Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଦଶପଲ୍ଲାର ବିଭିନ୍ନ କଲେଜର + ୨ ଫଳାଫଳ ପ୍ରକାଶିତ
ଦଶପଲ୍ଲା : ପ୍ରକାଶ ପାଇଲା + ୨ ଫଳାଫଳ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ୨ କଲେଜର ଗତକାଲି ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ଗୋଟିଏ ସମୟରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ଫଳାଫଳ ପ୍ରକାଶ ପାଇଛି । ଏହା ମଧ୍ୟରେ ଦଶପଲ୍ଲାସ୍ଥିତ ବୃନ୍ଦାବନ!-->…
Read More...
Read More...
ପୁଣି ଆଉ ଜଣେ ଦାଦନ ଶ୍ରମିକଙ୍କ ମୃତ୍ୟୁ
ଧର୍ମଗଡ଼ : କଲମପୁର ଥାନା ତେନ୍ତୁଳିଖୁଣ୍ଟି ଗ୍ରାମର ତରୁଣ ମାଝିଙ୍କ ପୁଅ ତୁଲାରାମ ମାଝି (୨୫)ଙ୍କ ମୃତ୍ୟୁ ଖବର ଗାଁରେ ଆସି ପହଞ୍ଚିବା ପରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ମୃତକ ତୁଲାରାମ ଦାଦନ ଶ୍ରମିକ ଭାବେ ବେଙ୍ଗାଳୁରୁର କାଡବା ଅଞ୍ଚଳର ଜଣେ ଠିକାଦାର ପାଖରେ କାମ କରୁଥିଲେ । ସେଠାରେ!-->…
Read More...
Read More...
ଭିଜିଲାନ୍ସ ଜାଲରେ ତିଗିରିଆ ଥାନା ଏଏସଆଇ
ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ତିଗିରିଆ ଥାନା ଏଏସଆଇ ପ୍ରଦୀପ କୁମାର ବେହେରା । ଏକ କେଶ୍ ଫାଇନାଲ କରିବା ପାଇଁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା ଭିଜିଲାନ୍ସ ଟିମ୍ । ତାଙ୍କ ପାଖରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି । ଏହି ଚଢାଉ ପରେ ଏଏସଆଇ ପ୍ରଦୀପ କୁମାର!-->…
Read More...
Read More...
ରାଜଧାନୀ ଭୁବନେଶ୍ବରରେ କରୋନା ଆକ୍ରାନ୍ତ ଚିହ୍ନଟ, ଲୋକେ ଭୟଭୀତ
ଭୁବନେଶ୍ୱର: ବିଭିନ୍ନ ରୋଗରେ ଆକ୍ରାନ୍ତ ଥିବା ଜଣେ ବ୍ୟକ୍ତି ଏବେ କରୋନା ପଜିଟିଭ ଥିବା ଚିହ୍ନଟ ହୋଇଛନ୍ତି। ବ୍ୟକ୍ତି ଜଣଙ୍କ ଭୁବନେଶ୍ୱରର ବୋଲି ଜଣାପଡିଛି। ତାଙ୍କ ଟ୍ରାଭେଲ ହିଷ୍ଟ୍ରି ଦେଖିଲେ ସେ ନିକଟରେ ଦିଲ୍ଲୀରୁ ଫେରିଥିବା କୁହାଯାଇଛି। ଏହାପରେ ଓଡ଼ିଶାକୁ କରୋନା ପୁଣି ଫେରିଥିବା ନେଇ!-->…
Read More...
Read More...
ଜାଣନ୍ତୁ କେମିତି ରହିଛି ନୂଆଗାଁ ବ୍ଲକ ଯୁକ୍ତ ୨ ପରୀକ୍ଷା ଫଳ
ନୂଆଗାଁ-ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ବିଦ୍ୟାଳୟଗୁଡ଼ିକର ଦ୍ବାଦଶ ଶ୍ରେଣୀ (ଯୁକ୍ତ୨) ପରୀକ୍ଷାଫଳ ବୁଧବାର ଅପରାହ୍ଣରେ ପ୍ରକାଶ ପାଇଛି। ଗୋଟିଏ ସମୟରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ବାହାରିଛି। ନୂଆଗାଁ ବ୍ଲକ ର ୪ ଗୋଟି ଅନୁଷ୍ଠାନ ମଧ୍ୟରେ!-->…
Read More...
Read More...
ସ୍ଥଗିତ ରହିଲା ତ୍ରି-ସ୍ତରୀୟ ପଞ୍ଚାୟତ ଉପନିର୍ବାଚନ
ଭୁବନେଶ୍ବର- ସ୍ଥଗିତ ରହିଲା ତ୍ରି-ସ୍ତରୀୟ ପଞ୍ଚାୟତ ଉପ ନିର୍ବାଚନ । ଜୁନ ୨୩ରେ ହେବାକୁ ଥିବା ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ ରଖାଯାଇଛି । ରାଜ୍ୟ ନିର୍ବାଚନ ଆୟୋଗଙ୍କ ପ୍ରେସମିଟରେ ଏହି ସୂଚନା ଦିଆଯାଇଛି । ସଅଳ ମୌସୁମୀ ଆସୁଥିବାରୁ ବର୍ଷା ଆଶଂକାରେ ଉପନିର୍ବାଚନକୁ ସ୍ଥଗିତ ରଖାଯାଇଛି ।
!-->!-->!-->…
Read More...
Read More...
ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ
ଭୁବନେଶ୍ବର:ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ । ଏକା ସାଙ୍ଗରେ ବିଜ୍ଞାନ, କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇଛି । ଆଜି ଅପରାହ୍ଣ ୪ ଟା ସମୟରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ପରୀକ୍ଷା ଫଳ ଘୋଷଣା କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ!-->…
Read More...
Read More...
ଗୁମୁଡା ଵଂଶଧାରା ସେତୁ ଉପରେ ଅଜଣା ଗାଡି ଧକ୍କାରେ ତିନି ଜଣ ଯୁବକଙ୍କ ମୃତ୍ୟୁ
ଗୁଣପୁର :-ରାୟଗଡା ଜିଲ୍ଲା ଗୁମୁଡା ଫାଣ୍ଡି ଅନ୍ତର୍ଗତ ବଂଶଧାରା ନଦୀ ବ୍ରିଜ ଉପରେ ବିଳମ୍ବିତ ରାତି ରେ ଏକ ଅଜଣା ଗାଡି ଧକ୍କାରେ ୩ ଜଣ ଯୁବକର ମୃତ ଘଟିଛି। ପଦ୍ମପୁର ମେଡିକାଲରେ ଦୁଇ ଜଣକ ମୃତ ଦେହ ରହିଥିବା ବେଳେ ଗୁରୁତର ଅବସ୍ଥାରେ ଗୁଣପୁର ଉପଖଣ୍ଡ ଡାକ୍ତରଖାନାକୁ ନେବା ସମୟରେ ବାଳକୃଷ୍ଣ!-->…
Read More...
Read More...
ସାତକୋଶିଆରେ ୨୯ ଟି ସୁସ୍ଥ ଘଡ଼ିଆଳ ଶାବକ ଜନ୍ମ
ହରଭଙ୍ଗା :.ବୌଦ୍ଧ ଜିଲ୍ଲା ମହାନଦୀ ସାତକୋଶିଆ ଅଭୟାରଣ୍ୟ ଗଣ୍ଡ କୁସଙ୍ଗ ରେଞ୍ଜ ରେ ଘଡିଆଳ ଶାବକ ଜନ୍ମ। ୨୯ ଅଣ୍ଡାରୁ ସମସ୍ତ ସୁସ୍ଥ ଶାବକ ହୋଇଛନ୍ତି ଜନ୍ମ l ସାତକୋଶିଆ ଗଣ୍ଡ ବଳଦମରା ନିକଟରେ ସୁରକ୍ଷିତ ଭାବେ ରହିଛନ୍ତି ସମସ୍ତ ନବ ଜନ୍ମିତ ଘଡ଼ିଆଳ ଶାବକ । ଗତ ମାର୍ଚ୍ଚ ମାସରେ 29ଗୋଟି!-->…
Read More...
Read More...
ଚଳିତବର୍ଷ ରାଜ୍ୟରେ ହେବ କଲେଜ ନିର୍ବାଚନ
ଭୁବନେଶ୍ୱର: ଚଳିତବର୍ଷ ରାଜ୍ୟରେ ଅନୁଷ୍ଠିତ ହେବ କଲେଜ ନିର୍ବାଚନ। ଏନେଇ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କଲେଜ ନିର୍ବାଚନ ନେଇ ସରକାର ଚିନ୍ତା କରୁଛନ୍ତି। କଲେଜ ନିର୍ବାଚନ ପାଇଁ ଦୁର୍ଗାପୂଜା ପୂର୍ବରୁ ପାଠ୍ୟକ୍ରମ ସାରିବାକୁ ପଡ଼ିବ।!-->…
Read More...
Read More...