Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ରାଜ୍ୟ ଖାଦ୍ୟଯୋଗାଣ ନିଗମ ପରିଦର୍ଶନ କଲେ ମନ୍ତ୍ରୀ
ଭୁବନେଶ୍ୱର- ରାଜ୍ୟରେ ବୁଧବାରଠାରୁ ରବି ଧାନ ସଂଗ୍ରହ ଆରମ୍ଭ ହୋଇଛି । ରାଜ୍ୟରେ ଚାଷୀମାନଙ୍କ ସ୍ୱାର୍ଥ ରକ୍ଷା ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି । ଧାନ ସଂଗ୍ରହ ସମୟରେ କୌଣସି ଅନିୟମିତତାର ଅଭିଯୋଗ ଆସିଲେ ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ ରାଜ୍ୟ ଖାଦ୍ୟ ଯୋଗାଣ ନିଗମ!-->…
Read More...
Read More...
୬ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରି, ନୂଆ ସଂରକ୍ଷଣ ଲାଗୁ କଲେ ଓଡିଶା ସରକାର
ଭୁବନେଶ୍ୱର,: ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ବପୂର୍ଣ୍ଣ ବୈଠକ ବୁଧବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୬ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ରାଜ୍ୟ ସରକାର ନୂଆ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିଛନ୍ତି।!-->…
Read More...
Read More...
ବହୁଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ମାମଲା,ଶେଷହେଲା ବିତର୍କ
ପାଟଣାଗଡ: ବହୁ ଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଆଜି ଉଭୟ ପକ୍ଷର ଓକିଲଙ୍କ ମଧ୍ୟରେ ପାଟଣାଗଡ ଅତିରିକ୍ତ ଜିଲ୍ଲା ଦୈରାଜଜଙ୍କ କୋର୍ଟରେ ବିତର୍କ (ଆର୍ଗୁମେଣ୍ଟ) ପ୍ରକିୟା ଶେଷ ହୋଇଯାଇଛି । ଆସନ୍ତା ୨୮ ରେ ଏହି ମାମଲାର ରାୟ ପ୍ରକାଶ ପାଇବ । ଅଭିଯୁକ୍ତ ପୁଞ୍ଜିଲାଳଙ୍କୁ କଣ!-->…
Read More...
Read More...
କାଳବୈଶାଖୀ ବର୍ଷାରେ ବିଜୁଳି ନେଇଗଲା ତିନି ଜୀବନ
କୋରାପୁଟ : କୋରାପୁଟ ଜିଲ୍ଲାର ପଟ୍ଟାଙ୍ଗି ବ୍ଲକ ଅଧିନସ୍ଥ ଆମ୍ପାବାଲି ପଞ୍ଚାୟତର କନ୍ଧପୁଟା ବନ୍ଧ ଗ୍ରାମରେ କାଳବୈଶାଖୀ ବର୍ଷା ପବନ ସମୟରେ ବିଜୁଳି ଆଘାତରେ ଆଜି ଦିନ ୨ଟା ସମୟରେ ମିଳିଥିବା ସୂଚନା ଅନୁସାରେ ତିନି ଜଣକଙ୍କ ମୃତ୍ୟୁ। ଜଣେ ମହିଳା କେମେଲ ତୁମ୍ବାଇ ( 47), ଜଣେ ନାବାଳିକା!-->…
Read More...
Read More...
ସିବିଏସ୍ଇ ଦଶମ ଓ ଦ୍ୱାଦଶ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ…
ଭୁବନେଶ୍ୱର:କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷାରେ ଚଳିତବର୍ଷ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ଏବଂ ସେମାନଙ୍କ ଅଭିଭାବକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ଶ୍ରୀ ପ୍ରଧାନ!-->!-->!-->…
Read More...
Read More...
ଚତୁର୍ଥ ଗନ୍ଧରାଢ଼ି ଲୋକ କଳା ମହୋତ୍ସବ ଅବସରରେ ଆଲୋଚନାଚକ୍ର
ଜହ୍ନ।ପଙ୍କ, ୧୩/୫: ବୌଦ୍ଧ ବ୍ଲକ ଲଷ୍ମୀପ୍ରସାଦ ପଂଚାୟତ ଅନ୍ତର୍ଗତ ଜଗତୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଚତୁର୍ଥ ଗନ୍ଧରାଢ଼ି ଲୋକ କଳା ମହୋତ୍ସବ ଅବସରରେ ଗନ୍ଧରାଢ଼ି ର ସଂସ୍କୃତି ଓ ଐତିହାସିକ ପୃଷ୍ଠଭୁମି ସମ୍ପର୍କିତ ଏକ ଆଲୋଚନା ଚକ୍ର ମଙ୍ଗଳବାର ପୂର୍ବାହ୍ନରେ ଉଦଘାଟିତ ହୋଇ ଯାଇଛି l!-->…
Read More...
Read More...
ମୟୂରଭଞ୍ଜର ବିଭିନ୍ନ ବ୍ଲକ ପାଇଁ ୪୨୦ କୋଟିରୁ ଉର୍ଦ୍ଧ୍ୱ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର…
ଭୁବନେଶ୍ୱର/ବିଶୋଇ: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ମୟୂରଭଞ୍ଜର ବିଶୋଇ ଠାରେ ଜିଲ୍ଲାର ବିଭିନ୍ନ ବ୍ଲକ ପାଇଁ ୪୨୦ କୋଟିରୁ ଉର୍ଦ୍ଧ୍ୱଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହିତ, ବିଶୋଇ ବ୍ଲକ ମୁଖ୍ୟାଳୟ!-->…
Read More...
Read More...
ଆଣ୍ଡାମାନ ଛୁଇଁଲା ମୌସୁମୀ
ନୂଆଦିଲ୍ଲୀ: ସତ ହେଲା ଭାରତ ପାଣିପାଗ ବିଭାଗ(ଆଇଏମ୍ଡି) ର ପୂର୍ବାନୁମାନ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ସାଗର ଛୁଇଁଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମଙ୍ଗଳବାର ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ ଆଗକୁ ବଢ଼ିବ। ପରେ ନିକୋବର ଦୀପ ଏବଂ ଉତ୍ତର ଆଣ୍ଡାମାନର କିଛି!-->…
Read More...
Read More...
ପୁଣି ସକ୍ରିୟ କାଠ ମାଫିଆ, ୮ ଶାଳଗଣ୍ଡି ଜବତ
ଦଶପଲ୍ଲା : ଜଙ୍ଗଲରୁ ବେଆଇନ ଭାବେ ଅବାଧରେ ଗଛକାଟି ଚାଲାଣ ପାଇଁ ପୋଖରୀ ଭିତରେ ଲୁଚାଇ ରଖିଥିବା ୮ଟି ଶାଳ ଗଣ୍ଡିକୁ ଜବତ କରିଛି ବନବିଭାଗ | ଦଶପଲ୍ଲା ବନାଞ୍ଚଳ ଅଧୀନ ପୋଖରୀଗୋଛା ସେକ୍ସନର ଭୋଗବାଡ଼ି ନିକଟସ୍ଥ ଶୁଳିଆ ପୋଖରୀରୁ ଏସବୁ ଶାଳ ଗଣ୍ଡି ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ,!-->…
Read More...
Read More...
ଏମିତି ମନ୍ଦିର, ଯେଉଁଠି ସ୍ବାମୀ-ସ୍ତ୍ରୀ ଏକାଠି ହୋଇ ପୂଜା କରିବା ମନା
ଭାରତରେ ଏମିତି କିଛି ମନ୍ଦିର ରହିଛି, ଯେଉଁଠି ପରମ୍ପରା ଏବଂ ମାନ୍ୟତା ଭିନ୍ନ ଭିନ୍ନ। ମନ୍ଦିରକୁ ପରିବାର ସହ ମିଶି ପୂଜାର୍ଚ୍ଚନା କରିବାକୁ ଯାଇଥାନ୍ତି ଲୋକେ। କିନ୍ତୁ ଏମିତି ଏକ ମନ୍ଦିର, ଯେଉଁଠି ସ୍ବାମୀ-ସ୍ତ୍ରୀ ସାଥୀ ହୋଇ ଦର୍ଶନ କରିପାରିବେ ନାହିଁ। ଶୁଣି ଆଶ୍ଚର୍ଯ୍ୟ ହେଉଥିଲେ ମଧ୍ୟ!-->…
Read More...
Read More...