Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ବୌଦ୍ଧଜିଲ୍ଲା ପୋଲିସର ଜରୁରୀକାଳୀନ ଉଦ୍ଧାର ଭ୍ୟାନ ସେବାର ଶୁଭାରମ୍ଭ
ବୌଦ୍ଧ,୨୩/୪:- ଆଜି ଜିଲ୍ଲା ପୋଲିସ କାର୍ଯ୍ୟାଳୟ ସମ୍ମୁଖରେ ପୋଲିସର ଜରୁରୀକାଳୀନ ଦୁଇଟି ଉଦ୍ଧାର ଭ୍ୟାନର ଶୁଭାରମ୍ଭ ହୋଇଯାଇଛି । ମୁଖ୍ୟଅତିଥି ଭାବେ ଆରକ୍ଷୀ ଅଧୀକ୍ଷକ ଜ୍ଞାନ ରଞ୍ଜନ ମହାନ୍ତି ଯୋଗଦେଇ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହି କାର୍ଯ୍ୟକ୍ରମରେ ଡିଏସପି ଧୀରେନ୍ଦ୍ର!-->…
Read More...
Read More...
ଘାଟିରୁ ଖସିଲା ବସ୍, ୩ ଗୁରୁତର
ଫୁଲବାଣୀ/ଦାରିଙ୍ଗବାଡି: ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ଯାତ୍ରୀବାହୀ ବସ । ସମସ୍ତ ୩୦ଯାତ୍ରୀ ଆହତ ହୋଇଥିବା ଜଣାପଡିଛି । ଗୁରୁତରଙ୍କ ମଧ୍ୟରେ ୫ ଶିଶୁ ରହିଛନ୍ତି । ବାଲିଗୁଡାରୁ ବୁଡାଗୁଡା ଆସୁଥିବା ବେଳେ ଗଣ୍ଡମୁଣ୍ଡା ଘାଟିରେ ୧୫ ଫୁଟ ତଳକୁ ବସ୍ଟି ଖସି ପଡ଼ିଥିବା ସୂଚନା ମିଳିଛି ।!-->…
Read More...
Read More...
କଟୁରୀ ଗ୍ୟାଙ୍ଗର ୫ଜଣଙ୍କୁ ଗିରଫ କଲା ପୁଲିସ
ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱର ଖଣ୍ଡଗିରି ଅଞ୍ଚଳରୁ କଟୁରି ଗ୍ୟାଙ୍ଗର ପାଞ୍ଚ ଜଣଙ୍କୁ ଗିରଫ କରିଛି ଖଣ୍ଡଗିରି ପୋଲିସ । ଗିରଫ ପାଞ୍ଚ ଜଣଙ୍କ ମଧ୍ୟରେ ଜଣେ ନାବାଳକ ଥିବା ବିଶେଷ ଭାବେ ଜଣାପଡିଛି । ଏମାନଙ୍କ ନିକଟରୁ ନଗଦ ୩୩ ହଜାର ସହ ୫ଟି ବାଇକ ଓ ମାରଣାସ୍ତ୍ର ଜବତ କରିଛି ପୁଲିସ । ଏହି!-->…
Read More...
Read More...
ବିପର୍ଯ୍ୟୟ ପ୍ରଶମନ କ୍ଷେତ୍ରରେ ଗୋଷ୍ଠୀ ସହନଶୀଳ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ
ପୁରୀ : ପୁରୀ ବିପର୍ଯ୍ୟୟ ପ୍ରଶମନ କ୍ଷେତ୍ରରେ ଗୋଷ୍ଠୀ ସହନଶୀଳ ଦକ୍ଷତା ବୃଦ୍ଧି କର୍ମଶାଳା ସ୍ଥାନୀୟ ସ୍ୱତନ୍ତ୍ର ପ୍ରଦକ୍ଷଣ ଗୃହ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି । ଏହି କର୍ମଶାଳା କାରିଟସ ଇଣ୍ଡିଆ ଓ ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ମିଳିତ ଆନୁକୂଲ୍ୟରେ ଆୟୋଜିତ ହୋଇଛି!-->…
Read More...
Read More...
ଶ୍ରୀମନ୍ଦିରର ବଜେଟକୁ ନେଇ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ
ପୁରୀ : ଶ୍ରୀମନ୍ଦିରର ବଜେଟକୁ ନେଇ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଛି । ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା । ଆଗାମୀ ଚନ୍ଦନଯାତ୍ରା ଓ ରଥଯାତ୍ରା ପାଇଁ ରଥ ନିର୍ମାଣ ସଂପର୍କରେ ଆଲୋଚନା ହୋଇଥିଲା । ଚଳିତ ୨୦୨୨ -୨୩ ମସିହା ପାଇଁ!-->…
Read More...
Read More...
ଆତ୍ମହତ୍ୟା କରିଥିବା ଯୁବକଙ୍କ ଶବ ସତ୍କାର କଲେ ସୋସିଆଲ ୱେଲଫେର ଅର୍ଗାନାଇଜେସନର କର୍ମକର୍ତ୍ତା
ଗୋଲାମୁଣ୍ଡା : କୁହାଯାଏ ବିପଦ, ଆପଦ, ରାଜଦ୍ୱାର, ଶ୍ମାସନରେ ସାଥ ଦେଉଥିବା ବ୍ୟକ୍ତି ହିଁ ଅସଲ ବନ୍ଧୁ । ଗତକାଲି ବିଳମ୍ବିତ ରାତ୍ରିରେ ଗୋଲାମୁଣ୍ଡା ବ୍ଲକ ତୁମୁରା ଗ୍ରାମର ଶଶା ସାହୁଙ୍କ ପୁଅ ସୋନୁ ସାହୁ (୨୫) କୌଣସି କାରଣରୁ ବିଷଖାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ପୁଅ ବିଷ ଖାଇଥିବା ଖବର!-->…
Read More...
Read More...
ଲୁହାସିଂହା କଲଙ୍ଗାପଡାରେ ୨୪ ପ୍ରହର ଅଖଣ୍ଡ ନାମଯଜ୍ଞ ଉତ୍ସାହ ଉଦ୍ଦୀପନା ସହ ସଂପନ୍ନ
ପାଟଣାଗଡ଼ : ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଳକ ଲୁହାସିଂହା ଗ୍ରାମର କଲଙ୍ଗାପଡାରେ ଚବିଶ ପ୍ରହର ନାମଯଜ୍ଞ ଉତ୍ସାହ ଉଦ୍ଦୀପନା ସହ ସମ୍ପନ୍ନ ହୋଇଯାଇଛି । ଏପ୍ରିଲ ୧୮ରୁ ୨୧ ପର୍ଯ୍ୟନ୍ତ ୪ ଦିନ ଧରି ଅନୁଷ୍ଠିତ ଅଖଣ୍ଡ ଚବିଶ ପ୍ରହର ନାମଯଜ୍ଞରେ ପ୍ରଥମେ ସ୍ଥାନୀୟ ପୋଖରୀରୁ!-->…
Read More...
Read More...
ବିଶ୍ୱ ପୃଥିବୀ ଦିବସ ପାଳିତ, ପୁନିତ ସାଗର ଅଭିଯାନରେ ସାମିଲ ହେଲେ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ
ପୁରୀ: ବିଶ୍ୱ ପୃଥିବୀ ଦିବସ ଆଜି ପାଳିତ ହୋଇଛି । ଏହି ଉପଲକ୍ଷେ ଏନସିସି ୬ଷ୍ଠ ବାଟାଲିୟନ ପକ୍ଷରୁ "ପୁନିତ ସାଗର ଅଭିଯାନ' ଅନୁଷ୍ଠିତ ହୋଇଛି । ବେଳାଭୂମି ସଫେଇ ତଥା ପ୍ଲାଷ୍ଟିକ ଆବର୍ଜନା ସଂଗ୍ରହ କରି ଏହାକୁ ପୁନଃ ବ୍ୟବହାରକ୍ଷମ କରାଯିବା ଏହି ଅଭିଯାନର ଲକ୍ଷ୍ୟ ରହିଛି । ଏହି ଅବସରରେ!-->…
Read More...
Read More...
ଠିକାଦାରୀ ସଂସ୍ଥାର ମନମାନି, ଫାଟିଲା ଆଜବେଷ୍ଟ ଓ ଘର କାନ୍ଥ
ଦଶପଲ୍ଲା : ଖୋର୍ଦ୍ଧା-ବଲାଙ୍ଗୀର ଓସାରିଆ ରେଳପ୍ରକଳ୍ପରେ କାର୍ଯ୍ୟ କରୁଥିବା ଠିକାଦାରୀ ସଂସ୍ଥାର ମନମାନି ଓ ଦବଙ୍ଗଗିରି ଯୋଗୁଁ କ୍ଷତିଗ୍ରସ୍ତ ହେଉଛନ୍ତି ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ୍ ଟାକରା ଗ୍ରାମପାୟତର ସାଧାରଣ ଜନତା । କାର୍ଯ୍ୟ ସମୟରେ ହାଇୱା, ଜେସିବି ଓ ଟିପ୍ପର ଯୋଗୁଁ ଉଡୁଥିବା!-->…
Read More...
Read More...
ବୌଦ୍ଧ ଏନଏସି ପକ୍ଷରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅନ୍ତର୍ଭୁକ୍ତ ହିତାଧିକାରୀମାନଙ୍କୁ କାର୍ଯ୍ୟାଦେଶ ବଣ୍ଟନ
ବୌଦ୍ଧ,୨୨/୪- ବୌଦ୍ଧ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ଆଜି ସ୍ଥାନୀୟ ଟାଉନହଲ ଠାରେ ଭୂମି ପ୍ରମାଣପତ୍ର ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅନ୍ତର୍ଭୁକ୍ତ ହିତାଧିକାରୀମାନଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର ଯୋଗଦେଇଥିବାବେଳେ!-->…
Read More...
Read More...