି ମହାରଣାଙ୍କ ସୌଜନ୍ୟରୁ ରଥ କାରିଗର ମାନଙ୍କୁ ଉପଢୌକନ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଛି। ବୁଧବାର ରଥଖଳାରେ ସମିତିର ପ୍ରାଦେଶିକ ସଭାପତି ଇଂ ରାମକୃଷ୍ଣ ମହାରଣା ତିନିରଥ ର ମୁଖ୍ୟ ମହାରଣା,ଭୋଇ
Read More...

“ଆଦିବାସୀ ଶକ୍ତି ସମାବେଶ” ସଂସ୍କୃତି ଓ ପରମ୍ପରାର ଏକ ଅପୂର୍ବ ମିଳନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ବାରିପଦାର ଛଉ ପଡ଼ିଆ ଠାରେ ଆୟୋଜିତ ରାଜ୍ୟସ୍ତରୀୟ ଆଦିବାସୀ ଶକ୍ତି ସମାବେଶକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତିଯେ, ଓଡ଼ିଶା ସାଂସ୍କୃତିକ ବୈଭବ ଚିତ୍ରପଟରେ ଜନଜାତି ସଂସ୍କୃତି ଏକ ସ୍ୱତନ୍ତ୍ର ସ୍ଥାନ
Read More...

ସୁବ୍ରତ ସେନାପତିଙ୍କୁ ଯୁବ ପୁରସ୍କାର ଓ ରାଜକିଶୋର ପାଢୀଙ୍କୁ ମିଳିବ ବାଳ ସାହିତ୍ୟ ପୁରସ୍କାର

ଭୁବନେଶ୍ବର: କେନ୍ଦ୍ର ସାହିତ୍ୟ ଏକାଡେମି ପକ୍ଷରୁ ଯୁବ ଓ ବାଳ ସାହିତ୍ୟ ପୁରସ୍କାର ଘୋଷିତ ହୋଇଛି। ଓଡ଼ିଆ  ଲେଖକ ସୁବ୍ରତ ସେନାପତିଙ୍କୁ ଯୁବ ପୁରସ୍କାର ଓ ରାଜକିଶୋର ପାଢୀଙ୍କୁ ମିଳିବ ବାଳ ସାହିତ୍ୟ ପୁରସ୍କାର। ଉଭୟଙ୍କୁ ପୁରସ୍କାର ବାବଦରେ ୫୦ ହଜାର ଟଙ୍କା ଲେଖାଏଁ ଦିଆଯିବ। ସୁବ୍ରତ
Read More...

ସ୍ବାମୀଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା କଲା ସ୍ତ୍ରୀ

ଗଞ୍ଜାମ: ଗଞ୍ଜାମ ଜିଲା ଧରାକୋଟ ଥାନା ଅନ୍ତର୍ଗତ ମୁଣ୍ଡମରାଇ ଗାଁରୁ ଆସିଛି ପୁଣି ପାରିବାରିକ କଳହର କରୁଣ ପରିଣତି। ସ୍ବାମୀଙ୍କୁ ହତ୍ୟା କରି ଆତ୍ମହତ୍ୟାର ରୂପ ଦେବାକୁ ଉଦ୍ୟମ କରିଥିଲେ ସ୍ତ୍ରୀ।ଖବର ପାଇ ଘଟଣାସ୍ଥଳରେ ଧରାକୋଟ ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ସ୍ତ୍ରୀକୁ ଅଟକ
Read More...

ଆଗେଇଲା ମୌସୁମୀ, ରାଜ୍ୟରେ ବଡ ବର୍ଷା ସମ୍ଭାବନା

ଭୁବନେଶ୍ୱର : ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେଇଛି । ଏବେ ରହିଛି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ । ପଶ୍ଚିମ-ଉତ୍ତର ପଶ୍ଚିମକୁ ମୁହାଁଇ ଆଉ ଟିକିଏ ଘନୀଭୂତ ହେବ ଆସନ୍ତା ୨୪ ଘଣ୍ଟାରେ । ଏପଟେ ମୌସୁମୀ ଆଗେଇବା ସହ ରାଜ୍ୟର
Read More...

ଖୋଲ ମହାବୀର ପ୍ରାଙ୍ଗଣରେ ଇପିଏଫ ( 95 ) ପେନସନ୍ ଧାରୀଙ୍କ ବୈଠକ

ଦଶପଲ୍ଲା : ନିଖିଳ ଉତ୍କଳ ଇପିଏଫ ପେନସନରସ୍ ଆସୋସିଏସନ୍ ନୟାଗଡଙ୍କର ଆନୁକୁଲ୍ୟରେ ଦଶପଲ୍ଲା ଖୋଲ ମହାବୀର ମନ୍ଦିର ପ୍ରାଙ୍ଗଣରେ ଇପିଏ ଫ୍ 95 ପେନସନ ଉପରେ ନୟାଗଡ ଜିଲ୍ଲାର ସମସ୍ତ ସଭ୍ୟ, ସଭ୍ୟା ମାନଙ୍କୁ ନେଇ ଏକ ବୈଠକ ହେଇଥିଲା । ଉକ୍ତ ବୈଠକ ସୁନ୍ଦର ମନୋରମ ପରିବେଶରେ ନୟାଗଡ଼ର ସଂଘ୍ ର
Read More...

ବଲାଙ୍ଗୀରଠାରେ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ ଅନୁଷ୍ଠିତ, ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ୧ ବର୍ଷ ପୂର୍ତ୍ତି ପାଳନ ଅବସରରେ ବଲାଙ୍ଗୀର ଠାରେ ଆୟୋଜିତ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଥିଲେଯେ, ରାଜ୍ୟରେ କୃଷକ ମାନଙ୍କୁ ସଶକ୍ତ କରିବା ପାଇଁ ସରକାର ସମସ୍ତ ପ୍ରକାର ଯାନ୍ତ୍ରିକ ଓ
Read More...

ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା, ୧୦ ଅଭିଯୁକ୍ତଙ୍କୁ କାବୁ କଲା ପୋଲିସ

ବ୍ରହ୍ମପୁର ୧୭।୦୬ : ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା । ପୋଲିସ କବଜାରେ ୧୦ ଅଭିଯୁକ୍ତ । ସୋମବାର ୭ ଜଣଙ୍କୁ ଅଟକ ରଖି ପୁଲିସ ତଦନ୍ତ କରୁଥିବା ବେଳେ ଫେରାର ୩ ଜଣଙ୍କୁ ଆଜି ଧରିଛି ପୁଲିସ । ଆଜି ସମସ୍ତ ୧୦ ଜଣଙ୍କର ଡାକ୍ତରୀ ମାଇନା କରାଯିବ । ଘଟଣା ସ୍ଥଳରେ ସ୍ଥିତି
Read More...