Browsing Category

ରାଜ୍ୟ

ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ସାହାଯ୍ୟ କରିଥିବା ଯୁବକମାନଙ୍କୁ ମିଳିଲା ସହଯୋଗ ରାଶି

ବୌଦ୍ଧ,୩୧/୩- ରାଜ୍ୟରେ ଦିନକୁଦିନ ସଡ଼କ ଦୁର୍ଘଟଣା ବଢ଼ିବାରେ ଲାଗୁଥିବାବେଳେ ଏହାକୁ ରୋକିବା ପାଇଁ ରାଜ୍ୟ ସରକାର ଏବେ "ରକ୍ଷକ' ନାମକ ଏକ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି । ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କ ପାଇଁ ପ୍ରଥମ ଗୋଟିଏ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ ଏହି ସମୟ
Read More...

ଶିକ୍ଷା ଓ କର୍ମସଂସ୍ଥାନ ସଂପର୍କୀୟ କର୍ମଶାଳା

ଜି.ଉଦୟଗିରି,୩୧/୩- ସ୍ଥାନୀୟ କଳିଙ୍ଗ ମହାବିଦ୍ୟାଳୟ ପରିସରରେ ବିଶ୍ୱ ବ୍ୟାଙ୍କ ଓ ଉଚ୍ଚ଼ଶିକ୍ଷା ବିଭାଗ, ଓଡିଶା ସରକାରଙ୍କ ଦ୍ୱାରା ପ୍ରାୟୋଜିତ ଶିକ୍ଷା ଓ କର୍ମସଂସ୍ଥାନ ସଂପର୍କୀୟ ଏକ କର୍ମଶାଳା ଅଧ୍ୟକ୍ଷ ସୁଧାଂଶୁ ଶେଖର ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟଅତିଥି
Read More...

ଉଦ୍ୟାନ କୃଷିର ଉଦ୍ଭିଦ ବୃଦ୍ଧିକାରକ ପ୍ରୟୋଗ ସମ୍ବନ୍ଧୀୟ ତାଲିମ କାର୍ଯ୍ୟକ୍ରମ

ଘୁ ଉଦୟଗିରି ୩୧/୩: କନ୍ଧମାଳ ଜିଲ୍ଲା ଘୁ.ଉଦୟଗିରି କୃଷିବିଜ୍ଞାନ କେନ୍ଦ୍ରର ତାଲିମ ଗୃହରେ ୧୫ ଜଣ ସରକାରୀ ଓ ବେସରକାରୀ କର୍ମଚାରୀଙ୍କୁ ନେଇ ଆଜି ଉଦ୍ୟାନ ଫସଲରେ ଉଦ୍ଭିଦ ବୃଦ୍ଧି କରିବାର ପ୍ରୟୋଗ ସମ୍ବନ୍ଧରେ ତାଲିମ ପ୍ରଦାନ କରାଯାଇଥିଲା । ଏହି ତାଲିମ କାର୍ଯ୍ୟକ୍ରମରେ କୃଷି ବିଜ୍ଞାନ
Read More...

ଓସିପିଏଲ୍ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ କୋଟି ଟଙ୍କା ପ୍ରଦାନ

ନେଶ୍ୱର : ଓଡିଶା ସରକାରଙ୍କର ଏକମାତ୍ର ସରକାରୀ କୋଇଲା ଉଦ୍ୟୋଗ ଓଡିଶା କୋଲ୍‌ ଆଣ୍ଡ ପାୱାର ଲିମିଟେଡ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦ କୋଟି ଟଙ୍କା ପ୍ରଦାନ କରିଛି।ଆଜି ଏହି ଉପଲକ୍ଷେ ଲୋକସେବା ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭିଡିଓ କନଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ
Read More...

ବରିଷ୍ଠ ନାଗରିକଙ୍କ ପାଇଁ ଆଇନ ସଚେତନତା ଶିବିର

ଫୁଲବାଣୀ,୩୧/୩- ସ୍ଥାନୀୟ ଫୁଲବାଣୀ ଡିଏଲଏସ ଠାରେ ଜିଲ୍ଲା ଆଇନସେବା ପ୍ରାଧିକରଣ, ଫୁଲବାଣୀ ତରଫରୁ ବରିଷ୍ଠ ନାଗରିକଙ୍କ ପାଇଁ ସ୍ଥାୟୀ ଓ ନିରନ୍ତର ଲୋକ ଅଦାଲତର କାର୍ଯ୍ୟକାରୀତା ସମ୍ପର୍କରେ ଆଲୋଚନା କରାଯାଇଥିଲା । ଏହି ଅବସରରେ ସ୍ଥାୟୀ ଅଦାଲତର ବିଚାରପତି ସନ୍ତୋଷ କୁମାର ନାୟକ ଯୋଗଦେଇ
Read More...

ସ୍ୱତନ୍ତ୍ର କିଶୋର ପୁଲିସ ଅଧିକାରୀଙ୍କ ଶିଶୁଆଇନ ସମ୍ବନ୍ଧୀୟ ତାଲିମ କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର,୩୧/୩- ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଦ୍ୱାରା ଆୟୋଜିତ ସ୍ୱତନ୍ତ୍ର କିଶୋର ପୁଲିସ ଅଧିକାରୀଙ୍କ ଶିଶୁଆଇନ ସମ୍ବନ୍ଧୀୟ ତାଲିମ କାର୍ଯ୍ୟକ୍ରମ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଅବୋଲି ସୁନିଲ ନରୱଣେ ମୁଖ୍ୟ ଅତିଥି ଭାବରେ
Read More...

ପ୍ରତୀକ୍ଷାର ଅନ୍ତ ଘଟିଲା ନୂତନ କୋଠାରେ ଆରମ୍ଭହେଲା ଆଦର୍ଶ ବିଦ୍ୟାଳୟ ପାଠପଢା

ଘୁ.ଉଦୟଗିରି,୩୧/୩: ବହୁ ବିଳମ୍ବରେ ଘୁ.ଉଦୟଗିରି ବ୍ଲକରେ ଆଦର୍ଶ ବିଦ୍ୟାଳୟ ଆରମ୍ଭ ହୋଇଥିବାବେଳେ ନିଜସ୍ୱ କୋଠା ଅଭାବରୁ ଅନ୍ୟତ୍ର ପିଲାଙ୍କୁ ପାଠ ପଢ଼ାଯାଉଥିଲା । ଗତବର୍ଷ ଷଷ୍ଠ ଏବଂ ସପ୍ତମ ଦୁଇଟି ଶ୍ରେଣୀ ନିମନ୍ତେ ଛାତ୍ରଛାତ୍ରୀମାନଙ୍କ ନାମାଙ୍କନ ହେବାପରେ କରୋନା ଯୋଗୁଁ ପାଠପଢ଼ା
Read More...

୩୩ ତମ ବାର୍ଷିକ ଅଷ୍ଟଦଣ୍ଡ ମିଳନ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ୧୪ଦିନ ପାଇଁ ଆମିଷ ଦ୍ରବ୍ୟ ବିକ୍ରି ଓ ସେବନ ବନ୍ଦ…

ବାଲିଗୁଡା,୩୧/୩: କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଏପ୍ରିଲ ୧ ତାରିଖଠାରୁ ୧୩ ତାରିଖ ପର୍ଯ୍ୟନ୍ତ ମା' କାଳୀଙ୍କ ଦଣ୍ଡଯାତ୍ରା ଅନୁଷ୍ଠିତ ହେଉଅଛି । କରୋନା କଟକଣା ଯୋଗୁଁ ଗତ ଦୁଇ ବର୍ଷ ବନ୍ଦ ହୋଇ ରହିଥିଲା । ଏହି ପରିପ୍ରେକ୍ଷୀରେ ପୂର୍ବବର୍ଷ ଭଳି ଚଳିତବର୍ଷ ମଧ୍ୟ ବାଲିଗୁଡା ସହରରେ ସ୍ଥାନୀୟ
Read More...

ଯୁବତୀଙ୍କୁ ଅପହରଣ ଅଭିଯୋଗରେ ଯୁବକଙ୍କୁ ଜେଲ୍‌

ଫୁଲବାଣୀ:-କନ୍ଧମାଳ ଜିଲ୍ଲାର ସ୍ଥାନୀୟ ଫାଷ୍ଟ ଟ୍ରାକ କୋର୍ଟର ଅତିରିକ୍ତ ଦୌରାଜଜ୍‌ ଭାସ୍କର ଚନ୍ଦ୍ର ସାହୁ ଆଜି ଏକ ମାମଲାର ବିଚାର କରି ଅଭିଯୁକ୍ତକୁ ଯୁବତୀଙ୍କୁ ଅପହରଣ ଓ ବେଆଇନଭାବେ ଅଟକ ରଖିଥିବା ଅଭିଯୋଗରେ ଯୁବକଙ୍କୁ ଜେଲ୍‌ ଓ ଜୋରିମାନା ରାୟ ଶୁଣାଇଛନ୍ତି । ସୂଚନାଯୋଗ୍ୟ ଯେ ଗତ ୧୧-
Read More...

ଇନ୍ଦିରା ପ୍ରିୟଦର୍ଶିନୀ ମହିଳା ମହାବିଦ୍ୟାଳୟରେ ଆତ୍ମ ସୁରକ୍ଷା ତାଲିମ ଶିବିର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଘୁ.ଉଦୟଗିରି ଇନ୍ଦିରା ପ୍ରିୟଦର୍ଶିନୀ ମହିଳା ମହାବିଦ୍ୟାଳୟ ପରିସରରେ ଅଧକ୍ଷ ଶିବରାମ ସାହୁଙ୍କ ଅଧ୍ୟକ୍ଷତାରେ ୮ ଦିନିଆ ଆତ୍ମ ସୁରକ୍ଷା ତାଲିମ ଶିବିରର ଆଜି ଶୁଭାରମ୍ଭ ହୋଇଯାଇଛି । ଏହି ଶିବିରରେ ୨୫୬ ଜଣ ଛାତ୍ରୀ ଆତ୍ମ ସୁରକ୍ଷା ତାଲିମ ନେବେ ଓ ପ୍ରତିଦିନ ଏକ
Read More...